ଅଗଷ୍ଟ ଦ୍ୱିତୀୟ ସପ୍ତାହରେ +୨ ରେଜଲ୍ଟ, ମୂଲ୍ୟାୟନ ଫର୍ମୂଲା କହିଲା CHSE
ଭୁବନେଶ୍ୱର: ଆସନ୍ତା ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ପ୍ରକାଶ ପାଇବ ଚଳିତବର୍ଷର ଯୁକ୍ତ ଦୁଇ ରେଜଲ୍ଟ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି । ତାସହ ମୂଲ୍ୟାୟନ ପ୍ରକ୍ରିୟା ବାବଦରେ ସୂଚନା ଦେଇଛି ସିଏଚଏସଇ । କେମିତି ଓ କେଉଁ ପ୍ରକ୍ରିୟାରେ ବିକଳ୍ପ ମୂଲ୍ୟାୟନ ହେବ ସେବାବଦରେ ସୂଚନା ଜାରି ହୋଇଛି । ରେଗୁଲାର ଛାତ୍ରଛାତ୍ରୀଙ୍କୁ ଦଶମ ଶ୍ରେଣୀ ବୋର୍ଡର ଥିଓରୀ ପରୀକ୍ଷା ମାର୍କ ଆଧାରରେ ମୂଲ୍ୟାୟନ କରାଯିବ । ସେହିପରି ଏକ୍ସ-ରେଗୁଲାର ଛାତ୍ରଛାତ୍ରୀଙ୍କୁ […]
Continue Reading
