ଯୁବକର ମୃତଦେହ ଉଦ୍ଧାର

Top Storise ଅପରାଧ ରାଜ୍ୟ

କଳାହାଣ୍ଡି : କଳାହାଣ୍ଡି ଜିଲ୍ଲା ଆମପାଣି ଥାନା କାଉଡୋଳା ଗ୍ରାମର ସୁଧୀର ସତନାମୀ (୨୫) ନାମକ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ପାରିପାର୍ଶିକ ଅବସ୍ଥା ଦେଖି ଏହା ଆତ୍ମହତ୍ୟା ବୋଲି ଜଣା ପଡିଛି । ଖବର ପାଇ ଆମପାଣି ପୋଲିସ ପହଞ୍ଚି ପାରିପାର୍ଶ୍ବିକ ଅବସ୍ଥା ଅନୁଧ୍ୟାନ କରିବା ସହ ଭବାନୀପାଟଣାରୁ ସାଇଣ୍ଟିଫିକ ଟିମ ପହଞ୍ଚି ତଦନ୍ତ କରିବା ପରେ ଶବ ଜବତ କରି କୋକସରା ଡାକ୍ତରଖାନାକୁ ବ୍ୟବଚ୍ଛେଦ ପାଇଁ ପଠାଇଛି । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବାବେଳେ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ଆମପାଣି ପୋଲିସ ସୁଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *