କିଟ୍ ବିଶ୍ୱବିଦ୍ୟାଳୟର ୧୭ତମ ସମାବର୍ତ୍ତନ
ଭୁବନେଶ୍ଵର: ବିଗତ ବର୍ଷଗୁଡ଼ିକରେ ଅତିବାହିତ ହୋଇଥିବା ସମୟ ଏବଂ ୨୦୨୧ଠାରୁ ଆରମ୍ଭ ହୋଇଥିବା ସମୟ ମଧ୍ୟରେ ଏକ ବିରାଟ ପରିବର୍ତ୍ତନ ଦେଖା ଦେଇଛି। ଠିକ୍ ଏକ ଶତାବ୍ଦୀ ତଳେ ସ୍ପେନିସ୍ ଫ୍ଲୁ ଭଳି ଏକ ମାରାତ୍ମକ ମହାମାରୀ ସମଗ୍ର ବିଶ୍ୱକୁ କବଳିତ କରିଥିଲା। ଶହେବର୍ଷ ପରେ ଗତବର୍ଷ ବିଶ୍ୱ ଯେଉଁ ସଙ୍କଟମୟ ପରିସ୍ଥିତିର ସାମନା କଲା, ଏଥିରେ ସମସ୍ତ ଜନଜୀବନ ଓ ଜୀବିକା ସଂପୂର୍ଣ୍ଣ ପ୍ରଭାବିତ ହୋଇଥିଲା। ୨୦୨୧ ଆରମ୍ଭରୁ ସାମାନ୍ୟ ଆଶ୍ୱସ୍ତି ମିଳିଥିଲେ ମଧ୍ୟ କିଛି […]
Continue Reading
