କରୋନା ମୁକାବିଲା; ଆଜି ସ୍ଥିତି ସମୀକ୍ଷା ନେଇ ଜରୁରୀ ବୈଠକ କରିବେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଦେଶର ଏକ କରୋନା ମହାମାରୀ ସ୍ଥିତିର ସମୀକ୍ଷା ପାଇଁ ଏକ ପ୍ରମୁଖ ବୈଠକରେ ଅଧ୍ୟକ୍ଷତା କରିବେ। ଆଜି ଦେଶରେ ଦୈନିକ ସଂକ୍ରମଣ ମାମଲା ୩ ଲକ୍ଷ ମୁହାଁ ହେଉଥିବା ବେଳେ ଏହାକୁ ନେଇ ସରକାରଙ୍କ ଚିନ୍ତା ବଢିଛି। ସୋମବାର ସକାଳ ସୁଦ୍ଧା, ସାରା ଦେଶରେ ୨,୭୩,୮୧୦ ଲୋକ ଗୋଟିଏ ଦିନରେ ସଂକ୍ରମଣ ହୋଇଛନ୍ତି।ଦେଶବ୍ୟାପୀ ସଂକ୍ରମଣ ସଂଖ୍ୟା ୧୫,୦୬୧,୯୧୯ ରେ ପହଞ୍ଚିଛି। ଦୈନିକ ମୃତ୍ୟୁସଂଖ୍ୟା ୧,୬୧୯ ବୃଦ୍ଧି ପାଇ ବର୍ତ୍ତମାନ ୧,୭୮,୭୬୯ରେ […]

Continue Reading

ଦିଲ୍ଲୀକୁ ଫେରିଲା ଲକଡାଉନ୍: ଆଜି ରାତି ୧୦ଟାରୁ ସପ୍ତାହେ ଲକଡାଉନ୍

ନୂଆଦିଲ୍ଲୀ: ଦେଶର ରାଜଧାନୀରେ କରୋନା କାୟା ମେଲାଉଛି । ଆଜି ଦ୍ୱିତୀୟ ଦିନରେ ଚିହ୍ନଟ ହୋଇଛନ୍ତି ୨୫ ହଜାରରୁ ଅଧିକ ସଂକ୍ରମିତ । ଏହାପରେ କଟକଣାକୁ କଡ଼ାକଡ଼ି କରିଛନ୍ତି ଦିଲ୍ଲୀ ସରକାର । ଆଜି ରାତିରୁ ସପ୍ତାହେ ଦିଲ୍ଲୀ ଲକଡାଉନ ରହିବ । ଆଜି ରାତି ୧୦ଟାରୁ ଆସନ୍ତା ସୋମବାର ସକାଳ ୫ଟା ଯାଏ ଲକଡାଉନ୍ କଟକଣା ବଳବତ୍ତର ରହିବ । ଦିଲ୍ଲୀ ଉପରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ କୋଭିଡ୍ ସ୍ଥିତି ସମୀକ୍ଷା କରିବା ପରେ ଏହି […]

Continue Reading

ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କୁ କରୋନା

ଭୁବନେଶ୍ୱର: ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ କରୋନା ସଂକ୍ରମିତ । ବହୁବାର ଟେଷ୍ଟ ପରେ ତାଙ୍କ ରିପୋର୍ଟ ପଜିଟିଭ୍ ଆସିଛି । ଏନେଇ ଟ୍ୱିଟ୍ କରି ନିଜେ ପ୍ରଦୀପ୍ତ ନାଏକ ସୂଚନା ଦେଇଛନ୍ତି । ଗତ ପାଞ୍ଚ ଦିନ ଭିତରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି କୋଭିଡ୍ ଟେଷ୍ଟ କରିବା ପାଇଁ ସେମାନଙ୍କୁ ଅପିଲ କରିଛନ୍ତି । ସେମାନଙ୍କୁ ଆଇସୋଲେସନରେ ରହିବା ସହ ପ୍ରତିଷେଧକମୂଳକ ପଦକ୍ଷେପ ଗ୍ରହଣ କରିବାକୁ କହିଛନ୍ତି ପ୍ରଦୀପ୍ତ ନାଏକ ।

