କୋଭିଡ୍ ସମୟରେ ରୋଗୀଙ୍କୁ ଟେଲି ପରାମର୍ଶ ଯୋଗାଉଛି ସୁନ୍ଦରଗଡ଼ ଜିଲ୍ଲା ଓ ରାଉରକେଲା ହେଲ୍ପଲାଇନ୍
ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲ୍ଲାରେ କୋଭିଡ୍ ପରିଚାଳନା କ୍ଷେତ୍ରରେ ପ୍ରମୁଖ ଭୂମିକା ଗ୍ରହଣ କରିଛି ଜିଲ୍ଲା ହେଲ୍ପଲାଇନ୍ ଓ ରାଉରକେଲା କୋଭିଡ୍ ହେଲ୍ପଲାଇନ୍ । ଏହା ଜରିଆରେ ବିଭିନ୍ନ ବିଷୟରେ ଲୋକଙ୍କୁ ସୂଚନା ଓ ପରାମର୍ଶ ଦିଆଯାଉଛି। ବିଶେଷକରି ହୋମ୍ ଆଇସୋଲେସନରେ ଥିବା ବ୍ୟକ୍ତିଙ୍କ ସ୍ବାସ୍ଥ୍ୟ ପରିଚାଳନା ଦିଗରେ ଏହା ବେଶ ସହାୟକ ହେଉଛି । ଏହି କଲ୍ ସେଣ୍ଟର ଗୁଡ଼ିକରେ ଡାକ୍ତରମାନେ ଉପସ୍ଥିତ ରହି କୋଭିଡ୍ ଏବଂ ଅଣ କୋଭିଡ୍ ରୋଗୀଙ୍କୁ ସିଧାସଳଖ ଚିକିତ୍ସା ଓ […]
Continue Reading