ଏହି ରାଜ୍ୟରେ ଜୁନ୍‌ ୨୦ ଯାଏ ବଢିଲା କରୋନା କର୍ଫ୍ୟୁ

ନୂଆଦିଲ୍ଲୀ: ଆନ୍ଧ୍ରପ୍ରଦେଶରେ ପୁଣି ବଢିଲା କରୋନା କର୍ଫ୍ୟୁ। ଜୁନ୍‌ ୨୦ ଯାଏ ଏହି ଅବଧିକୁ ବୃଦ୍ଧି କରିଛନ୍ତି ଆନ୍ଧ୍ର ସରକାର। ଏ ନେଇ ଆନ୍ଧ୍ର ସରକାର ସୋମବାର ପୂର୍ବରୁ ଜାରି ରହିଥିବା କରୋନା କର୍ଫ୍ୟୁ ଅବଧିକୁ ଜୁନ୍ ୨୦ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ତେବେ କରୋନା କର୍ଫ୍ୟୁ ବଢିବା ସହିତ କଟକଣାକୁ କିଛିଟା କୋହଳ ମଧ୍ୟ କରାଯାଇଛି। ନୂତନ ଆଦେଶ ଅନୁଯାୟୀ, ସକାଳ ୬ ଟାରୁ ଅପରାହ୍ନ ୨ ଟା ପର୍ଯ୍ୟନ୍ତ କର୍ଫ୍ୟୁ କଟକଣାରେ କୋହଳ କରାଯିବ। […]

Continue Reading

ଦର ବୃଦ୍ଧି ପ୍ରତିବାଦରେ CPIMର ବିକ୍ଷୋଭ

ପୁରୀ : ତୈଳ ଓ ଖାଦ୍ୟ ସାମଗ୍ରୀର ଦର ବୃଦ୍ଧି ପ୍ରତିବାଦରେ ପୁରୀ ଜିଲ୍ଲା CPIMର ବିକ୍ଷୋଭ । ପେଟ୍ରୋଲ, ଡିଜେଲ, ଗ୍ୟାସ ଓ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ପତ୍ରର ଦର ବୃଦ୍ଧି ବିରୁଦ୍ଧରେ ଓ କରୋନା ସହାୟତା ପାଇଁ ଆଜି CPIM ର ପୁରୀ ବଡଦାଣ୍ଡରେ ଥିବା ପେଟ୍ରୋଲ ଟାଙ୍କି ସାମନାରେ ପ୍ରତିବାଦ କରାଯାଇଛି । ଟିକସ ଛାଡ଼ରୁ ନେଇ ପେଟ୍ରୋଲ , ଡିଜେଲ ରନ୍ଧନ ଗ୍ୟାସରେ ଦର ବଢିଲା । ଖାଦ୍ୟ ସାମଗ୍ରୀର ଦର […]

Continue Reading

କେନ୍ଦ୍ରୀୟ ପ୍ରତିନିଧି ଦଳର ବାତ୍ୟା ସମୀକ୍ଷା

ବାଲେଶ୍ଵର: ବାଲେଶ୍ଵରରେ ବାତ୍ୟା ସମୀକ୍ଷା । ଏ ନେଇ ପାଇଁ ବାଲେଶ୍ଵରରେ ପହଂଚିଛନ୍ତି କେନ୍ଦ୍ରୀୟ ପ୍ରତିନିଧି ଦଳ। ସକାଳେ ପୋଲିସ ଲାଇନ ରିଜର୍ଭ ପଡ଼ିଆରେ ଏକ ଚାରି ଜଣିଆ ଟିମ ପହଞ୍ଚି ସର୍କିଟ ହାଉସରେ ପହଞ୍ଚିଥିଲେ। ସେଠାରୁ ପ୍ରତିନିଧି ଦଳ ସଦର ବ୍ଲକ ସାର୍ଥାରୁ ନେଇ ଚାନ୍ଦିପୁର, ବଳରାମଗଡ଼ି ବାତ୍ୟା ଅଞ୍ଚଳର ପରିଦର୍ଶନ କରିବା ପରେ ବାହାନଗା ଓ ସୋର ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ।। ଏହି ଟିମରେ ଟିମ ଲିଡର ଯଏଣ୍ଟ ସେକ୍ରେଟାରୀ […]