Continue Reading

୭ ପୋଲିସ କର୍ମଚାରୀ କରୋନା ପଜିଟିଭ; ବନ୍ଦ ହେଲା ପୋଲିସ ଷ୍ଟେସନ

ନୂଆଦିଲ୍ଲୀ: ରବିବାର ଦିନ ୟୁପିର ସମ୍ଭଲ ଜିଲ୍ଲାର ଏକ ପୋଲିସ ଷ୍ଟେସନରେ ୭ ଜଣ ପୋଲିସ କର୍ମଚାରୀ କରୋନା ପଜିଟିଭ ଆସିବା ପରେ ପୋଲିସ ଷ୍ଟେସନକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି। ସଂକ୍ରମିତ ପୋଲିସ ଅଧିକାରୀ ଏବଂ ଅନ୍ୟ କର୍ମଚାରୀଙ୍କୁ ସଙ୍ଗରୋଧରେ ରଖାଯାଇଛି ଏବଂ ସାନିଟାଇଜେସନ୍ ପାଇଁ ଆଗାମୀ ୪୮ ଘଣ୍ଟା ପାଇଁ ହାୟାତନଗର ପୋଲିସ ଷ୍ଟେସନକୁ ସିଲ୍ କରାଯାଇଛି। ସମ୍ଭଲ ଏସପି କହିଛନ୍ତି ଯେ, “ଲକ୍ଡାଉନ୍ ଅବଧି ମଧ୍ୟରେ, ସାରାଇ ତାରିନ ଆଉଟପୋଷ୍ଟରୁ ପୋଲିସ ଷ୍ଟେସନ କାର୍ଯ୍ୟ […]

Continue Reading

ରାହୁଲଙ୍କ ପରେ ମମତା: କୋଲକାତାରେ ଆଉ ପ୍ରଚାର କରିବେ ନାହିଁ ଦିଦି

କୋଲକାତା: ପଶ୍ଚିମବଙ୍ଗରେ ଏବେ ନିର୍ବାଚନୀ ତାତି । ଏପଟେ କରୋନା କାୟା ବି ବଢୁଛି । ଏଭଳି ସ୍ଥିତିରେ କୋଲକାତାରେ ଆଉ ପ୍ରଚାର ଅଭିଯାନ କରିବେ ନାହିଁ ତୃଣମୂଳ କଂଗ୍ରେସ ସୁପ୍ରିମୋ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଏନେଇ ଟିଏମସି ନେତା ଡେରେକ୍ ଓ’ବ୍ରାଏନ୍ ସୂଚନା ଦେଇଛନ୍ତି । କରୋନା ସଂକ୍ରମଣ ବଢୁଥିବା ବେଳେ ଏଭଳି ନିଷ୍ପତ୍ତି ନେଇଛି ଟିଏମସି । ଆସନ୍ତା ୨୬ ତାରିଖରେ ପ୍ରଚାରର ଶେଷ ଦିନରେ ମମତା କୋଲକାତାରେ କେବଳ […]

Continue Reading

କାହିଁକି ନିଜ ୱେିଡିଙ୍ଗ୍‌ ଗାଉନ୍‌ ପିନ୍ଧି କରୋନା ଟିକା ନେଲେ ମହିଳା

ନୂଆଦିଲ୍ଲୀ: ଆମେରିକାର ବାଲ୍ଟିମୋରର ଜଣେ ମହିଳା କୋଭିଡ ଟିକା ନେବା ସମୟରେ ତାଙ୍କ ବିବାହ ଗାଉନ ପିନ୍ଧିଥିବା ଦେଖିବାକୁ ମିଳିଥିଲା। ଯାହାକୁ ନେଇ ଏବେ ସୋସିଆଲ୍‌ ମିଡିଆରେ ଚର୍ଚ୍ଚା ଲାଗିରହିଛି। ଏହି ପୋଷ୍ଟ ୟୁନିଭର୍‌ସିଟି ଅଫ୍‌ ମ୍ୟାରିଲାଣ୍ଡ ମେଡିକାଲ୍‌ ସିଷ୍ଟମ ଟୁଇଟ୍‌ କରିଛି। ସୂଚନା ଅନୁଯାୟୀ ଉକ୍ତ ମହିଳା ସାରା ଷ୍ଟଡଲିଙ୍କର କାଲିଫର୍ନିଆର ସାନ ଡିଏଗୋର ବାଲବୋଆ ପାର୍କରେ ବିବାହ ହେବାର ଥିଲା। କିନ୍ତୁ କରୋନା ମହାମାରୀ ଯୋଗୁ ତାଙ୍କ ବିବାହ ବାତିଲ୍‌ ହୋଇଯାଇଥିଲା। ଯାହା ତାଙ୍କ […]

Continue Reading

ଆଜିଠୁ ରାଜ୍ୟ ବାହାରକୁ ଗଡ଼ିବନି ବସ୍, ଶିକ୍ଷାନୁଷ୍ଠାନ ଓ ହଷ୍ଟେଲ ବନ୍ଦ

ଭୁବନେଶ୍ୱର: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟରେ କଟକଣା କଡ଼ାକଡ଼ି ହେଲାଣି । ଆଜିଠୁ ବନ୍ଦ ରହିବ ଆନ୍ତଃରାଜ୍ୟ ବସ୍ ସେବା । ଓଡ଼ିଶାରୁ ବାହାର ରାଜ୍ୟକୁ କୌଣସି ବସ୍ ଯିବ ନାହିଁ କି ସେଠାରୁ ବସ୍ ଓଡ଼ିଶା ଆସିବ ନାହିଁ । କିନ୍ତୁ ରାଜ୍ୟ ଭିତରେ ବସ୍ ଚଳାଚଳରେ କୌଣସି କଟକଣା ନାହିଁ । ବସରେ ଯେତିକି ସିଟ୍ ସେତିକି ଯାତ୍ରୀ ନେବେ । କେହି ଠିଆ ହୋଇ ଯିବେ ନାହିଁ ବୋଲି ଗାଇଡଲାଇନ୍ ଜାରି […]

