ଶ୍ରୀକ୍ଷେତ୍ରରେ ରଥଯାତ୍ରା ପାଇଁ ସର୍ବୋଚ୍ଚ ନ୍ୟାୟାଳୟ କ’ଣ ୧୮ ତାରିଖରେ ଏ ନିଷ୍ପତ୍ତି ନେଇପାରି ନ ଥାନ୍ତେ? ପ୍ରଶ୍ନ କଲେ ସୌମ୍ୟରଂଜନ

ରାଜନୀତି

ଭୁବନେଶ୍ୱର: ଜଗନ୍ନାଥ ଧାମ ପୁରୀରେ କଡ଼ା କଟକଣା ଭିତରେ ଭକ୍ତଶୂନ୍ୟ ଭାବେ ରଥଯାତ୍ରା ଆୟୋଜନ ପାଇଁ ଦେଶର ଶୀର୍ଷ ଅଦାଲତ ସୁପ୍ରିମ୍‌ କୋର୍ଟ ଆଜି ଅନୁମତି ପ୍ରଦାନ କରିବା ପରେ ନିଜର ପ୍ରତିକ୍ରିୟା ରଖିଛନ୍ତି ‘ସମ୍ବାଦ’ର ସଂପାଦକ ତଥା ଖଣ୍ଡପଡ଼ା ବିଧାୟକ ସୌମରଂଜନ ପଟ୍ଟନାୟକ।

ଶ୍ରୀ ପଟ୍ଟନାୟକ କହିଛନ୍ତି, ଶ୍ରୀକ୍ଷେତ୍ରରେ ରଥଯାତ୍ରା ପାଇଁ ସର୍ବୋଚ୍ଚ ନ୍ୟାୟାଳୟ ଆଜି ଅନୁମତି ଦେଇଛନ୍ତି। ଏହା ଆମ ସମସ୍ତଙ୍କ ପାଇଁ ଅତ୍ୟନ୍ତ ଆନନ୍ଦର କଥା।

Leave a Reply

Your email address will not be published. Required fields are marked *