ଏଫ୍ ଏମ୍ ବିଶ୍ୱବିଦ୍ୟାଳୟର ନୂଆ କୁଳପତି ହେଲେ ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ
ଭୁବନେଶ୍ୱର: ବାଲେଶ୍ୱର ଫକୀର ମୋହନ ବିଶ୍ୱବିଦ୍ୟାଳୟର କୁଳପତି ଭାବେ ନିଯୁକ୍ତି ପାଇଛନ୍ତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ । ଆଜି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ତାଙ୍କୁ ଏହି ନିଯୁକ୍ତି ଦେଇଛନ୍ତି । ୪ ବର୍ଷ ପାଇଁ ସେ କୁଳପତି ଭାବେ କାମ କରିବେ । ପ୍ରଫେସର ତ୍ରିପାଠୀ ଉତ୍କଳ ବିଶ୍ୱବିଦ୍ୟାଳୟର ପିଏମ୍ଆଇଆର୍ ବିଭାଗରେ ପ୍ରାୟ ୩୦ ବର୍ଷ ହେଲା ଅଧ୍ୟାପନା କରିଛନ୍ତି । ଗତ ମାସରେ ସେ ବିଭାଗୀୟ ମୁଖ୍ୟ ଭାବେ ଅବସର ଗ୍ରହଣ କରିଥିଲେ […]
Continue Reading
