ଓଡ଼ିଶାରେ ବିରଳ ନାଲି ବଗ

କେଦ୍ରାପଡା: ଓଡ଼ିଶାରେ ବିରଳ ନାଲି ବଗ । ଓଡ଼ିଶାର ଦେଖା ଦେଇଛି ଏକ ଅତି ବିରଳ ନାଲି ରଙ୍ଗର ବଗ । କେଦ୍ରାପଡା ଜିଲ୍ଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ସଂଲଗ୍ନ ଜମ୍ବୁ ଲୁଣାଜଙ୍ଗଲ ପାର୍ଶ୍ଵରେ ଦେଖା ଦେଇଛି ନାଲି ରଙ୍ଗର ବଗ । ଚାଷ ଜମିରେ ଚାଷ ପାଇଁ ଟ୍ରାକ୍ଟର ହଳ କରୁଥିବା ବେଳେ ଏହି ବିରଳ ପ୍ରଜାତିର ନାଲି ରଙ୍ଗର ବଗ  ଦେଖା ଦେଇଛି ।  ଏଇ ଭଳି ଏକ ରଙ୍ଗର ପକ୍ଷୀ […]

Continue Reading

କରୋନା ପାଇଁ ଅଗଷ୍ଟ ୨ରୁ ୮ ତାରିଖ ଯାଏଁ ଟ୍ରେନ୍ ବାତିଲ

ଭୁବନେଶ୍ବର : କରୋନା ସଂକ୍ରମଣର ଚେନ ଭାଙ୍ଗିବାକୁ ରେଳବାଇର ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ । ମହାମାରୀକୁ ରୋକିବାକୁ ପାଇଁ ଅଗଷ୍ଟ ୨ ତାରିଖରୁ ୮ ତାରିଖ ପର୍ଯ୍ୟନ୍ତ ସାତ ଯୋଡା ଟ୍ରେନକୁ ବାତିଲ କରାଯାଇଛି । ତିନି ଯୋଡ଼ା ବିଶେଷ ଟ୍ରେନ ଶନିବାର ଓ ରବିବାର ଦିନ ବାତିଲ୍ ରହିବ । ସେହିପରି ଏକ ଯୋଡ଼ା ଟ୍ରେନ ଆଂଶିକ ବାତିଲ୍ ହେବ । ଅଗଷ୍ଟ ୨ ତାରିଖରୁ ୮ ତାରିଖ ମଧ୍ୟରେ ବାତିଲ ହେବାକୁ ଥିବା ଟ୍ରେନ ଗୁଡିକ […]

Continue Reading

ଆନ୍ଧ୍ରରେ ୬ ଓଡ଼ିଆ ଦାଦନଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଗୁଣ୍ଟୁର : ଆନ୍ଧ୍ରପ୍ରଦେଶର ଗୁଣ୍ଟୁର ଲଙ୍କାଭାନିଦିବା ଗାଁରେ ଅଭାବନୀୟ ଘଟଣା । କାମ କରୁଥିବା ବିଦ୍ୟୁତ୍ ଆଘାତରେ ୬ ଜଣ ଦାଦନ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ସମସ୍ତ ମୃତ ଦାଦନ ଶ୍ରମିକଙ୍କ ଘର ରାୟଗଡା ଜିଲ୍ଲା ଗୁଣପୁର ଅଞ୍ଚଳରେ ବୋଲି ଜଣାପଡିଛି । ସୂଚନା ଅନୁସାରେ, ଗୁଣୁପୁର ସହର ସମେତ ଭୀମପୁର ଓ ଅନ୍ୟ ଗ୍ରାମରୁ କିଛି ଦାଦନ କାମ କରିବାକୁ ଆନ୍ଧ୍ରପ୍ରଦେଶ ଗୁଣ୍ଟୁର ଯାଇଥିଲେ । ସେଠାରେ ଥିବା ଏକ ଚିଙ୍ଗୁଡ଼ି ପୋଖରୀ କାମରେ […]

