ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ସହ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା
ରାଉରକେଲା : ରାଉରକେଲାରେ ବିଭିନ୍ନ ଉନ୍ନୟନୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ 5T ସଚିବ ଭି.କେ ପାଣ୍ଡିଆନ୍ । ଗସ୍ତ ଅବସରରେ ରାଉରକେଲାରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ, ବିଜୁ ପଟ୍ଟନାୟକ ଇଣ୍ଡୋର ଷ୍ଟାଡିୟମ, ଫୁଟବଲ୍ ଖେଳ ସହ ଆଥ୍ଲେଟିକ୍ସ ପାଇଁ ନିର୍ମାଣାଧୀନ ବିର୍ସା ମୁଣ୍ଡା ଷ୍ଟାଡିୟମ ସହିତ ସାଇନ୍ସ ପାର୍କ ଏବଂ ପ୍ଲାନେଟାରିୟମ୍ କାର୍ଯ୍ୟ ବୁଲି ଦେଖିଛନ୍ତି ମୁଖ୍ୟ ଶାସନ ସଚିବ ଓ 5T ସଚିବ […]
Continue Reading
