ସୁଶାନ୍ତଙ୍କ ଭଉଣୀ ଓ ରିୟାଙ୍କୁ ମୁହାଁମୁହିଁ ଜେରା କରିବ ସିବିଆଇ!

ମୁମ୍ବାଇ: ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାରେ ସିବିଆଇ ରିୟାଙ୍କୁ ତିନି ଦିନ ହେବ ଝାଳବୁହା ଜେରା ଚଳାଇଛି । ତିନି ଦିନରେ ପାଖାପାଖି ୨୭ ଘଣ୍ଟା ଗୁଡ଼େଇ ତୁଡେଇ ପଚରାଉଚରା କରିଛି । ଆଜି ପୁଣି ଥରେ ସିବିଆଇ ଜେରାର ସାମନା କରିବେ ରିୟା ଚକ୍ରବର୍ତ୍ତୀ । ସେହିପରି ଆଜି ସୁଶାନ୍ତଙ୍କ ଭଉଣୀ ମୀତୁ ସିଂହ ବି ସିବିଆଇରେ ହାଜର ହୋଇପାରନ୍ତି । ତାଙ୍କୁ ହଜାର ହେବାକୁ କହିଛି ସିବିଆଇ । କୁହାଯାଉଛି ଆଜି ତଦନ୍ତକାରୀ ଅଧିକାରୀ […]

Continue Reading

ମର୍ଣ୍ଣିଂୱାକ୍ ବେଳେ ଧକ୍କା ଦେଲା ଅଜଣା ଗାଡି, ମାଉସୀ ଓ ଝିଆରୀ ମୃତ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଆସିକା ଥାନା ଅନ୍ତର୍ଗତ କୋଟି ନଡା ଫାଣ୍ଡି ଅଞ୍ଚଳରେ ସୋମବାର ଦିନ ମର୍ଣ୍ଣିଂୱାକରେ ଯାଉଥିବା ବେଳେ ୨ ଜଣଙ୍କୁ ଏକ ଅଜଣା ଗାଡି ଧକ୍କା ଦେଇଛି । ଫଳରେ ଘଟଣାସ୍ଥଳରେ ଦୁହିଁଙ୍କ ମୃତ୍ୟୁ ଘଟିଛି । ମୃତଙ୍କ ନାମ ଆଶା ରାଣୀ ଖଣ୍ଡୁଆଳ ଓ ରଶ୍ମୀତା ପରିଡା ବୋଲି ଜଣାପଡ଼ିଛି। ପ୍ରାପ୍ତ ସୂଚନାନୁଯାୟୀ ସମ୍ପର୍କରେ ମାଉସୀ ଓ ଝିଆରୀ ହୋଇଥିବା ଏହି ଦୁଇ ଜଣ ମର୍ଣ୍ଣିଂୱାର୍କରେ ଯାଇଥିବା ବେଳେ ଏକ ଅଜଣା ଗାଡି […]

Continue Reading

ପୁଣି ଲଘୁଚାପ, ୫ ଜିଲ୍ଲାରେ ଛେଚିବ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୫ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ସୋମବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ବଲାଙ୍ଗିର, ସୋନପୁର, ବୌଦ୍ଧ, ନୂଆପଡା ଓ ବରଗଡ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ସକାଳ ୮ଟାରୁ ସକାଳ ୧୧ଟା ଯାଏଁ […]

Continue Reading

ଆଜି ଆକାଶ ମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଦେଖାଦେଇଥିବା ବନ୍ୟା ସ୍ଥିତିର ଆଜି ଅନୁଧ୍ୟାନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରାହ୍ନରେ ଆକାଶମାର୍ଗରୁ ବନ୍ୟା ସ୍ଥିତି ଦେଖିବେ ମୁଖ୍ୟମନ୍ତ୍ରୀ । ବନ୍ୟାଞ୍ଚଳ ପରିଦର୍ଶନ ପରେ ବରିଷ୍ଠ ଅଧିକାରୀଙ୍କ ସହ ବୈଠକରେ ଯୋଗ ଦେବେ । ଏନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ । ସୂଚନାଯୋଗ୍ୟ, ବନ୍ୟାରେ ରାଜ୍ୟର ୨୦ ଜିଲ୍ଲା ପ୍ରଭାବିତ ହୋଇଛି । ମୁଖ୍ୟତଃ ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, କଟକ, ଖୋର୍ଦ୍ଧା,ସମ୍ବଲପୁର, […]

