ଶେଷ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ
ଭୁବନେଶ୍ୱର: ଜୁଲାଇ ଶେଷ ସପ୍ତାହରେ ପ୍ରକାଶ ପାଇବା ଚଳିତ ବର୍ଷ ମାଟ୍ରିକ ରେଜଲ୍ଟ । ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି । ଚଳିତ ଥର ପାଖାପାଖି ୫.୩୪ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ଛାତ୍ରଛାତ୍ରୀ ମାନେ ନିଜ ପରୀକ୍ଷା ଫଳ ୱେବସାଇଟ ମାଧ୍ୟମରେ ଚେକ୍ କରିପାରିବେ । ଇଣ୍ଡିଆନ୍ ଏକ୍ସପ୍ରେସରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ ଏହି ରେଜଲ୍ଟ ଜୁଲାଇ ୨୭ ତାରିଖରେ ପ୍ରକାଶ ପାଇବ ବୋଲି ବୋର୍ଡ ସଭାପତି ରାମାଶିଷ ହାଜରା […]
Continue Reading