Continue Reading

ସିଂହଦ୍ୱାର ସମ୍ମୁଖରେ ଧାରଣାରେ ରାଣୀ

ପୁରୀ: ବଡ଼ ଦାଣ୍ଡରେ ଯାତ୍ରା ନାୟିକା ରାଣୀ ପଣ୍ଡା । ଓଡ଼ିଶୀ ନୃତ୍ୟାଙ୍ଗନା ବେଶରେ ସଜେଇ ହୋଇ ଧାରଣାରେ ବସିଛନ୍ତି ରାଣୀ । ପୂର୍ବରୁ ରାଜକନିକା ଅଞ୍ଚଳର ଜଣେ ଯୁବକ ଶ୍ରୀଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ଅପଶଦ୍ଦ ବ୍ୟବହାର କରିଥିଲେ । ଯାହାକୁ ନେଇ ରାଣୀ ନିଜେ ଥାନାରେ ଏତଲା ଦେଇଥିଲେ । ହେଲେ ଏଯାଏଁ କୌଣସି ପଦକ୍ଷେପ ଗ୍ରହଣ କରାଯାଇନି । ଯାହାକୁ ବିରୋଧ କରିବା ସହିତ ରାଣୀ ପଣ୍ଡା ସିଂହଦ୍ୱାର ସମ୍ମୁଖରେ ବସିଯାଇଛନ୍ତି । ଶ୍ରୀଜଗନ୍ନାଥଙ୍କ ଫଟୋ […]

Continue Reading

ଖୋଲିବ ପେଗାସସ୍‌ ପେଡି, ଜାସୁସୀ ମାମଲାର ଶୁଣାଣି କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ଖୋଲିବ ପେଗାସସ୍‌ ପେଡି । ଜାସୁସୀ ମାମଲାର ଶୁଣାଣି ପାଇଁ ସର୍ବୋଚ୍ଚ ନ୍ୟାୟାଳୟ ରାଜି । ଆସନ୍ତା ସପ୍ତାହରେ ଜାସୁସୀ ମାମଲାର ଶୁଣାଣି କରିବେ ସୁପ୍ରିମକୋର୍ଟ । ପ୍ରଧାନ ବିଚାରପତିଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣି କରିବେ । ପେଗାସସ୍ ମାମଲାର ଏସଆଇଟି ଯାଞ୍ଚ କରିବାକୁ ବରିଷ୍ଠ ସାମ୍ବାଦିକ ଏନ୍ ରାମ ଓ ଶଶି କୁମାର ସୁପ୍ରିମକୋର୍ଟରେ ପିଆଇଏଲ୍ ଦାଖଲ କରିଥିଲେ । ଏହାଛଡ଼ା ବହୁ ଖ୍ୟାତନାମା ଲେଖକ, ଆଇନଜୀବୀ, ଏକାଡେମିକ୍ କାର୍ଯ୍ୟକର୍ତ୍ତାଙ୍କ […]

Continue Reading

କେବେ ଦୁଃଖ ଶୁଣିବେ ସରକାର ??

ଯାଜପୁର : ଗ୍ରାମାଂଚଳର ଉନ୍ନତିକରଣ ପାଇଁ ସରକାରଙ୍କ ପକ୍ଷରୁ ଖର୍ଚ୍ଚ ହେଉଛି କୋଟି କୋଟି ଟଙ୍କା । ପ୍ରସ୍ତୁତ ହୋଇଛି ଯୋଜନା ପରେ ଯୋଜନା । କିନ୍ତୁ ଏହି ଯୋଜନା ସେମିତି ରହିଯାଇଛି ଯାଜପୁର ବିଂଝାରପୁର ବ୍ଲକ ଥଟାରି ସାହିରେ । ଦୀର୍ଘ ବର୍ଷ ପରେ ବି ପହଂଚିପାରିନାହିଁ ବିକାଶର ପଦଚିହ୍ନ । ଏପରିକି ମୌଳିକ ସୁବିଧାରୁ ବଂଚିତ ଏଠିକାର ଅଧିବାସୀ । ସରକାରୀ ଯୋଜନା ରହିଯାଇଛି ଯୋଜନ ଯୋଜନ ଦୂରରେ । ଆଜି ବି ମୌଳିକ […]

Continue Reading

ପଶ୍ଚିମ ମୁହାଁ ହେଉଛି ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଓ୍ବେଲମାର୍କ ଲୋପ୍ରେସର

ଭୁବନେଶ୍ବର : ଧୀରେ ଧୀରେ ପଶ୍ଚିମ ମୁହାଁ ହେଉଛି ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଓ୍ବେଲମାର୍କ ଲୋପ୍ରେସର । ଏହାର ପ୍ରଭାବରେ ଉତ୍ତର-ଓଡ଼ିଶା ଏବଂ ଉପକୂଳବର୍ତ୍ତୀ ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିଛି । ଆଗାମୀ ୨୪ ଘଣ୍ଟାରେ ଓଡ଼ିଶା ଉପରେ ଲଘୁଚାପର ସର୍ବାଧିକ ପ୍ରଭାବ ସମ୍ଭାବନା ରହିଛି । ବିଶେଷ କରି ସୁନ୍ଦରଗଡ, କେନ୍ଦୁଝର ଏବଂ ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଦେବଗଡ଼, ଅନୁଗୁଳ, ସମ୍ବଲପୁର, ସୋନପୁର, […]

