ବଜ୍ରପାତ ସହ ବର୍ଷା ଆଶଙ୍କା; ଏହିସବୁ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡି ସମ୍ଭାବନା ରହିଥିବା ନେଇ ମଙ୍ଗଳବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ, ସୁନ୍ଦରଗଡ, ଝାରସୁଗୁଡା ଓ ବରଗଡ଼ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହିସବୁ ଜିଲ୍ଲା ଗୁଡିକକୁ ବିଭାଗ ପକ୍ଷରୁ ସନ୍ଧ୍ୟା ୭ ଟା ଯାଏଁ […]

Continue Reading

ପୁଅର ଜୀବନ ପାଞ୍ଚଶହ ଟଙ୍କା

ମୟୂରଭଞ୍ଜ: ମୟୁରଭଞ୍ଜ ଜିଲ୍ଲାର କରଞ୍ଜିଆ ଥାନା ଅନ୍ତର୍ଗତ କିଆପାଣପୋଷି ଗ୍ରାମରେ ଘଟିଛି ଏକ ଦୁଃଖଦ ଘଟଣା । ପଡ଼ୋଶୀଙ୍କ ଘରୁ ୫୦୦ ଟଙ୍କା ଚୋରି ଅଭିଯୋଗରେ ଜଣେ ନାବାଳକଙ୍କୁ ମାଡ ମାରି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସୂଚନାନୁସାରେ, ପଡୋଶୀ ମହିଳା ଏବଂ ଅନ୍ୟ କେତେକ ଗ୍ରାମବାସୀ ପିଲାଟି ଟଙ୍କା ଚୋରି କରିଥିବା ସନ୍ଦେହ କରିଥିଲେ । ଯଦିଓ ମହିଳା ଜଣକ ପୁଅକୁ ମାଡ ମାରିଥିବା ସ୍ୱୀକାର କରିଛନ୍ତି, ତଥାପି ସେ ତାଙ୍କ ମୃତ୍ୟୁ ବିଷୟରେ ଜାଣି […]

Continue Reading

ଦକ୍ଷିଣ-ପୂର୍ବ ଏସିଆ ସହ ଭାରତର ସୁସମ୍ପର୍କ ସ୍ଥାପନର ମାଧ୍ୟମ ହବ ଶିକ୍ଷା: ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଇଣ୍ଡିଆନ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି (ଆଇଆଇଟି) ଗୁଆହାଟିକୁ ଭାରତୀୟ ଜ୍ଞାନ ପ୍ରଣାଳୀ ଏବଂ ବିପର୍ଯ୍ୟୟ ପରିଚାଳନା କେନ୍ଦ୍ର ରୂପେ ଗଢ଼ିତୋଳିବାକୁ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ ଶିକ୍ଷା ଦକ୍ଷିଣ ପୂର୍ବ ଏସିଆ ସହିତ ଭାରତର  ସମ୍ପର୍କ ସ୍ଥାପନର ଏକ ନୂତନ ମାଧ୍ୟମ ହେବ। ଆଇଆଇଟି-ଗୁଆହାଟିର ୨୨ତମ ସମାରୋହରେ ତାଙ୍କ ଭର୍ଚୁଆଲ୍ ସମ୍ବୋଧନ ମାଧ୍ୟମରେ ମୋଦୀ କହିଛନ୍ତି, ମୋର ବିଶ୍ୱାସ ଯେ ଏକ ଆଧୁନିକ ତଥା ବୈଜ୍ଞାନିକ ପ୍ରକ୍ରିୟା […]

Continue Reading

ଜଣେ ହାରି ନ ଥିବା ଚାଷୀର କାହାଣୀ

ଭୁବନେଶ୍ୱର : ଦିନ ଥିଲା, ଚାଷ ସିନା କରୁଥିଲେ କିନ୍ତୁ ସଫଳ ଚାଷୀ ହୋଇପାରି ନ ଥିଲେ । ଧାନ କେଣ୍ଡା ବିଲରେ ହସିଲା ବେଳକୁ ରୋଗ ପୋକ ଦାଉ ସାଜୁଥିଲା । କେତେବେଳେ ପତ୍ର ମୋଡା ରୋଗ ତ କେତେବେଳେ କାଣ୍ଡବିନ୍ଧା । ଏମିତିକି ସେଥିରେ କି ସାର ପ୍ରୟୋଗ କରିବେ ସେ ନେଇ ମଧ୍ୟ ଧାରଣା ନ ଥିଲା । କିନ୍ତୁ ରିଲାଏନ୍ସ ଫାଉଣ୍ଡେସନର ପରାମର୍ଶ ବରଗଡର ଜିଲ୍ଲା ଭେଡେନ ବ୍ଲକ ଅନ୍ତର୍ଗତ ଚିଚିନ୍ଦ୍ରା […]

