ଏହି ସମୟରେ ଗଡିବ ଭୁବନେଶ୍ୱର-ଭଦ୍ରକ ମେମୁ ଟ୍ରେନ୍

ଭୁବନେଶ୍ୱର: ପୂର୍ବ ତଟ ରେଳବାଇ ପକ୍ଷରୁ ଭୁବନେଶ୍ୱରରୁ ଭଦ୍ରକ ମଧ୍ୟରେ ମେମୁ ଟ୍ରେନ ସେବା ଆରମ୍ଭ କରିବାକୁ ବୁଧବାର ଦିନ ଘୋଷଣା କରାଯାଇଛି। ଭୁବନେଶ୍ୱର-ଭଦ୍ରକ ମେମୁ ଏପ୍ରିଲ ୭ ତାରିଖ ଅପରାହ୍ନ ୫ଟା ୫୫ରୁ ଭୁବନେଶ୍ୱର ଷ୍ଟେସନ ଛାଡିବା ସହ ରାତି ୯ଟା ୧୫ରେ ଭଦ୍ରକରେ ପହଞ୍ଚିବ। ସେହିପରି ଏହା ଏପ୍ରିଲ ୮ ସକାଳ ୬.୧୫ରେ ଭଦ୍ରକ ଛାଡିବା ସହ ଦିନ ୯.୫୦ରେ ଭୁବନେଶ୍ୱରରେ ପହଞ୍ଚିବ। ଏହି ଟ୍ରେନ ବାଣୀବିହାର, ମଞ୍ଚେଶ୍ୱର, ପଟିଆ, ଭୁବନେଶ୍ୱର ନୂଆ, ବାରଙ୍ଗ, […]

Continue Reading

ନୂଆ ରୂପ ପାଇବ କଳିଙ୍ଗ ଷ୍ଟୁଡିଓ: ପୁନଃନିର୍ମାଣ କାର୍ଯ୍ୟର ଆଜି ଭିତ୍ତିପ୍ରସ୍ତର ପକାଇବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କଳିଙ୍ଗ ଷ୍ଟୁଡିଓକୁ ବିଶ୍ୱସ୍ତରୀୟ କରିବା ପାଇଁ ଆରମ୍ଭ ହୋଇଛି ପ୍ରୟାସ । ନୂଆ ରୂପ ପାଇବ କଳିଙ୍ଗ ଷ୍ଟୁଡିଓ । ଏଥିପାଇଁ ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମ ତଥା ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପ୍ରକଳ୍ପ ହାତକୁ ନିଆଯାଉଛି । ଏହାକୁ ଏକ ପ୍ରମୁଖ କେନ୍ଦ୍ର ଭାବେ ଗଢି ତୋଳିବା ପାଇଁ ଆଜି ଅପରାହ୍ମ ସାଢ଼େ ୫ଟାରେ ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ୍ ଯୋଗୁ ଶିଳାନ୍ୟାସ କାର୍ଯ୍ୟକ୍ରମରେ ସୀମିତ […]

Continue Reading

ସୋସିଆ ମିଡିଆରେ ଭାଇରାଲ ହେଉଛି ତରଳ ଲାଭା ଉପରେ ଖାଦ୍ୟ ପ୍ରସ୍ତୁତିର ବିରଳ ଦୃଶ୍ୟ

ଆଇସଲ୍ୟାଣ୍ଡ: ଆଇସଲ୍ୟାଣ୍ଡର ରାଜଧାନୀ ରେକଜାଭିକ୍ ଠାରୁ ପ୍ରାୟ ୪୦ କିଲୋମିଟର ଦୂରରେ ଅବସ୍ଥିତ ଭୋଲକାନୋ ବିସ୍ଫୋରଣ ହୋଇଛି। ଶହ ଶହ ବର୍ଷ ପରେ ପ୍ରଥମ ଥର ପାଇଁ ଏହି ବିସ୍ଫୋରଣ ଘଟିଛି ଯାହା ଲୋକଙ୍କୁ ଆକର୍ଷିତ କରିଛି। ଏହି ଅଞ୍ଚଳର ଆଗ୍ନେୟ ଉଦ୍‌ଗୀରଣକୁ ଅଧ୍ୟୟନ କରୁଥିବା ବୈଜ୍ଞାନିକମାନେ ଏହା ଉପରେ ବିଭିନ୍ନ ପରୀକ୍ଷା କରିଛନ୍ତି। ପର୍ବତରୁ ପ୍ରବାହିତ ଲାଭାରେ ବୈଜ୍ଞାନିକମାନେ ହଟ୍‌ ଡଗ୍‌ସ ଏବଂ ଅଣ୍ଡା ଓମ୍‌ଲେଟ୍‌ ପ୍ରସ୍ତୁତ କରୁଥିବାର ଏକ ବିରଳ ଦୃଶ୍ୟ ଏବେ ସୋସିଆଲ୍‌ […]

