ତାମିଲ ଚଳଚ୍ଚିତ୍ର ‘ଆନିୟାନ’ର ହିନ୍ଦୀ ରିମେକରେ ଅଭିନୟ କରିବେ ରଣବୀର ସିଂ

ମୁମ୍ବାଇ: ରଣବୀର ସିଂ ତାମିଲ ଚଳଚ୍ଚିତ୍ର ଆନିୟାନର ହିନ୍ଦୀ ରିମେକରେ ଅଭିନୟ କରିବେ। ରଣବୀର ସିଂ ନିର୍ଦ୍ଦେଶକ ଶଙ୍କର ଶାନମୁଗମ୍ ଏବଂ ନିର୍ମାତା ଡ. ଜୟନ୍ତୀଲାଲ ଗଡଙ୍କ ସହ ଏକ ଫଟୋ ସେୟାର କରିଛନ୍ତି। ଶଙ୍କର ମୂଳ ଚଳଚ୍ଚିତ୍ର ଲେଖିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ। ଏହି ଫିଲ୍ମର ସୁଟିଂ ୨୦୨୨ରେ ଆରମ୍ଭ ହେବ। ଏହାକୁ ଏକ ଗର୍ବର ମୁହୂର୍ତ୍ତ ବୋଲି କହି ରଣବୀର ଲେଖିଛନ୍ତି ଯେ ଭାରତୀୟ ସିନେମାର ଦୂରଦୃଷ୍ଟି ସମ୍ପନ୍ନ ବ୍ୟକ୍ତିଙ୍କ ସହ ମୋର ସହଯୋଗ […]

Continue Reading

ଅନୁଭୂତିରେ ପଣା ସଂକ୍ରାନ୍ତି : ପବିତ୍ର ମୋହନ ଦାଶ

ପବିତ୍ର ମୋହନ ଦାଶ ଗାଁ ଓ ସହର ଉଭୟ ଜାଗାରେ ପଣା ସଂକ୍ରାନ୍ତି ଅନୁଭବିଛି । ବିଷୁବ ସଂକ୍ରାନ୍ତି, ମହାବୀର ଜୟନ୍ତୀ ଏ ସବୁ ଧାର୍ମିକ ଦିଗ ଅପେକ୍ଷା ମୋତେ ବେଶୀ ଆକୃଷ୍ଟ କରିଛି ବିଭିନ୍ନ ପ୍ରକାରର ପଣାର କଳ୍ପନା ଓ ପ୍ରସ୍ତୁତି ପ୍ରଣାଳୀ । ଗାଁରେ ତୁଳସୀ ଚଉରା ଉପରେ ବନ୍ଧା ହୋଇଥିବା ନଡ଼ିଆ ବାହୁଙ୍ଗାରୁ ଝୁଲୁଥାଏ ଛୋଟ ଛିଦ୍ରଯୁକ୍ତ ମାଟି ଘଡି । ପଣା ଭୋଗ ହେବା ପରେ ଢାଳି ଦିଆଯାଏ ସେ ଘଡିରେ […]

Continue Reading

ଓଏସଏସ ପକ୍ଷରୁ ଜିତେନ୍ଦ୍ର ହରିପାଲଙ୍କୁ ଲାଇଫଟାଇମ ଆଚିଭମେଣ୍ଟ ଆୱାଡ଼ ପ୍ରଦାନ

ସିଙ୍ଗାପୁର : ଓଡ଼ିଆ ସୋସାଇଟି ଅଫ ସିଙ୍ଗାପୁର (ଓଏସଏସ) ପକ୍ଷରୁ ଆନ୍ଦନ ଓ ଉତ୍ସାହର ସହ ଅନଲାଇନ ମାଧ୍ୟମରେ ଉତ୍କଳ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଆଇସିସିଆର ମହା ନିର୍ଦ୍ଦେଶକ ଦିନେଶ କେ. ପଟ୍ଟନାୟକ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ।ସେ ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଶାନ୍ତିପ୍ରେମୀ ମାନସିକତା ଉପରେ ଆଲୋକପାତ କରିଥିଲେ। ଆଉ ଏକ କାର୍ଯ୍ୟକ୍ରମରେ ଆଲୋକ ପଣ୍ଡାଙ୍କ ସହ ଏକ ସାକ୍ଷାତକାର ମାଧ୍ୟମରେ ସମ୍ମାନିତ ଅତିଥି ଭାବରେ ପଦ୍ମଶ୍ରୀ ଜିତେନ୍ଦ୍ର […]

