ବାତ୍ୟା ‘ୟଶ୍’ ପ୍ରଭାବ, ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ

ଭୁବନେଶ୍ୱର: ମାଡ଼ି ଆସୁଛି ବାତ୍ୟା ‘ୟଶ୍’ । ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ବିଗତ ୬ ଘଣ୍ଟା ହେଲା ଘଣ୍ଟାପ୍ରତି ୪ କିଲୋମିଟର ବେଗରେ ବାତ୍ୟା ‘ୟଶ୍’ ଉତ୍ତରପଶ୍ଚିମ ଦିଗରେ ଅଗ୍ରସର ହେଉଛି । ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ପୋର୍ଟବ୍ଲେୟାର ଠାରୁ ୬୩୦ କିଲୋମିଟର, ଦକ୍ଷିଣ-ଦକ୍ଷିଣ ପୂର୍ବରେ ପାରାଦୀପ ଠାରୁ ୫୨୦ ଏବଂ ବାଲେଶ୍ୱର ଠାରୁ ୬୨୦ କିଲୋମିଟର ଦୂରରେ ରହିଛି । ଏହା ଆାଗମୀ ୧୨ ଘଣ୍ଟାରେ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଯାଇ ଅତି ଭୟଙ୍କର ବାତ୍ୟାରେ ପରିଣତ ହେବ । […]

Continue Reading

ଏହି ରାଜ୍ୟରେ ଜୁନ୍‌ ୧ ଯାଏ ବଢିଲା ଲକ୍‌ଡାଉନ୍‌

ପାଟନା: ବିହାରରେ ପୁଣି ବଢିଲା ଲକ୍‌ଡାଉନ୍‌। ସୋମବାର ବିହାରର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଲକ୍‌ଡାଉନ୍‌ ଅବଧିକୁ ଜୁନ୍ ୧ ଯାଏ ବୃଦ୍ଧି କରିଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ତାଙ୍କ ଅଫିସିଆଲ୍ ଟ୍ୱିଟର ହ୍ୟାଣ୍ଡେଲରେ ଏହି ଘୋଷଣା କରିଛନ୍ତି। “ଲକ୍‌ଡାଉନ୍‌ର ଭଲ ପ୍ରଭାବ ପଡିଛି ଏବଂ କରୋନା ସଂକ୍ରମଣରେ ହ୍ରାସ ଘଟିଛି। ତେଣୁ ଜୁନ୍ ୧ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଜାରି ରଖିବାକୁ ନିଷ୍ପତ୍ତି ନିଆଯାଇଛି ବୋଲି କହିଛନ୍ତି ବିହାର ସିଏମ୍‌”। ମହାମାରୀର ସମୀକ୍ଷା ପାଇଁ ଡକାଯାଇଥିବା ଏକ ଉଚ୍ଚ […]

Continue Reading

ମାଡ଼ି ଆସୁଛି ବାତ୍ୟା ‘ୟଶ୍’, ବାଲେଶ୍ୱର ନିକଟରେ କରିପାରେ ଲ୍ୟାଣ୍ଡଫଲ୍

ଭୁବନେଶ୍ୱର: ମାଡ଼ି ଆସୁଛି ବାତ୍ୟା ‘ୟଶ୍’ । ବାଲେଶ୍ୱର ନିକଟବର୍ତ୍ତୀ କୌଣସି ସ୍ଥାନରେ କରିପାରେ ଲ୍ୟାଣ୍ଡଫଲ୍ । ପାଣିପାଗ ବିଭାଗର ତାଜା ଆକଳ ଅନୁଯାୟୀ ବାତ୍ୟା ‘ୟଶ୍’ ବାଲେଶ୍ୱର ନିକଟରେ ସ୍ଥଳଭାଗ ଛୁଇଁପାରେ । ୨୬ ତାରିଖ ଭୋର୍ ସମୟରେ ବାତ୍ୟା ‘ୟଶ୍’ ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ବାଲେଶ୍ୱର ନିକଟରେ ସ୍ଥଳଭାଗ ଛୁଇଁ ମଧ୍ୟାହ୍ନରେ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ବଳ ଗୋଟାଇ ବିଗତ ୬ ଘଣ୍ଟା […]

