୨୪ ଘଂଟାରେ ଦେଶରେ ୮୬, ୮୬୧ କରୋନା ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ: ଦେଶରେ ହୁ ହୁ ହୋଇ ବଢ଼ୁଛି କରୋନା ସଂକ୍ରମଣ । ଆଜି ପୁଣି ୨୪ ଘଂଟାରେ ଭିତରେ ଦେଶରେ ୮୦ ହଜାରରୁ ଅଧିକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ୮୬,୯୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହ ୯୩୩୫୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଏବଂ ୨୪ଘଣ୍ଟାରେ ୧୧୩୦ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୫୪,୮୭,୫୮୦ରେ ପହଞ୍ଚିଛି । ଏହା […]
Continue Reading
