ଆସିଲେନି ରାକୁଲ, NCBରେ ହାଜର ହେଲେ ସିମୋନ ଖମ୍ବାଟା
ମୁମ୍ବାଇ: ସୁଶାନ୍ତ ସିଂ ମୃତ୍ୟୁ ମାମଲାରେ ଡ୍ରଗ୍ସ ଲିଙ୍କକୁ ନେଇ ଏନ୍ସିବି ତଦନ୍ତ ଜାରି ରଖିଛି । ଏନସିବି ରାଡାରରେ ରହିଛନ୍ତି ବଲିଉଡର ଅନେକ ବଡ ବଡ ନାୟିକା । ଏହି ମାମଲାରେ ଆଜି ଏନସିବି ଫ୍ୟାଶନ ଡିଜାଇନର ସିମୋନ ଖମ୍ବାଟା ଓ ଅଭିନେତ୍ରୀ ରାକୁଲ ପ୍ରିତ ସିଂଙ୍କୁ ହାଜର ହେବାକୁ କହିଥିଲା । ସିମୋନ ଖମ୍ବାଟା ଏନସିବିରେ ହାଜର ହୋଇଛନ୍ତି । ଏନସିବି ତାଙ୍କୁ ପଚରାଉଚରା ଜାରି ରଖିଛି । ସେପଟେ ଅଭିନେତ୍ରୀ ରାକୁଲ ପ୍ରିତ […]
Continue Reading