Continue Reading

ଅବ୍ୟବସ୍ଥା ମଧ୍ୟରେ ଚାଲିଛି ଟିକା ଗ୍ରହଣ

ଭଦ୍ରକ: ଘୋର ଅବ୍ୟବସ୍ଥା ମଧ୍ୟରେ ଚାଲିଛି ଟିକା ଗ୍ରହଣ କେନ୍ଦ୍ର । ଭଦ୍ରକରେ ୧୮ରୁ ୪୪ ବର୍ଷ ବୟସର ଲୋକଙ୍କ ପାଇଁ ଟିକା ଗ୍ରହଣ ଚାଲିଛି । ଭଦ୍ରକ ପୌରପାଳିକା ଅନ୍ତର୍ଗତ ମହିଳା ମହାବିଦ୍ୟାଳୟରେ ଲାଗିଛି ଲମ୍ବା ଲାଇନ । ଲୋକମାନେ ସକାଳ୯ ଟା ଠାରୁ ଲମ୍ବା ଲାଇନରେ ଆସି ପ୍ରବଳ ଖରାରେ ପୁରୁଷ ଓ ମହିଳା ମାନେ ଠିଆ ହୋଇଥିବା ବେଳେ ପ୍ରଶାସନ ପକ୍ଷରୁ କୌଣସି ସୁବିଧା କରାଯାଇନାହିଁ । ବାହାରେ ପ୍ରବଳ ଖରା ହେଉଥିବାବେଳେ […]

Continue Reading

ଆଜି ସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ ପିଏମ୍‌ ମୋଦୀ

ନୂଆଦିଲ୍ଲୀ: ଆଜି ଅପରାହ୍ନ ୫ ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ସମ୍ବୋଧିତ କରିବେ। ଏ ନେଇ ସୋମବାର ପିଏମଓ ପକ୍ଷରୁ ଟୁଇଟ୍‌ ଜରିଆରେ ଏକ ସୂଚନା ପ୍ରଦାନ କରାଯାଇଛି। ଏହି ସୂଚନାରେ କୁହାଯାଇଛି ଯେ ପିଏମ୍‌ ମୋଦୀ ଆଜି ସନ୍ଧ୍ୟା ୫ ଟାରେ ଅଭିଭାଷଣ ଦେବେ।

Continue Reading

କାହିଁକି ”ଆରେଞ୍ଜ୍‌ ମ୍ୟାରେଜ୍‌” କରିବାକୁ ଚାହୁଁଥିଲେ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌

ନୂଆଦିଲ୍ଲୀ: ୮୦ ଦଶକରେ କ୍ରିକେଟ୍‌ ଦୁନିଆର ଏକ ପ୍ରତିଷ୍ଟିତ ନାଁ ଥିଲେ ଇମ୍ରାନ୍‌ ଖାନ୍‌। ୧୯୭୧ ମସିହାରେ ବର୍ମିଂହାମରେ ଇଂଲଣ୍ଡ ବିପକ୍ଷରେ ଖେଳି ସେ ପ୍ରଥମ ଥର ପାଇଁ କ୍ରିକେଟ୍‌ ଦୁନିଆରେ ପାଦ ରଖିଥିଲେ। ଏହା ଥିଲା ପ୍ରଥମ ଅନ୍ତର୍ଜାତୀୟ ଡେବ୍ୟୁ। ଏହା ବ୍ୟତୀତ ପାକିସ୍ତାନ ପ୍ରଧାନମନ୍ତ୍ରୀ ତଥା ପୂର୍ବତନ କ୍ରିକେଟ୍ ଅଧିନାୟକ ଇମ୍ରାନ ଖାନ ତାଙ୍କର ଆକର୍ଷଣୀୟ ଚେହେରା ଏବଂ ଭିନ୍ନ ଅନ୍ଦାଜ ପାଇଁ ବେଶ୍‌ ଜଣାଶୁଣା ଥିଲେ। ସେ ଅକ୍ସଫୋର୍ଡର କେବୁଲ୍ କଲେଜରୁ ସ୍ନାତକୋତ୍ତର […]

Continue Reading

କରୋନା ସମୟରେ ବିଧାୟକଙ୍କ ସହଯୋଗ

ପାଟଣାଗଡ: କରୋନା ସମୟରେ ବିଧାୟକଙ୍କ ମହାନତା ।। ଏହି ସଙ୍କଟ ସମୟରେ ଲୋକଙ୍କୁ ସହଯୋଗ କରିଛନ୍ତି ପାଟଣାଗଡ ବିଧାୟକ ସରୋଜ ମେହେର । କରୋନା ମହାମାରୀ ସମୟରେ ଲୋକେ କାମଧନ୍ଦା ଅଭାବରୁ ଅନେକ ସମସ୍ୟା ଭୋଗୁଛନ୍ତି । କିଛି ଲୋକ କାମ ଧନ୍ଦା ହରାଇଥିବା ବେଳେ ସମସ୍ୟା ଭିତରେ ଖାଇବା ନେଇ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ତା ସହିତ ଶନିବାର ରବିବାର ଦିନ ପୁଣି ସଟଡାଉନ ରହୁଥିବାରୁ ଦୋକାନ ବଜାର ବନ୍ଦ ରହୁଛି । […]