Continue Reading

ବରିଷ୍ଠ ଆଇଏଏସ୍ ସ୍ତରରେ ଅଦଳବଦଳ

ଭୁବନେଶ୍ବର : ବରିଷ୍ଠ ଆଇଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଆଇଏଏସ୍ ଅଶୋକ ମୀନାଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ସଚିବ ଭାବେ ଦାୟିତ୍ବ ଦିଆଯାଇଛି । ଅଶୋକ ମୀନା ଏବେ ଅର୍ଥ ବିଭାଗର ପ୍ରମୁଖ ସଚିବ ଭାବେ କାର୍ଯ୍ୟ କରୁଛନ୍ତି । ସେହିପରି ପର୍ଯ୍ୟଟନ ଓ କ୍ରୀଡ଼ା ବିଭାଗ ପ୍ରମୁଖ ସଚିବ ବିଶାଳ ଦେବଙ୍କୁ ଅର୍ଥ ବିଭାଗ ପ୍ରମୁଖ ସଚିବ ଭାବେ ଦାୟିତ୍ବ ଦିଆଯାଇଛି । ପଞ୍ଚାୟତିରାଜ ବିଭାଗ ପ୍ରମୁଖ […]

Continue Reading

ପୋଲିସ୍ ଜାଲରେ ନକଲି ଘଣ୍ଟା ବ୍ୟବସାୟୀ

କଟକ : ପୋଲିସ୍ ଜାଲରେ ନକଲି ଘଣ୍ଟା ବ୍ୟବସାୟୀ । ଅସଲି କହି ନକଲି ଘଣ୍ଟା ବିକୁଥିବା ଜଣେ ବ୍ୟବସାୟଙ୍କୁ ଗିରଫ କରିଛି କଟକ ବାଦାମବାଡି ଥାନା ପୋଲିସ୍ । ବାଦାମବାଡି ବସଷ୍ଟାଣ୍ଡରେ ଏକ ଦୋକାନରେ ବିଭିନ୍ନ ବ୍ରାଣ୍ଡର ଘଣ୍ଟା ବିକୁଥିବା ବ୍ୟବସାୟୀଙ୍କୁ ଗିରଫ କରିଛି ପୋଲିସ । ସୂଚନା ଅନୁସାରେ, ଗତକାଲି ଜଣେ ଗ୍ରାହକ ଫାଷ୍ଟଟ୍ରାକ୍ କମ୍ପାନୀର ଘଣ୍ଟା କିଣିବାକୁ ଯାଇଥିବା ବେଳେ ଦୋକାନୀ ତାଙ୍କୁ ଅସଲି ଘଣ୍ଟା କହି ଅଧିକ ଟଙ୍କା ଦେବାକୁ କହିଥିଲେ […]

Continue Reading

ମଦର ପସରା ଖୋଲିବା ନିଷ୍ପତ୍ତିକୁ ବିରୋଧ

ପୁରୀ : ପୁରୀ କୋଣାର୍କ ମେରାଇନ୍ ଡ୍ରାଇଭ୍ ବେଳାଭୂମିରେ ହେବ ମଦ୍ୟପାନର ଅତ୍ୟାଧୁନିକ ଵ୍ୟଵସ୍ଥା । ରାଜ୍ୟ ପର୍ଯ୍ୟଟନ ଉନ୍ନୟନ ନିଗମ ପକ୍ଷରୁ ଏହି ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଅନଲାଇନ ଆବେଦନ ମଧ୍ୟ ଚାଲିଛି । ଆସନ୍ତାକାଲି ଏହି ଆବେଦନର ଶେଷ ତାରିଖ। ତେବେ ଶ୍ରୀକ୍ଷେତ୍ର ଭଳି ଆଧ୍ୟାତ୍ମିକ ରାଜଧାନୀରରେ ମଦର ପସରା ଖୋଲିବା ନିଷ୍ପତ୍ତିକୁ ବିଭିନ୍ନ ସ୍ତରରେ ବିରୋଧ କରାଯାଇଥିବା ବେଳେ ଏହା ଉପରେ ଆଲୋଚନା କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି। ସେପଟେ ପୁରୀ […]

Continue Reading