Continue Reading

ପୁନମ ପାଣ୍ଡେଙ୍କ ସ୍ୱାମୀକୁ ବାନ୍ଧିଲା ପୋଲିସ

ମୁମ୍ବାଇ: ସବୁ ବେଳ ଚର୍ଚ୍ଚାରେ ରହୁଥିବା ଅଭିନେତ୍ରୀ ପୁନମ ପାଣ୍ଡେକୁ ନେଇ ଏବେ ପୁଣି ଥରେ ଚର୍ଚ୍ଚା ଜୋର୍ ଧରିଛି । ବାହାଘରର ୧୨ ଦିନ ପରେ ହୋଇଛି ତାଙ୍କ ବିଚ୍ଛେଦ । ନିଜ ସ୍ୱାମୀଙ୍କ ନାଁରେ ସେ ଆଣିଛନ୍ତି ନିର୍ଯାତନା ଭଳି ସଙ୍ଗୀନ ଅଭିଯୋଗ । ଏହାପରେ ହନିମୁନ ଲୋକେସନରୁ ହିଁ ତାଙ୍କ ସ୍ୱାମୀଙ୍କୁ ଉଠାଇ ନେଇଛି ପୋଲିସ । ବଲିଉଡ ଅଭିନେତ୍ରୀ ପୁନମ ପାଣ୍ଡେ ମଙ୍ଗଳବାର ଦିନ ଗୋଆ କାନାକୋନା ଥାନାରେ ନିଜ ସ୍ୱାମୀ […]

Continue Reading

କିନ୍ନରଙ୍କୁ ଖରାପ ବ୍ୟବହାର ପଡିଲା ମହଙ୍ଗା, ବନ୍ଧା ହେଲେ ଟ୍ରାଫିକ ପୋଲିସ

କୋଲକାତା: ରକ୍ଷକ ଯଦି ଭକ୍ଷକ ସାଜେ ତେବେ ସୁରକ୍ଷା ଦେବ କିଏ? ଜଣେ କିନ୍ନର କର୍ମକର୍ତ୍ତା ଓ ଦୁଇ ମହିଳାଙ୍କୁ ହଇରାଣ କରିବା ଅଭିଯୋଗରେ ମଙ୍ଗଳବାର ଜଣେ କୋଲକାତା ଟ୍ରାଫିକ ପୋଲିସ ଅଧିକାରୀଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି । ଏହି ତିନିଜଣ ଅଭିଯୋଗ କରିବା ପରେ ଅଭିଯୁକ୍ତ ଟ୍ରାଫିକ ପୋଲିସ ଅଭିଷେକ ଭଟ୍ଟାଚର୍ଯ୍ୟଙ୍କୁ ଗିରଫ କରାଯାଇଥିଲା। “ପଶ୍ଚିମବଙ୍ଗ ଟ୍ରାନ୍ସଜେଣ୍ଡର ଡେଭଲପମେଣ୍ଟ ବୋର୍ଡର ଜଣେ ସଦସ୍ୟ ଏବଂ ଅନ୍ୟ ଦୁଇଜଣ ମହିଳାଙ୍କ ଅଭିଯୋଗ ଆଧାରରେ ଏକ ମାମଲା […]

Continue Reading

ଦଳ ଛାଡିବାର ପ୍ରଶ୍ନ ଉଠୁନି: ରବିନ୍ଦ୍ର ଜେନା

ବାଲେଶ୍ୱର: ସବୁ କଳ୍ପନା ଜଳ୍ପନାର ଅବସାନ ଘଟାଇଛନ୍ତି ବାଲେଶ୍ୱର ଜିଲ୍ଲା ବିଜେଡି ସଭାପତି ରବୀନ୍ଦ୍ର ଜେନା । କହିଛନ୍ତି ନିଜ ପାଇଁ ଆଉ ମାଗିବେନି ଭୋଟ୍ । ଏପରିକି ଗତ ଜାନୁଆରୀ ମାସରୁ ସେ ଏନେଇ ଘୋଷଣା କରିସାରିଥିବା ସୂଚନା ଦେଇଛନ୍ତି । ବାଲେଶ୍ୱର ସଦର ଉପନିର୍ବାଚନ ପାଇଁ ସେ ପ୍ରବଳ ଦାବିଦାର ଥିବା ଚର୍ଚ୍ଚା ହେଉଥିଲା । ଏପିରିକି ତିନିତିନି ଥରର ବିଧାୟକ ଜୀବନ ପ୍ରଦୀପ ଦାସ ଗୋଷ୍ଠୀ ସହ ରବି ଜେନା ଗୋଷ୍ଠୀର ଛକାପଂଝା […]

Continue Reading

ରିୟାଙ୍କୁ ମିଳିଲାନି ବେଲ, ବାଧକ ସାଜିଲା ବର୍ଷା

ମୁମ୍ବାଇ: ବଢ଼ିଲା ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କ ଚିନ୍ତା । ଆଜି ମିଳିବନି ରିୟାଙ୍କୁ ବେଲ୍ । ବାଧକ ସାଜିଲା ବର୍ଷା । ଲିଉଡ ଡ୍ରଗ୍ସ ଲିଙ୍କରେ ଗିରଫ ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପ୍ରେମିକା ରିୟା ଚକ୍ରବର୍ତ୍ତୀଙ୍କ ଆଜି ଜାମିନ ଶୁଣାଣି ବମ୍ବେ ହାଇକୋର୍ଟରେ ଥିଲା । ତେବେ ଏହି ଶୁଣାଣିକୁ ଆଜି କୋର୍ଟ ଘଂଚାଇ ଦେଇଛନ୍ତି । ଫଳରେ ଆଜି ବି ଜେଲ୍‌ରେ କଟିବ ରିୟାଙ୍କ ରାତି । ଆସନ୍ତା କାଲି ରିୟାଙ୍କୁ ବେଲ୍ […]

Continue Reading

୪ ଦିନ ହେଲା ଗାଁ ଦାଣ୍ଡରେ ପଡିଛି ମା’-ଝିଅଙ୍କ ମୃତଦେହ

ରାଜନଗର: ଗାଁ ଦାଣ୍ଡରେ ପଡିଛି ମା’-ଝିଅଙ୍କ ମୃତଦେହ । ଦୀର୍ଘ ୪ ଦିନ ହେବ ଉଭୟଙ୍କ ମୃତଦେହ ପଡିଛି ରହିଛି । ଗ୍ରାବବାସୀ ଶବସତ୍କାର କରୁନଥିବାରୁ ସେଥିରୁ ଦୁର୍ଗନ୍ଧ ମଧ୍ୟ ବାହାରିଲାଣି । ଅଭିଯୁକ୍ତକୁ ଗିରଫ ଦାବିରେ ଅଡି ବସିଛନ୍ତି ଗ୍ରାମବାସୀ । ଏଭଳି ହୃଦୟବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି କେନ୍ଦ୍ରାପଡା ଜିଲ୍ଲା ରାଜନଗର ଥାନା ଅଚଂଳରେ ମହୁଲିଆ ମାଣପଡ଼ାରେ । ତେବେ କେଉଁ ପରିସ୍ଥିତିରେ ମା’-ଝିଅଙ୍କ ମୃତ୍ୟୁ ହୋଇଛି ସେ ନେଇ ରାଜନଗର ପୋଲିସ ତଦନ୍ତ […]

Continue Reading

ଆଜି ୭ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦେଶରେ ବଢ଼ି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ କିଛି ଦିନ ହେବ ପ୍ରତିଦିନ ୯୦ ହଜାରୁର ଏକ ଲକ୍ଷ ପର୍ଯ୍ୟନ୍ତ ନୂଆ ମାମଲା ଆସଛି । ଏହାରି ଭିତରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୁଣି ଥରେ ରାଜ୍ୟ ସରକାରଙ୍କ ସହ ଆଲୋଚନା କରିବେ । ଆଜି ମୋଦୀ ମହାମାରୀ କରୋନା ଦ୍ୱାରା ଅଧିକ ପ୍ରଭାବିତ ହୋଇଥିବା ୭ଟି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ଜରିଆରେ କଥା ହେବେ। ଏହି ୭ […]

Continue Reading