ଡିସେମ୍ବର ସୁଦ୍ଧା ଦେଶରେ ସମସ୍ତଙ୍କୁ ଦିଆଯିବ କରୋନା ଟିକା

Top Storise ଦେଶ- ବିଦେଶ

ନୂଆଦିଲ୍ଲୀ: ୨୦୨୧ ଶେଷ ସୁଦ୍ଧା ଭାରତରେ ସମସ୍ତଙ୍କୁ କରୋନା ଟିକାକରଣ କରାଯିବ। ଏ ନେଇ କେନ୍ଦ୍ର ମନ୍ତ୍ରୀ ପ୍ରକାଶ ଜାଭଡେକର ଶୁକ୍ରବାର ଘୋଷଣା କରିଛନ୍ତି।

୨୦୨୧ ଶେଷ ହେବା ପୂର୍ବରୁ ଭାରତରେ ଟିକାକରଣ ସମ୍ପୂର୍ଣ୍ଣ ହେବ। ଏହାସହିତ ଶ୍ରୀ ଜାଭାଡେକର ଟିକାକରଣ ପ୍ରସଙ୍ଗକୁ ନେଇ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରୁଥିବା ନେତାଙ୍କ ଉପରେ କାଉଣ୍ଟର ମଧ୍ୟ କରିଛନ୍ତି। “କଂଗ୍ରେସ ଟୁଲ୍କିଟ” କୁ ସୂଚାଇ ଏକ ଅନଲାଇନ୍ ଡକ୍ୟୁମେଣ୍ଟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ତାଙ୍କ ସରକାରଙ୍କୁ ଅସମ୍ମାନ କରିବା ପାଇଁ ପ୍ରସ୍ତୁତ କରାଯାଇଛି ବୋଲି ସେ କହିଛନ୍ତି।

Leave a Reply

Your email address will not be published. Required fields are marked *