ଭଦ୍ରକରେ ମାଟ୍ରିକ ଫଳାଫଳ ତାତି, ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଘେରିଲେ ଅଭିଭାବକ
ଭଦ୍ରକ : ପ୍ରକାଶ ପାଇ ସାରିଛି ଚଳିତ ବର୍ଷର ମାଟ୍ରିକ୍ ରେଜଲ୍ଟ । ହେଲେ ରେଜଲ୍ଟକୁ ନେଇ ବଢ଼ିବାରେ ଲାଗିଛି ଅସନ୍ତୋଷ । ଫଳାଫଳରେ ଅସନ୍ତୋଷ ପ୍ରକାଶ କରି ଭଦ୍ରକରେ ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଘେରାଉ କରିଛନ୍ତି ଅଭିଭାବକ । ସୂଚନା ଅନୁସାରେ, ଭଦ୍ରକ ଜିଲ୍ଲା ପୁରୁଣା ବଜାର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର, ନୂଆବଜାର ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଭଳି ବହୁ ସ୍କୁଲର ଛାତ୍ରଛାତ୍ରୀ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫଳାଫଳକୁ ନେଇ ଅସନ୍ତୋଷ ପ୍ରକାଶ […]
Continue Reading