‘ଶାସ୍ତ୍ରୀ ଓ ଗାନ୍ଧୀ ଜୟନ୍ତୀ’ ଅବସରରେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତିଙ୍କ ଶ୍ରଦ୍ଧାଞ୍ଜଳି

Top Storise ଦେଶ- ବିଦେଶ

ଭୁବନେଶ୍ୱର: ଜାତିର ପିତା ମହାତ୍ମା ଗାନ୍ଧୀ ଏବଂ ଲାଲ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତିଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ ।

ଏହି ଉପଲକ୍ଷେ ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଟ୍ୱିଟ୍ କରି ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଜାତିର ଜନକ ମହାତ୍ମା ଗାନ୍ଧୀ ଓ ଶାସ୍ତ୍ରୀଜୀଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।

Leave a Reply

Your email address will not be published. Required fields are marked *