ଆସନ୍ତାକାଲିଠୁ କର୍ଣ୍ଣାଟକ ୧୪ ଦିନ ପାଇଁ ଲକ୍ଡାଉନ୍
କର୍ଣ୍ଣାଟକ:କର୍ଣ୍ଣାଟକ ସରକାର ରାଜ୍ୟରେ ଆସନ୍ତାକାଲିଠୁ ୧୪ ଦିନ ଯାଏ ଲକ୍ଡାଉନ୍ ଘୋଷଣା କରିଛନ୍ତି। ଅର୍ଥାତ୍ ଆସନ୍ତା ୨ ସପ୍ତାହ ପର୍ଯ୍ୟନ୍ତ କର୍ଣ୍ଣାଟକରେ ଲକ୍ଡାଉନ୍ ଲାଗୁ କରାଯାଇଛି। ଗତ କିଛି ମାସ ମଧ୍ୟରେ କରୋନା ମାମଲା ବୃଦ୍ଧିକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ସୋମବାର କ୍ୟାବିନେଟ ବୈଠକ ପରେ ସିଏମ୍ ବିଏସ୍ ୟେଡିୟୁରପ୍ପା ଏହି ଘେଷଣା କରିଛନ୍ତି। ସେ କହିଛନ୍ତି, “ଏହି ଭୂତାଣୁ ସମଗ୍ର ରାଜ୍ୟରେ ଆକ୍ରମଣାତ୍ମକ ଭାବେ ବ୍ୟାପିବାରେ ଲାଗିଛି। ଏଠାରେ ମହାରାଷ୍ଟ୍ର […]
Continue Reading