Continue Reading

ପ୍ରଥମ ଡୋଜ୍ ଟିକା ନେବା ପରେ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ କରୋନା

ଲକ୍ଷ୍ନୌ: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କୋଭିଡ୍ ସଂକ୍ରମିତ ହୋଇଛନ୍ତି । ଏନେଇ ସେ ଟ୍ୱିଟରରେ ସୂଚନା ଦେଇଛନ୍ତି । ପ୍ରାଥମିକ ଲକ୍ଷଣ ଦେଖା ଦେବା ପରେ ସେ କୋଭିଡ୍ ପରୀକ୍ଷା କରାଇଥିଲେ । ତାଙ୍କ ରିପୋର୍ଟ କୋଭିଡ୍ ପଜିଟିଭ୍ ଆସିଛି । କରୋନା ସଂକ୍ରମିତ ହେବା ପରେ ସେ ଏବେ ଆଇସୋଲେସନରେ ଅଛନ୍ତି । ଡାକ୍ତରଙ୍କ ପରାମର୍ଶରେ ଟିକିତ୍ସିତ ହେଉଥିବା ବେଳେ ଭର୍ଚୁଆଲ୍ ମାଧ୍ୟମରେ ସବୁ କାର୍ଯ୍ୟ କରୁଥିବା କହିଛନ୍ତି । ଏଥିସହ ରାଜ୍ୟରେ ସବୁକିଛି […]

Continue Reading

ହାଇଦର ଫେରାର୍ ପଛରେ ଷଡ଼ଯନ୍ତ୍ରର ଗନ୍ଧ ବାରିଲେ ବିଜେପି ନେତା ପ୍ରକାଶ ମିଶ୍ର

ଭୁବନେଶ୍ୱର: ଗ୍ୟାଙ୍ଗଷ୍ଟର ହାଇଦର ଫେରାର୍ ଘଟଣାକୁ ୫ ଦିନ ବିତିଲାଣି । ପୋଲିସ ଖୋଜୁଛି ପାଉନି । କୁହାଯାଉଛି କେନ୍ଦ୍ରାପଡ଼ାର ଜମ୍ବୁ ଦେଇ ବାଲାଂଦେଶ ପଳାଇଛି ହାଇଦର । ଅନ୍ୟପଟେ ହାଇଦର ନିଖୋଜକୁ ନେଇ ପୋଲିସ ଉପରେ ପ୍ରଶ୍ନ ଉଠିବାରେ ଲାଗିଛି । ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପ୍ରେସମିଟ୍ କରି ବିଜେପି ନେତା ତଥା ପୂର୍ବତନ ପୋଲିସ ଡିଜି ପ୍ରକାଶ ମିଶ୍ର ଅନେକ ପ୍ରଶ୍ନ କରିଛନ୍ତି । ହାଇଦରକୁ ଫେରାର୍ ପଛରେ ଷଡ଼ଯନ୍ତ୍ର କରାଯାଇଥିବା କହିଛନ୍ତି ପ୍ରକାଶ […]

Continue Reading

ମାଲକାନଗିରିରୁ ଛତିଶଗଡକୁ ଯାତାୟାତ ଠପ୍, ସମସ୍ତ ରାସ୍ତା ସିଲ୍ କଲା ଜିଲ୍ଲା ପ୍ରଶାସନ, ଏପ୍ରିଲ ୩୦ଯାଏଁ ବସ୍ ସେବା ବନ୍ଦ