Continue Reading

ଆଜି ଆସିବ ରାଜ୍ୟର ଅନଲକ୍ ୪ ଗାଇଡଲାଇନ୍, ଏସବୁ କ୍ଷେତ୍ରକୁ ଫୋକସ

ଭୁବନେଶ୍ୱର: ଆଜି ଶେଷ ହେଉଛି ଅନଲକ୍ ୩ ସମୟସୀମା । କାଲିଠୁ ଅନଲକ୍ ୪ । କେନ୍ଦ୍ର ସରକାର ନୂଆ ଗାଇଡଲାଇନ୍ ଜାରି କରିଛନ୍ତି । ଆଜି ଅନଲକ୍ ୪ ନେଇ ଗାଇଡଲାଇନ ଜାରି କରିବେ ରାଜ୍ୟ ସରକାର । କେଉଁ କ୍ଷେତ୍ରକୁ କୋହଳ କରିବେ ତାଉପରେ ନଜର ରହିଛି । ଉଠିବ କି ସଟଡାଉନ୍ ?କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୪ ଜିଲ୍ଲା ଗଞ୍ଜାମ, ଗଜପତି, ଖୋର୍ଦ୍ଧା, କଟକ ଜିଲ୍ଲା ଓ ରାଉରକେଲା ସହରରେ […]

Continue Reading

ବନ୍ଦ ହେଲା ହୀରାକୁଦର ଆଉ ୪ ଗେଟ୍

ସମ୍ୱଲପୁର: ଉପରମୁଣ୍ଡରେ ଛତିଶଗଡ଼ରେ କମିଛି ବର୍ଷା ପରିମାଣ । ହୀରାକୁଦ ଡ୍ୟାମକୁ ଜଳ ପ୍ରବେଶ କମିଛି । ଜଳଭଣ୍ଡାରର ଆଉ ୪ଟି ଗେଟ୍ ବନ୍ଦ କରାଯାଇଛି । ଏବେ ୩୬ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟା ଜଳ । ହୀରାକୁଦ ଡ୍ୟାର ଜଳ ଧାରଣ କ୍ଷମତା ୬୩୦ ଫୁଟ ରହିଛି । ବର୍ତ୍ତମାନ ଜଳ ପତ୍ତନ ରହିଛି ୬୨୭.୨୯ ଫୁଟ୍ । ପ୍ରତି ସେକେଣ୍ଡରେ ପ୍ରବେଶ କରୁଛି ୪ ଲକ୍ଷ ୯୪ ହଜାର ୯୪ କ୍ୟୁସେକ୍ ପାଣି […]

Continue Reading

ଜେଇଇ ମେନ୍ ପରୀକ୍ଷା; ହୋଟେଲ୍ ଲିଷ୍ଟ ଜାରି କଲା ବିଏମସି

ଭୁବନେଶ୍ୱର: ଜେଇଇ ମେନ୍ ପରୀକ୍ଷା ଲାଗି ଶତାଧିକ ଛାତ୍ରଛାତ୍ରୀ ଅପେକ୍ଷାରତ ଥିବା ବେଳେ ସେପ୍ଟେମ୍ବର ୧ରୁ ୬ ମଧ୍ୟରେ ପରୀକ୍ଷା ଅନୁଷ୍ଠିତ ହେବ । ଏହି ଅବସରରେ ଛାତ୍ରଛାତ୍ରୀ ଓ ତାଙ୍କ ଅଭିଭାବକ ମାନଙ୍କୁ ସୁରକ୍ଷିତ ସ୍ଥାନ ପ୍ରଦାନ କରିବା ଲାଗି ସରକାରଙ୍କ ପକ୍ଷରୁ ପରୀକ୍ଷା କେନ୍ଦ୍ର ନିକଟରେ ଥିବା ହୋଟେଲ୍ ଗୁଡିକୁ ନିବେଦନ କରାଯାଇଛି । ସେହିପରି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ସହରର ପରୀକ୍ଷା କେନ୍ଦ୍ର ନିକଟରେ ଥିବା ହୋଟେଲ ନାମ, ନଂ […]

