ଗଞ୍ଜେଇ ଚୋରାଚାଲଣ ଅଭିଯୋଗରେ ୫ ଅଭିଯୁକ୍ତ ଗିରଫ
ମାଲକାନାଗିରି: ମାଲକାନାଗିରି ଜିଲ୍ଲା ପୋଲିସକୁ ସଫଳତା। ଗଂଜେଇ ଚୋରା ଚାଲଣ ଅଭିଯୋଗରେ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରିବା ସହ କୋର୍ଟ ଚାଲଣ କରିଛି ପୋଲିସ । ଗିରଫ ହୋଇଥିବା ୫ ଜଣଙ୍କ ମଧ୍ୟରେ ବୈପାରଗୁଡାର ଜଣେ ୱେବ ଚ୍ୟାନେଲର ସାମ୍ବାଦିକ ଥିବା ଖବର ସାମ୍ନାକୁ ଆସିଛି। ଜବତ ହୋଇଥିବା ୧୫୨୦ କିଲୋଗ୍ରାମ ଗଞ୍ଜେଇର ଆନୁମାନିକ ମୂଲ୍ୟ ପ୍ରାୟ ଦେଢ କୋଟି ଟଙ୍କା ହେବ ଚିତ୍ରକୋଣ୍ଡା ଏସ.ଡି.ପି.ଓ କହିଛନ୍ତି। ଏହି ଗଞ୍ଜେଇ ସବୁ ବଣ୍ଡାଘାଟିର ମୁଦୁଲିପଡା ଠାରୁ […]
Continue Reading