Continue Reading

ଦିଲ୍ଲୀରେ ୧୮ରୁ ୪୪ ବୟସ ବର୍ଗଙ୍କ ପାଇଁ ସମସ୍ତ ୪୦୦ ଟିକାକରଣ କେନ୍ଦ୍ର ବନ୍ଦ

ନୂଆଦିଲ୍ଲୀ: ୧୮ରୁ ୪୪ ବୟସ ବର୍ଗଙ୍କ ପାଇଁ ସମସ୍ତ ୪୦୦ ଟିକାକରଣ କେନ୍ଦ୍ର ଦିଲ୍ଲୀରେ ବନ୍ଦ ରହିଛି ବୋଲି ଡେପୁଟି ସିଏମ ମନୀଷ ସିସୋଦିଆ ସୋମବାର କହିଛନ୍ତି। ଲୋକଙ୍କୁ କରୋନାଭାଇରସରୁ ରକ୍ଷା କରିବା ଲାଗି ଟିକାକରଣର ଆବଶ୍ୟକତା ରହିଛି ବୋଲି ସିସୋଦିଆ କହିଛନ୍ତି। ଏହାସହିତ ସେ କହିଛନ୍ତି ଯେ ଅନ୍ୟ ଦେଶର ଲୋକଙ୍କୁ ଦିଆଯାଉଥିବା ଟିକାକୁ କେନ୍ଦ୍ର ଅନୁମୋଦନ କରିବା ଉଚିତ। ଡେପୁଟି ସିଏମ୍ କହିଛନ୍ତି ଯେ ୧୮ରୁ ୪୪ ବୟସ ବର୍ଗ ପାଇଁ ସମସ୍ତ ୪୦୦ […]

Continue Reading

କାଳ ବୈଶାଖୀରେ କ୍ଷୟ କ୍ଷତି

କଳାହାଣ୍ଡି: କାଳ ବୈଶାଖୀ ଯୋଗୁ ଅନେକ କ୍ଷୟ କ୍ଷତି ହେଇଛି । କଳାହାଣ୍ଡି ଜିଲ୍ଲା ଏମ୍ ରାମପୁର ବ୍ଲକର ମଦନପୁର ପଞ୍ଚାୟତ ଅଞ୍ଚଳରେ ଅପରାହ୍ନରେ ହୋଇଥିବା ଝଡ଼ ତୋଫାନରେ ଅନେକ କ୍ଷୟକ୍ଷତି ଘଟିଛି । ଯାହାକୁ ନେଇ ଚିନ୍ତାରେ ଅଞ୍ଚଳ ବାସୀ। ଏହି ଝଡ଼ ତୋଫାନ ରେ ଅଞ୍ଚଳର ଅନେକ ଗୁଡ଼ିଏ ଘର ଭାଙ୍ଗିବା ସହ କିଛି ଗାଈଗୋରୁଙ୍କ ମୃତ୍ୟୁ ହୋଇଛି । ଗଛ ଭାଙ୍ଗି ପଡ଼ିବାରୁ ଘଟଣା ସ୍ଥଳରେ କିଛି ଜୀବ ଜନ୍ତୁଙ୍କ ମୃତ୍ୟୁ୍ ହୋଇଛି। […]

Continue Reading

ଦିଲ୍ଲୀକୁ କରୋନା ଟିକା ଦେବାକୁ ମନା କଲା ଫାଇଜର ଏବଂ ମଡର୍ନା; କେଜ୍ରିୱାଲ

ନୂଆଦିଲ୍ଲୀ: ସୋମବାର ଦିନ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ କହିଛନ୍ତି ଯେ ଫାଇଜର ଏବଂ ମଡର୍ନା କୋଭିଡ ଟିକାକୁ ସିଧାସଳଖ ଦିଲ୍ଲୀ ସରକାରଙ୍କୁ ବିକ୍ରୟ କରିବାକୁ ମନା କରି ଦେଇଛନ୍ତି। କେଜ୍ରିୱାଲ କହିଛନ୍ତି ଯେ ଉଭୟ ଆମେରିକୀୟ ଫାର୍ମାସ୍ୟୁଟିକାଲ୍ ସଂସ୍ଥା ସୂଚନା ଦେଇଛନ୍ତି ଯେ ସେମାନେ କେବଳ ଭାରତ ସରକାରଙ୍କ ସହ ଚୁକ୍ତି କରିଛନ୍ତି। ଦେଶରେ ଔଷଧର ଅଭାବ ମଧ୍ୟରେ ଟିକା କିଣିବା ପାଇଁ ଦିଲ୍ଲୀ ଅନ୍ୟ ରାଜ୍ୟମାନଙ୍କ ମଧ୍ୟରେ ସାମିଲ୍‌ ଅଛି। ଆସନ୍ତା ତିନି ମାସ […]

Continue Reading

ଅତ୍ରଙ୍ଗୀ ଅକ୍ଷୟ

ଭୁବନେଶ୍ୱର : ବଲିଉଡ଼ର ଷ୍ଟାର ଅକ୍ଷୟ କୁମାର । ଯିଏ କି ଖିଲାଡି କୁମାର ନାଁରେ ବେଶ ଜଣାଶୁଣା । ଜଣେ ଷ୍ଟାର ଭାବେ ନୁହେଁ ସମାଜ ସେବାରେ ସବୁଠୁ ଆଗରେ ରହିଛନ୍ତି । ଲୋକଙ୍କ ପ୍ରତିଟି ବିପଦ ସମୟରେ ସହଯୋଗର ହାତ ବଢାଇଛନ୍ତି । ସେ କରୋନା ସମୟରେ ଅକ୍ସିଜେନ୍ ଦେବା ହେଉ କି ମହାରାଷ୍ଟ୍ରରେ ମରୁଡ଼ି ବେଳେ କୃଷକଙ୍କୁ ସହଯୋଗ କରିବା ହେଉ । କେବେ ପଛକୁ ହଟିନାହାନ୍ତି । ପଞ୍ଜାବୀ ପରିବାରରେ ଜନ୍ମ […]