Continue Reading

ଆଜିଠୁ ରାଜଧାନୀର ସବୁ ହଷ୍ଟେଲରେ କୋଭିଡ୍ ଟେଷ୍ଟିଂ

ଭୁବନେଶ୍ୱର: ରାଜଧାନୀର ବିଭିନ୍ନ ଶିକ୍ଷାନୁଷ୍ଠାନରେ କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ଆଜିଠାରୁ ଭୁବନେଶ୍ୱରର ସବୁ ହଷ୍ଟେଲରେ ଛାତ୍ରଛାତ୍ରୀଙ୍କର ହେଉଛି କୋଭିଡ୍ ଟେଷ୍ଟ ।  ଜୋନ୍ ସ୍ତରରେ ବିଭିନ୍ନ ହଷ୍ଟେଲରେ କୋଭିଡ୍‌ ପରୀକ୍ଷା ହେବ। ଏଥିପାଇଁ ସବୁ ଜୋନ୍‌ରେ ସ୍କ୍ବାଡ୍‌ ଗଠନ ହୋଇଛି । ହଷ୍ଟେଲରେ ସମସ୍ତ ପ୍ରକାରର ପ୍ରତିଷେଧକ ବ୍ୟବସ୍ଥା ନେବାକୁ ପରାମର୍ଶ ଦେଇଛି ବିଏମସି । ଗତ କିଛି ଦିନ ହେବ ଭୁବନେଶ୍ୱରରେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ମୁକାବିଲା […]

Continue Reading

ଭୁବନେଶ୍ୱର କେନ୍ଦ୍ରୀୟ ବିଦ୍ୟାଳୟ-୧ରେ ଜଣେ ଛାତ୍ର କରୋନା ପଜିଟିଭ୍

ଭୁବନେଶ୍ୱର: ଶିକ୍ଷାନୁଷ୍ଠାନରେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଭୁବନେଶ୍ୱର XIMB ପରେ କେନ୍ଦ୍ରୀୟ ବିଦ୍ୟାଳୟ-୧ରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂପୃକ୍ତ ଛାତ୍ରଙ୍କ କୋଭିଡ୍ ରିପୋର୍ଟ ପଜିଟିଭ୍ ଆସିଛି । ସେ ଗତ ଶନିବାର ଦିନ ପରୀକ୍ଷା ଦେବାକୁ ଆସିଥିଲେ ।  ବର୍ତ୍ତମାନ କେନ୍ଦ୍ରୀୟ ବିଦ୍ୟାଳୟର ସବୁ ଛାତ୍ରଛାତ୍ରୀଙ୍କ ହେବ କୋଭିଡ୍ ଟେଷ୍ଟ । ବିଏମସି ପକ୍ଷରୁ କ୍ୟାମ୍ପ କରାଯାଇ କୋଭିଡ୍ ଟେଷ୍ଟ କରାଯିବ । କଣ୍ଟାକ୍ଟ ଟ୍ରେସିଂ ବି କରାଯିବ ।

Continue Reading

ନବରଙ୍ଗପୁରରେ ଆଜିଠୁ ନାଇଟ୍ କର୍ଫ୍ୟୁ

ଭୁବନେଶ୍ୱର: କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ଯୋଗୁଁ ମାଲକାନଗିରି ଜିଲ୍ଲା ପରେ ନବରଙ୍ଗପୁର ପ୍ରଶାସନ ମଧ୍ୟ ନାଇଟ୍ କର୍ଫ୍ୟୁ ଲାଗୁ କରିବାକୁ ନିଷ୍ପତ୍ତି ନେଇଛି। ଏନେଇ ଜିଲ୍ଲାପାଳ ଅଜିତ କୁମାର କହିଛନ୍ତି ଯେ ଗୁରୁବାର ରାତି ୮ ଟାରୁ ୬ଟା ମଧ୍ୟରେ ଲୋକଙ୍କ ଚଳପ୍ରଚଳ ଉପରେ କଡା କଟକଣା ଲଗାଯାଇଛି।

Continue Reading

ଅଗ୍ନିକାଣ୍ଡରେ ଜଳିଗଲା ୭ ବସ୍

ଦାମୋହ: ମଧ୍ୟପ୍ରଦେଶର ଦାମୋହର ଏକ ବସ୍ ଷ୍ଟାଣ୍ଡରେ ଗୁରୁବାର ସକାଳେ ଅଗ୍ନିକାଣ୍ଡ ଘଟି ୭ଟି ବସ୍ ଜଳି ଯାଇଛି। ମୁଖ୍ୟ ପୋଲିସ ଅଧୀକ୍ଷକ (ସିଏସପି) ଅଭିଷେକ ତିୱାରୀଙ୍କ କହିବାନୁସାରେ, ଏହି ଘଟଣାରେ ଏଯାବତ୍ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ। “ଅଗ୍ନିକାଣ୍ଡ ସମ୍ପର୍କରେ ସୂଚନା ପାଇବା ମାତ୍ରେ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚିଥିଲେ। ଅଗ୍ନିଶମ ବାହିନୀ ସହାୟତାରେ ନିଆଁକୁ ଆୟତ୍ତ କରାଯାଇଥିଲା ବେଳେ ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ଜଣାପଡି ନାହିଁ। ତେବେ ଏନେଇ ତଦନ୍ତ କରାଯିବ” ବୋଲି ତିୱାରୀ କହିଛନ୍ତି।