Continue Reading

ଶୁଭଦୃଷ୍ଟି ଦ୍ଵାରା ପ୍ରଥମ ନିଃଶୁଳ୍କ ଓଡ଼ିଆ ଜନଜାତି ଇ ପତ୍ରିକା “ଆମ ଜନଜାତି” ଲୋକାର୍ପିତ

ଭୁବନେଶ୍ବର : କେଉଁ ଆବାହମାନ କାଳରୁ ପ୍ରକୃତି ଓ ପରମ୍ପରା ସହ ରହି ଆସିଛି ଆମ ଜନଜାତିର ଘନିଷ୍ଠତା। ଯୁଗ ପରେ ଯୁଗ, ସମୟର ଇତିବୃତ୍ତକୁ ଅବଲୋକନ କଲେ ମାନବିକ ମୂଲ୍ୟବୋଧ ଓ ସରଳ ବୋଧଗମ୍ୟତା, ଅକପଟତା ଆଦି ସହ ଆମ ଜନଜାତି ର ସ୍ପଷ୍ଟ କାନଭାସ ଦେଖିବାକୁ ମିଳେ। କଳା ,କୌଶଳ, କାରିଗରୀ,ଭାଇଚାରା ଓ ପ୍ରକୃତି ପୂଜାର ପୂଜ୍ୟ ପରମ୍ପରା ର ପ୍ରତୀକ ହେଉଛି ଆମ ଜନଜାତି । ସାହିତ୍ୟ ମାଧ୍ୟମରେ ଆମ ଜନଜାତି ର […]

Continue Reading

ବିପଦ ସଙ୍କେତ ଉପରେ ମହାନଦୀ ଓ ଜଳକା

ଭୁବନେଶ୍ୱର: ବଢୁଛି ମହାନଦୀ । ଜଳସ୍ତର ବଢ଼ିବାରେ ଲାଗିଛି । ବିପଦ ସଙ୍କେତ ଟପିଛି ମହାନଦୀ । ଜଳକା ନଦୀ ବି ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି । ଏହି ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ମହାନଦୀ କଟକ ନରାଜଠାରେ ବିପଦ ସଙ୍କେତ ପାର୍ କରିଛି । ନରାଜରେ ବିପଦ ସଙ୍କେତ ୨୬.୪୧ ମିଟର ରହିଛି । ସକାଳ ୬ଟା ସୁଦ୍ଧା ସେଠାରେ ଜଳସ୍ତର ରହିଛି ୨୬.୮୧ ମିଟର । ସେହିପରି ବାଲେଶ୍ୱର ଜିଲ୍ଲା […]

Continue Reading

ସମ୍ ରେ ଆଜିଠୁ ଦ୍ଵିତୀୟ ପର୍ଯ୍ୟାୟ ଭ୍ୟାକ୍ସିନ ପରୀକ୍ଷଣ

ଭୁବନେଶ୍ୱର: ଆଜି ଭୁବନେଶ୍ୱର ସ୍ଥିତ ସମ ହସ୍ପିଟାଲରେ ପରୀକ୍ଷଣ ହେବାକୁ ଯାଉଛି କରୋନା ଟିକା ‘କୋଭାକ୍ସିନ’ର ଦ୍ୱିତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ। ଏନେଇ ସମସ୍ତ ପ୍ରସ୍ତୁତି ସରିଛି । ପ୍ରାୟ ୭୦ରୁ ୧୦୦ ଜଣ ସ୍ୱେଚ୍ଛାସେବୀଙ୍କ ଶରୀରରେ ଏ ଟିକା ପରୀକ୍ଷଣ କରାଯିବା ନେଇ ସୂଚନା ମିଳିଛି ସ୍ୱେଚ୍ଛାସେବୀମାନଙ୍କୁ କାଉନ୍‌ସେଲିଂ, ସ୍କ୍ରିନିଂ ଓ ଆନୁଷଙ୍ଗିକ ପରୀକ୍ଷା ମଧ୍ୟ କରାଯାଇଛି । ଏହି ଭ୍ୟାକ୍ସିନର ପର୍ଯ୍ୟାୟ ମାନବ ପରୀକ୍ଷଣ ବେଶ୍‌ ସଫଳତାର ସହ କରାଯାଇଥିଲା। ମାସକ ପରେ ହସ୍ପିଟାଲ […]

Continue Reading