ପ୍ରବଳ ବର୍ଷା ସମ୍ଭାବନା, ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର: ବଙ୍ଗୋପସାଗରର ଓଡ଼ିଶା ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ, ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ଓ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି […]
Continue Reading