ମାଲକାନଗିରି: ମାଲକାନଗିରିରୁ ଛତିଶଗଡକୁ ଯାତାୟାତ ଠପ୍ ହୋଇଛି । କରୋନା ସଂକ୍ରମଣ ବଢୁଥିବାରୁ ମାଲକାନଗିରିଠାରୁ ଛତିଶଗଡକୁ ସଂଯୋଗ ହେଉଥିବା ସମସ୍ତ ରାସ୍ତାକୁ ସିଲ୍ କରିଛି ମାଲକାନଗିରି ଜିଲ୍ଲା ପ୍ରଶାସନ । ଏହାସହ ଏପ୍ରିଲ ୩୦ ପର୍ଯ୍ୟନ୍ତ କୌଣସି ବସ୍ ଛତିଶଗଡରୁ ମାଲକାନଗିରି ଯାତାୟାତ କରିପାରିବ ନାହିଁ ବୋଲି ଜିଲ୍ଲା ପ୍ରଶାସନ ନିର୍ଦ୍ଦେଶ ଦେଇଛନ୍ତି । ମାଲକାନଗିରିରୁ ଛତିଶଗଡ ସହ ସୁକୁମା ଓ ଦୋର୍ନାପାଲକୁ ସଂଯୋଗ କରୁଥିବା ସୀମାରେ ସୁରକ୍ଷା ବ୍ୟବସ୍ଥାକୁ ଜୋରଦାର କରାଯାଇଛି । ଛତିଶଗଡରୁ ମାଲକାନଗିରି […]

Continue Reading

ଚଳିତ ଖ୍ରୀଷ୍ଟମାସରେ ମୁକ୍ତିଲାଭ କରିବ ଫିଲ୍ମ ‘ଲାଲ ସିଂ ଚଢା’!

ମୁମ୍ବାଇ: ଚଳିତ ବର୍ଷ ଖ୍ରୀଷ୍ଟମାସରେ ‘ଲାଲ ସିଂ ଚଢା’ ମୁକ୍ତିଲାଭ ପାଇଁ ପ୍ରସ୍ତୁତ ହେଉଥିବା ଆମୀର ଖାନ କହିଛନ୍ତି। ସୋସିଆଲ ମିଡିଆରେ ଆସିଥିବା ଏକ ନୂଆ ଭିଡିଓରେ ଅଭିନେତା ଅମିର ଖାନ ଏବଂ କରୀନା କପୁରଙ୍କ ଅଭିନୀତ ଆଗାମୀ ଫିଲ୍ମ ‘ଲାଲ ସିଂ ଚଢା’ ବିଷୟରେ କଥାବାର୍ତ୍ତା ହେଉଥିବା ଦେଖିବାକୁ ମିଳିଛି। ଖ୍ରୀଷ୍ଟମାସ ୨୦୨୦ ଅବସରରେ ଲାଲ ସିଂ ଚଢା ମୁକ୍ତିଲାଭ କରିବାକୁ ଯୋଜନା ହୋଇଥିବାବେଳେ କରୋନା ମହାମାରୀ ହେତୁ ଏହି ଚଳଚ୍ଚିତ୍ର ରିଲିଜରେ ବିଳମ୍ବିତ ହୋଇଥିଲା। […]

Continue Reading

ଭବାନୀ ଶଙ୍କର ଦାଶଙ୍କ ‘ଶେଷ ବୁନ୍ଦାକ ଲୁହ’ ଲୋକାର୍ପିତ

ବାଲିପାଟଣା : ବିଶିଷ୍ଟ ଗାଳ୍ପିକ ଡ. ଭବାନୀ ଶଙ୍କର ଦାଶଙ୍କ ଗଳ୍ପ ସଂକଳନ ‘ଶେଷ ବୁନ୍ଦାକ ଲୁହ’ ସ୍ଥାନିୟ ଶିଶୁ ଅନନ୍ତ ମହାବିଦ୍ୟାଳୟ ପରିସରରେ ହୋଇଯାଇଛି। ମଣିଷ ଜୀବନ ଓ ସାମାଜିକ ପ୍ରତିଛବି ଏହି ଗଳ୍ପ ସଙ୍କଳନରେ ସ୍ଥାନିତ ହୋଇଛି ବୋଲି ଗାଳ୍ପିକ ଶ୍ରୀ ଦାଶ କହିଥିଲେ। ବୈକୁଣ୍ଠ ନାରାୟଣ ଦାଶଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜଳ ସମ୍ପଦ ବିଭାଗ ମୁଖ୍ୟଯନ୍ତ୍ରୀ ବାଲେଶ୍ଵର ନାଥ ସାହୁ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ଏହି ଅବସରରେ […]