Continue Reading

ସମୁଦ୍ର ଉପକୂଳର ତଳି ଅଞ୍ଚଳରୁ ଲକ୍ଷେ ୨୦ ହଜାର ଲୋକଙ୍କୁ ସ୍ଥାନାନ୍ତର କରାଯିବ, ଫୋକସରେ ବାଲେଶ୍ୱର

ବାଲେଶ୍ୱର: ବାତ୍ୟାର ମୁକାବିଲା ପାଇଁ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି । ବାଲେଶ୍ୱରରେ ବେଶୀ ପଡ଼ିପାରେ ୟସର ପ୍ରଭାବ । ଆଜି ଗ୍ରାଉଣ୍ଡରେ ପ୍ରାକ୍ ଓ ପରବର୍ତ୍ତୀ ବାତ୍ୟା ମୁକାବିଲା ସ୍ଥିତିର ସମୀକ୍ଷା କରିଛନ୍ତି ପୋଲିସ ଆଇଜି ତଥା ଆଇନ ଶୃଙ୍ଖଳା ଏଡିଜି ଯଶଓ୍ୱନ୍ତ ଜେଠଓ୍ୱା । ସମୁଦ୍ର ଉପକୂଳର ତଳି ଅଞ୍ଚଳରେ ରହୁଥିବା ଲକ୍ଷେ ୨୦ ହଜାର ଲୋକଙ୍କୁ ସ୍ଥାନାନ୍ତର କରିହବାକୁ ଲକ୍ଷ୍ୟ ରଖିଛନ୍ତି ସରକାର । ବାଲେଶ୍ୱରରେ କେବଳ ୧୨ଟି ଓଡ୍ରାଫ ଟିମ୍ ପ୍ରସ୍ତୁତ […]

Continue Reading

ଇଂଲଣ୍ଡ ଗସ୍ତରେ ଧୋନୀ, ଲୟଡଙ୍କ ରେକର୍ଡ ଭାଙ୍ଗିବା ଲକ୍ଷ୍ୟରେ କୋହଲି

ନୂଆଦିଲ୍ଲୀ: ବିରାଟ କୋହଲିଙ୍କ ନେତୃତ୍ୱରେ ଭାରତ ୱାର୍ଲ୍ଡ ଟେଷ୍ଟ ଚାମ୍ପିୟନଶିପ ଫାଇନାଲ ଓ ଇଂଲଣ୍ଡ ବିପକ୍ଷ ସିିରିଜ ଖେଳିବାକୁ ଯାଉଛି । କୋହଲି ଟେଷ୍ଟ ଚାମ୍ପିୟନଶିପ ଫାଇନାଲ ପାଇଁ ପଡିଆକୁ ଓହ୍ଲାଇବା ମାତ୍ରେ ଭାରତ ପକ୍ଷରୁ ସର୍ବାଧିକ ମ୍ୟାଚରେ ନେତୃତ୍ୱ କରିବା ଗୌରବ ଅର୍ଜନ କରିବେ । ସେ ଏବେ ୬୦ ମ୍ୟାଚରେ ଭାରତର ନେତୃତ୍ୱ ସୁଚାରୁରୂପେ ତୁଲାଇବା ସହ ମହେନ୍ଦ୍ର ସିଂ ଧୋନୀଙ୍କ ସହ ସମକକ୍ଷ ହୋଇପାରିଛନ୍ତି । ଏହା ବ୍ୟତୀତ କୋହଲି ଭାରତର ସବୁଠାରୁ […]

Continue Reading

ବାତ୍ୟା ‘ୟଶ’: ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେବା ପରେ ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ ଆସନ୍ତାକାଲି ବାତ୍ୟାର ରୂପ ନେବ ‘ୟଶ’। ୨୫ ତାରିଖ ବେଳକୁ ଭେରି ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଅଧିକ ପଢନ୍ତୁ- ଅବପାତ ରୂପ ନେଲା ବାତ୍ୟା ‘ୟଶ’, ପାରାଦୀପ-ସାଗରଦୀପ ମଝିରେ କରିବ ଲ୍ୟାଣ୍ଡଫଲ ମେ ୨୪ (ୟେଲୋ ଓ୍ବାର୍ଣ୍ଣିଂ)ବାଲେଶ୍ବର, ଭଦ୍ରକ, ଯାଜପୁର, […]

Continue Reading