20200709-keonjhar

ସିଲ ହେଲା କେନ୍ଦୁଝର ଜିଲ୍ଲା ମୁଖ୍ୟ ହସ୍ପିଟାଲର ସ୍ତ୍ରୀ ଓ ପ୍ରସୂତି ବିଭାଗ

Top Storise ରାଜ୍ୟ

କେନ୍ଦୁଝର: ଜଣେ କରୋନା ଯୋଦ୍ଧା ପଜିଟିଭ୍‌ ଚିହ୍ନଟ ହେବା ପରେ ସଂପୃକ୍ତ ବିଭାଗକୁ ସିଲ୍ କରାଯାଇଛି। ଏଥିସହ ହସ୍ପିଟାଲ ପରିସର ମୁଖ୍ୟ କୋଠାକୁ ସ୍ତ୍ରୀ ଓ ପ୍ରସୂତି ବିଭାଗ ସ୍ଥାନାନ୍ତର କରାଯାଇଛି।ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ୪୦ ଜଣଙ୍କୁ କ୍ୱାରେଣ୍ଟାଇନ୍‌ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆଜି ମୋଟ୍ ୨ ଜଣ କରୋନା ଯୋଦ୍ଧା ପଜିଟିଭ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ଏଥିସହ ଆଜି ଚିହ୍ନଟ ହୋଇଥିବା ୪୮ ଆକ୍ରାନ୍ତଙ୍କ ମଧ୍ୟରୁ ବଡ଼ବିଲର ୩୪ ଜଣ ଆଉ ସବୁ ଲୋକାଲ୍ କେସ୍ ବୋଲି ଜଣାପଡ଼ିଛି । ଏନେଇ କେନ୍ଦୁଝର ଜିଲ୍ଲାପାଳ ଆଶିଷ ଠାକରେ ସୂଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *