ମନ୍ଦିର ଖୋଲିବା ଦାବିରେ ଶ୍ରୀମନ୍ଦିର ସାମ୍ନାରେ ଧାରଣା, ଆସନ୍ତାକାଲି ଘଣ୍ଟ ବାଡେଇ ପ୍ରତିବାଦ
ପୁରୀ: ମନ୍ଦିର ଓ ଧର୍ମାନୁଷ୍ଠାନ ଖୋଲିବା ଦାବିରେ ପୁଣି ଉଠିଲା ସ୍ୱର । ପୁରୀ ଶ୍ରୀମନ୍ଦିର ସାମ୍ନାରେ ଧାରଣାରେ ବସିଲେ ସେବାୟ । ଖୁବ୍ଶିଘ୍ର ଶ୍ରୀମନ୍ଦିର ଖୋଲାଯାଉ ବୋଲି ଦାବି କରି ଦାମୋଦର ମହାସୁଆର ସହଯୋଗୀଙ୍କ ସହ ମିଶି ମନ୍ଦିର ସାମ୍ନାରେ ଧାରଣାରେ ବସିଛନ୍ତି ।ସେପଟେ କାଲିଠୁ ମନ୍ଦିର ଖୋଲିବା ଦାବିରେ ଘଂଟ ବାଡେଇ ପ୍ରତିବାଦ କରିବ ଓଡ଼ିଶା ମନ୍ଦିର ସେବାୟତ ସଂଘ । ବାରମ୍ବାର ସରକାରଙ୍କୁ ନିବେଦନ ଓ ଉଚ୍ଚ ନ୍ୟାୟାଳୟର ଦ୍ବାରସ୍ଥ ହେବା ପରେ […]
Continue Reading