Continue Reading

ଶ୍ରୀମନ୍ଦିରରେ ଆଜିଠୁ ନୂଆ SOPରେ ମହାପ୍ରଭୁଙ୍କ ଦର୍ଶନ

ପୁରୀ: ଆଜିଠାରୁ ଶ୍ରୀମନ୍ଦିର ପ୍ରବେଶ ପାଇଁ ନୂଆ ନିୟମ । ଜଗା ଦର୍ଶନ ପାଇଁ କଡାକଡି ପାଳନ କରାଯାଉଛି ଗାଇଡଲାଇନ୍ । କରୋନା ମହାମାରୀକୁ ଦୃଷ୍ଟିରେ ରଖି ସର୍ବସାଧାରଣ ଦର୍ଶନ ନେଇ ନୂଆ ଏସଓପି ଜାରି କରିଥିଲା ପ୍ରଶାସନ । ଆଜିଠୁ ରାଜ୍ୟ ବାହାର ଭକ୍ତଙ୍କ ପାଇଁ RT-PCR ନେଗେଟିଭ୍ ରିପୋର୍ଟ କିମ୍ବା ଟିକାର ଦୁଇଟି ଡୋଜ ନେଇଥିବା ପ୍ରମାଣପତ୍ର ବାଧ୍ୟକାମୂଳକ କରାଯାଇଛି । ଚାରି ଦିନ ମଧ୍ୟରେ କୋଭିଡ୍ ନେଗେଟିଭ ପ୍ରମାଣପତ୍ର ଥିବା ଆବଶ୍ୟକ । କରୋନା […]

Continue Reading

କୁମ୍ଭମେଳା ଫେରନ୍ତାଙ୍କ ଉପରେ ସରକାରଙ୍କ କଡ଼ା ନଜର: ନବ ଦାସ

ଭୁବନେଶ୍ୱର: କୁମ୍ଭମେଳା ଫେରନ୍ତାଙ୍କଠାରୁ ବଢ଼ିପାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । କୁମ୍ଭମେଳା ଫେରନ୍ତଙ୍କ ଉପରେ ଏବେ ସରକାର ସ୍ୱତନ୍ତ୍ର ନଜର ରଖିଛନ୍ତି । ଉତ୍ତରାଖଣ୍ଡରେ ନାମ ପଞ୍ଜିକରଣ କରି ଯେଉଁମାନେ କୁମ୍ଭମେଳାକୁ ଯାଇଥିଲେ ସେମାନଙ୍କର ତାଲିକା ପ୍ରସ୍ତୁତ କରାଯାଉଛି । ସେମାନଙ୍କୁ ଟ୍ରାକିଂ କରିବା ପାଇଁ ଜିଲ୍ଲାପାଳ ଓ ମ୍ୟୁନିସିପାଲଟି କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏହି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ । କୁମ୍ଭମେଳା ଫେରନ୍ତାଙ୍କ ଜଞ-ଚଉଜ ଟେଷ୍ଟକୁ ବାଧ୍ୟତାମୂଳକ କରାଯାଇଛି । ଓଡ଼ିଶା […]

Continue Reading

ବିଶେଷଜ୍ଞଙ୍କ ପରାମର୍ଶ; ସଂକ୍ରମଣରୁ ବର୍ତ୍ତିବା ପାଇଁ ଏନ୍‌ ୯୫ ମାସ୍କ ବ୍ୟବହାର କରିବା ଉଚିତ

ନୂଆଦିଲ୍ଲୀ: ବାୟୁରେ ବ୍ୟାପୁଛି କରୋନା। ଲାନସେଟ୍ ରିପୋର୍ଟରେ ଏହାକୁ ନେଇ ଦୃଢ ଦାବି କରାଯାଇଛି। ଏଥିପାଇଁ  N95 କିମ୍ବା KN95 ମାସ୍କ ବ୍ୟବହାର କରିବା ଉଚିତ୍ ବୋଲି ଡା ଫହିମ୍ ୟୁନୁସ୍ କହିଛନ୍ତି। ସେ କହିଛନ୍ତି କୋଭିଡ୍-୧୯ ଏକ ବାୟୁବାହୀ ରୋଗ। ଏଥିରୁ ବର୍ତ୍ତିବା ପାଇଁ ଆମକୁ କପଡା ମାସ୍କ ବଦଳରେ ଦୁଇଟି N95 କିମ୍ବା KN95 ମାସ୍କ ବ୍ୟବହାର କରିବାକୁ ପଡ଼ିବ ବୋଲି କହିଛନ୍ତି ସଂକ୍ରମଣ ରୋଗର ବିଶେଷଜ୍ଞ ଡା ଫହିମ ୟୁନୁସ୍‌। “ପ୍ରତି ୨୪ […]

Continue Reading