Continue Reading

ନ୍ୟୁୟର୍କରେ ପ୍ରଦର୍ଶିତ ହେବ ଓଡ଼ିଆ ଫିଲ୍ମ ‘କାଲିର ଅତୀତ’

ମୁମ୍ବାଇ: ଓଡ଼ିଶାରେ ଜନ୍ମିତ ନିର୍ମାତା ତଥା ନିର୍ଦ୍ଦେଶକ ନୀଳ ମାଧବ ପଣ୍ଡାଙ୍କ ଫିଲ୍ମ ‘କାଲିର ଅତୀତ’ ଖୁବ୍ ଶୀଘ୍ର ନ୍ୟୁୟର୍କର କର୍ଣ୍ଣେଲ ବିଶ୍ୱବିଦ୍ୟାଳୟ ଫିଲ୍ମ୍ ସୋସାଇଟିର କର୍ଣ୍ଣେଲ ସିନେମାରେ ପ୍ରଦର୍ଶିତ ହେବ। ପଦ୍ମ ପୁରସ୍କାର ପ୍ରାପ୍ତ ଚଳଚ୍ଚିତ୍ର ନିର୍ମାତାଙ୍କର ଏହା ହେଉଛି ପ୍ରଥମ ଓଡିଆ ଚଳଚ୍ଚିତ୍ର। ସେ ଉକ୍ତ ଅନୁଷ୍ଠାନର ଛାତ୍ର ଏବଂ ଅଧ୍ୟାପିକମାନଙ୍କ ସହ ଏକ ୱେବିନାର କରିବା ସହ ଚଳଚ୍ଚିତ୍ରର ବିଷୟବସ୍ତୁ – ଜଳବାୟୁ ପରିବର୍ତ୍ତନ ଏବଂ ଏହାର ପ୍ରଭାବ ବିଷୟରେ ଆଲୋକପାତ କରିବେ। […]

Continue Reading

ଏମିତି ଚାଲିଛି ଟିକା ଉତ୍ସବ: ଟିକା ଅଭାବରୁ ଓଡ଼ିଶାରେ ୧୧ଟି ଜିଲ୍ଲାରେ ଟିକାକରଣ ବନ୍ଦ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ୱାନରେ ଦେଶରେ ଚାଲିଛି ଟିକା ଉତ୍ସବ । ଅଧିକରୁ ଅଧିକ ଲୋକଙ୍କୁ ଟିକା ଦେବାକୁ ଅଭିଯାନ ଚାଲିଛି । ଏପଟେ କିନ୍ତୁ ଓଡ଼ିଶାର ଟିକାର ଘୋର ଅଭାବ ଦେଖାଦଇଛି । ଟିକା ଅଭାବରୁ ଆଜି ରାଜ୍ୟର ୧୧ଟି ଜିଲ୍ଲା ଯାଜପୁର, ଭଦ୍ରକ, ପୁରୀ, ନୟାଗଡ଼, ସୋନପୁର, ଗଜପତି, ବୌଦ୍ଧ, ଝାରସୁଗୁଡା, ସମ୍ବଲପୁର, ଢେଙ୍କାନାଳ, କୋରାପୁଟରେ ବନ୍ଦ ରହିଛି ଟିକାକରଣ । ଆଜି ମାତ୍ର ୫୦୦ କେନ୍ଦ୍ରରେ ଟିକାକରଣ ହେଉଛି । ୬୧ ହଜାର […]

Continue Reading