Continue Reading

ରେଭେନ୍ସା କ୍ୟାମ୍ପସରୁ କରୋନା ପଜିଟିଭ୍ ଚିହ୍ନଟ ପରେ ପରୀକ୍ଷା ସ୍ଥଗିତ

କଟକ: ରେଭେନ୍ସା ବିଶ୍ୱବିଦ୍ୟାଳୟ କ୍ୟାମ୍ପସରୁ କରୋନା ସଂକ୍ରମିତ ଚିହ୍ନଟ । ଦୁଇ ଦଇ କରୋନା ପଜିଟିଭ୍ ବାହାରିଛନ୍ତି । ଏହାପରେ ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ୟୁଜି ଓ ପିଜି ରେଗୁଲାର୍, ବ୍ୟାକ ପରୀକ୍ଷାକୁ ଅନିର୍ଦ୍ଦିଷ୍ଟ କାଳ ଯାଏ ସ୍ଥଗିତ ରଖାଯାଇଛି । ଏନେଇ ରେଭେନ୍ସା ବିଶ୍ୱବିଦ୍ୟାଳୟ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି । କୋଭିଡ୍ ସ୍ଥିତିରେ ସୁଧାର ପରେ ପରୀକ୍ଷା ହେବ ବୋଲି ପରୀକ୍ଷା ନିୟନ୍ତ୍ରକ ତ୍ରିଲୋଚନ ମିଶ୍ର କହିଛନ୍ତି । କେବେ ହେବ ପରୀକ୍ଷା ନିଷ୍ପତ୍ତି ପାଇଁ […]

Continue Reading

ଦୃଷ୍ଟିଶକ୍ତି ବଢିବାର ଉପାୟ

ଆଜିକାଲି ଛୋଟ ପିଲାମାନଙ୍କ ଆଖିରେ ବିଭିନ୍ନ ସମସ୍ୟା ଦେଖାଦେବା ଏକ ସାଧାରଣ କଥା ହୋଇଗଲାଣି। ଏହି ସମସ୍ୟାକୁ ଏଡ଼ାଇବା ପାଇଁ ଛୋଟବେଳୁ ପିଲାମାନଙ୍କୁ ଚଷମା ବ୍ୟବହାର କରିବାକୁ ପଡ଼ୁଛି। କେତେକ କ୍ଷେତ୍ରରେ ଦେଖାଯାଉଛି, ପିଲାମାନେ ବଡ଼ ହେବା ପରେ ମଧ୍ୟ ଏହି ସମସ୍ୟାରୁ ମୁକୁଳିପାରୁ ନାହାନ୍ତି । ଫଳରେ ସାରା ଜୀବନ ସେମାନଙ୍କୁ ଚଷମା ବ୍ୟବହାର କରିବାକୁ ପଡ଼ୁଛି। ଏହି ସମସ୍ୟା ସାଧାରଣତଃ ଭିଟାମିନ୍‌ ସି’ ଓ ଇ’ ଅଭାବରୁ ଦେଖାଦେଇଥାଏ। ପିଲାମାନଙ୍କର ଖାଦ୍ୟପେୟ ଉପରେ ଗୁରୁତ୍ୱ […]

Continue Reading

କଟକରୁ ନିଖୋଜ ଥିଲେ ଯୁବକ, ଭୁବନେଶ୍ୱରରୁ ମିଳିଲା ମୃତଦେହ

ଭୁବନେଶ୍ୱର: କଟକରୁ ନିଖୋଜ ଥିଲେ ଯୁବକ । ଭୁବନେଶ୍ୱରରୁ ମିଳିଲା ମୃତଦେହ । କଟକରୁ ନିଖୋଜ ଯୁବକଙ୍କ ମରଶରୀର ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଶୈଳଶ୍ରୀବିହାର ଅଞ୍ଚଳରୁ ଉଦ୍ଧାର ହୋଇଛି । ମୃତକଙ୍କ ନାଁ ଅଭିଷେକ ନାୟକ । ଦୁଇ ଦିନ ତଳେ ସେ କଟକରୁ ନିଖୋଜ ଥିଲେ । ହୋଟେଲ କର୍ମଚାରୀ ତାଙ୍କ ରୁମର କବାଟ ବାଡେଇବା ପରେ ସେ ଖୋଲି ନଥିଲେ । ଏନେଇ ପୋଲିସକୁ ଖବର ଦେଇଥିଲେ ହୋଟେଲ୍ କର୍ମଚାରୀ । ପୋଲିସ ପହଞ୍ଚି […]

Continue Reading