Continue Reading

ଶୁଖିଲା ଖାଦ୍ୟ ବଣ୍ଟନରେ ହେରଫେର ଅଭିଯୋଗ

ସୋନପୁର : ଶୁଖିଲା ଖାଦ୍ୟ ବଣ୍ଟନରେ ପାତର ଅନ୍ତର ଅଭିଯୋଗ l ଅସହାୟ ଗରିବ ଲୋକଙ୍କୁ ଦିଆଯାଉଛି ଶୁଖିଲା ଖାଦ୍ୟ । ସୁବର୍ଣ୍ଣପୁର ଜିଲ୍ଳା ବିଜୁ ଜନତା ଦଳ ତରଫରୁ ସହରର ବିଭିନ୍ନ ବର୍ଗର ନିସହାୟ ପରିବାର ଲୋକଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଉଛି l ତେବେ ଏହି ଶୁଖିଲା ଖାଦ୍ୟ ବଣ୍ଟନ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖା ଦେଇଛି । କିଛି ସ୍ଥାନରେ ଲୋକଙ୍କୁ ସଠିକ୍ ଭାବେ ଖାଇବା ମିଳୁଥିବା ବେଳେ କିଛି ସ୍ଥାନରେ […]

Continue Reading

କୋଭିଡ୍ ସେଣ୍ଟର ବର୍ଜ୍ୟବସ୍ତୁ ନେଇ ବଢୁଛି ଅସନ୍ତୋଷ

ତାଳବଣିଆ : କୋଭିଡ୍ ସେଣ୍ଟରରେ ବ୍ୟବହୃତ ବର୍ଜ୍ୟବସ୍ତୁ ନେଇ ବଢୁଛି ଅସନ୍ତୋଷ । ତାଳବଣିଆ ପାଖରେ ଏଭଳି କୋଭିଡ ବର୍ଜ୍ୟବସ୍ତୁ ଚାରିଆଡେ ଫିଙ୍ଗାଯାଇଥିବା ଦେଖିବାକୁ ମିଳିଛି | ପୂର୍ବରୁ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟ କୋଭିଡ କେୟାର ସେଣ୍ଟରରେ କରୋନା ବର୍ଜ୍ୟବସ୍ତୁ ଏଣେତେଣେ ବିଛାଡି ହୋଇ ପଡ଼ିଥିବା ନେଇ ବିରୋଧ କରାଯାଇଥିଲା । ପରେ ଜିଲ୍ଲା ପ୍ରଶାସନ ବର୍ଜ୍ୟବସ୍ତୁ ଅପସାରଣ ବ୍ୟବସ୍ଥା କରିଥିଲେ | ଏବେ ପୁଣି ସମାନ ଦୃଶ୍ୟ ଦେଖିବାକୁ ମିଳିଛି ତାଳବଣିଆ ଅଞ୍ଚଳରେ | ଖୋଲାଖୋଲି […]

Continue Reading

ଗାଡିର ଇଣ୍ଡିକେଟର ଦେଇ ନ ଥିବାରୁ ବିଚ୍ ରାସ୍ତାରେ ବାଡେଇ ବାଡେଇ ମାରିଦେଲେ

କପ୍ତିପଦା: ଗାଡି ସାଇଡ ମାରିବା ସମୟରେ ଗାଡିର ଇଣ୍ଡିକେଟର ଦେଇ ନ ଥିବାରୁ ଅତି ନିର୍ଦ୍ଦୟ ଭାବେ ବିଚ୍ ରାସ୍ତାରେ ବାଡେଇ ବାଡେଇ କରିଲେ ହତ୍ୟା । ଆଉ ହତ୍ୟାକାଣ୍ଡରେ ମୃତ୍ୟୁବରଣ କରିଛନ୍ତି ବିଜେପିର ଯୁବ ମୋର୍ଚ୍ଚା ଜିଲ୍ଲା ପ୍ରଭାରୀ । ଏଭଳି ଘଟଣା ଘଟିଛି କପ୍ତିପଦା ଥାନା ଅଂଚଳରେ । ଗତକାଲି ବିଳମ୍ବିତ ରାତିରେ ବିଜେପିର ଯୁବମୋର୍ଚ୍ଚା ବାଲେଶ୍ୱର ଜିଲ୍ଲା ପ୍ରଭାରୀ ରଞ୍ଜିତ ପ୍ରଧାନ ନିଜ ଶ୍ୱଶୁର ଘର କପ୍ତିପଦା ଥାନା ନୂଆସାହି ଅଂଚଳକୁ ଆସିଥିଲେ […]

Continue Reading