ସୁନ୍ଦରଗଡ଼ରେ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ ଓ 5T ସଚିବ
ଭୁବନେଶ୍ବର : ସୁନ୍ଦରଗଡ଼ରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ 5T ସଚିବ ଭି.କେ ପାଣ୍ଡିଆନ୍ । ଗସ୍ତ ଅବସରରେ କୁନ୍ଦୁକେଲାସ୍ଥିତ ୩୩/୧୧ କେଭି ବିଦ୍ୟୁତ ଗ୍ରୀଡ ସବ୍ଷ୍ଟେସନ, ଭେଡାବାହାଲ କୋଲ୍ କରିଡର, ଭବାନୀପୁର ଠାରେ ଆଧୁନିକ ବାଲା ମଡେଲରେ ନିର୍ମିତ ଅଙ୍ଗନବାଡୀ କେନ୍ଦ୍ର ଏବଂ କିଂଜିରିମା ସରକାରୀ ହାଇସ୍କୁଲର ରୂପାନ୍ତରଣ କାର୍ଯ୍ୟ ବୁଲି ଦେଖି 5T ସଚିବ । ଏହାସହ ଶିକ୍ଷା, ମହିଳା ଓ ଶିଶୁବିକାଶ, […]
Continue Reading
