ପୁଣି ୨ ସଂକ୍ରମିତଙ୍କର ମୃତ୍ୟୁ, ରାଜ୍ୟରେ କରୋନାଜନିତ ମୃତକଙ୍କ ସଂଖ୍ୟା ୩୮କୁ ବୃଦ୍ଧି Top Storise July 6, 2020July 6, 2020Dharani NewsLeave a Comment on ପୁଣି ୨ ସଂକ୍ରମିତଙ୍କର ମୃତ୍ୟୁ, ରାଜ୍ୟରେ କରୋନାଜନିତ ମୃତକଙ୍କ ସଂଖ୍ୟା ୩୮କୁ ବୃଦ୍ଧି ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୨ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଗଞ୍ଜାମ ଓ ଯାଜପୁର ଜିଲ୍ଲାରୁ ଜଣେ ଲେଖାଏଁ ଥିବା ଜଣାଯାଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। Post Views: 122