ଉତ୍ତରାଖଣ୍ଡରେ ବର୍ଷା ବିତ୍ପାତ, ଭାଙ୍ଗିଲା ପୋଲ

ଉତ୍ତରାଖଣ୍ଡ: ବର୍ଷାରେ ଭାସିଗଲା ପୋଲ । ଉତ୍ତରା ଖଣ୍ଡରେ ବର୍ଷାର ତାଣ୍ଡବ ଲୀଳା ଦେଖିବାକୁ ମିଳିଛି। ପ୍ରବଳ ବର୍ଷା ଯୋଗୁଁ ଡେରାଡୁନକୁ ଋଷିକେଶ ସହ ସଂଯୋଗ କରୁଥିବା ପୋଲ ଓ ମାଲଦେବତା ସହସ୍ରଧାରି ଲିଙ୍କ ରୋଡ ନଦୀରେ ଭାସିଯାଇଛି।ରାଣୀପୋଖରୀ ଠାରେ ଏପରି ଅଘଟଣ ଘଟିିଛି। ଫଳରେ ଅନେକ ଗାଡି ଓ ଚାଳକ ଭାସିଯିବା ସହ ଅନେକ ଗାଡି କ୍ଷତିଗ୍ରସ୍ତ ହୋଇଛି। SDRFଟିମ୍ ଘଟଣା ସ୍ଥଳରେ ପହଁଚି ନିଖୋଜଙ୍କୁ ଉଦ୍ଧାର କରିବାରେ ଲାଗିଛି। ଉତ୍ତରା ଖଣ୍ଡର ୫ ଟି ଜିଲ୍ଲା […]

Continue Reading

ସେପ୍ଟେମ୍ବର ୧ରୁ ମୌସୁମୀ ଅଧିବେଶନ; ସମସ୍ତ ସଦସ୍ୟଙ୍କ ଆଣ୍ଟିବଡି ଟେଷ୍ଟ

ଭୁବନେଶ୍ବର : ଆସନ୍ତା ସେପ୍ଟେମ୍ବର ପହିଲାରୁ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ । ଏହା ପୂର୍ବରୁ ଆସିଛି ଶେଷ ହୋଇଛି ସର୍ବଦଳୀୟ ବୈଠକ । ବାଚସ୍ପତି ସୂର୍ଯ୍ୟ ନାରାୟଣଙ୍କ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି ସର୍ବଦଳୀୟ ବୈଠକ । ସୁରୁଖୁରୁରେ କିପରି ମୌସୁମୀ ଅଧିବେଶନ ଚାଲିବ ସେନେଇ ସର୍ବଦଳୀୟ ବୈଠକରେ ଆଲୋଚନା ହୋଇଛି । ସେପ୍ଟେମ୍ବର ୧ରୁ ୯ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଅଧିବେଶନରେ ମୋଟ ଦିନକୁ ୫ଘଣ୍ଟା ଚାଲିବ ଗୃହକାର୍ଯ୍ୟ । ସକାଳ […]

Continue Reading

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା- ‘SCBରେ ଇକମୋ ଚିକିତ୍ସା ମାଗଣା’

ଭୁବନେଶ୍ଵର: କଟକ ଏସସିବିରେ ଆଜି ଇକମୋ ଚିକିତ୍ସାର ଲୋକାପର୍ଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବନୀ ପଟ୍ଟନାୟକ । ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ୯ଟି ଇକମୋ ମେସିନ୍ ଉତ୍ସର୍ଗ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି ଯେ, ‘କଟକ ଏସସିବି ପୂର୍ବ ଭାରତର ଇକମୋ ହବ୍ । ଗୁରୁତର କୋଭିଡ ରୋଗୀଙ୍କୁ ଆଉ ବାହାରକୁ ଯିବାକୁ ପଡିବ ନାହିଁ । ଏହି ଚିକିତ୍ସା ବହୁତ ମହଙ୍ଗା ହୋଇଥିବା ବେଳେ ରାଜ୍ୟ ସରକାର ଏହାକୁ ମାଗଣାରେ ଯୋଗାଇଦେବେ । ଏଥିରେ ଯାହା ବି […]

Continue Reading

ଆସୁଛି ଲଘୁଚାପ ! ଏହି ଜିଲ୍ଲାଗୁଡିକୁ ଦିଆଗଲା ସତର୍କ ସୂଚନା

ଭୁବନେଶ୍ୱର: ଆସନ୍ତା ୩୦ ତାରିଖ ସୁଦ୍ଧା ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଲଘୁଚାପ ସୃଷ୍ଟିହେବାର ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଅନେକ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ହୋଇଛି । ଏହା ସହ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ପାଇଁ ୧୧ ଜିଲ୍ଲା ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ୧୧ଟି ଜିଲ୍ଲାରେ […]

Continue Reading

କାଣ୍ଡ କରିବା ପରେ ପଶ୍ଚାତାପ କରୁଛନ୍ତି BIDEN

ନୂଆଦିଲ୍ଲୀ: ଆଫଗାନିସ୍ତାନରୁ ନିଜର ସେନାକୁ ଫେରାଇବାର ନିଷ୍ପତ୍ତି ପାଇଁ ପଶ୍ଚାତାପ କରୁଛନ୍ତି ଜୋ ବିଡେନ୍ । ଗୁରୁବାର କାବୁଲ ବିମାନ ବନ୍ଦର ବାହାରେ ବିସ୍ଫୋରଣ ରେ ୧୩ ଜଣ ଆମେରିକୀୟ ଯବାନ ପ୍ରାଣ ହରାଇଥିବା ବେଳେ ଦୁଃଖ ପ୍ରକାଶ କରିଛନ୍ତି ବିଡେନ୍ । ବିଗତ ଦଶନ୍ଧି ମଧ୍ୟରେ ଏହା ଆମେରିକାର ସବୁଠାରୁ ବଡ କ୍ଷତି ଭାବରେ ବିବେଚନା କରାଯାଉଛି । ଗୁରୁବାର ସନ୍ଧ୍ୟାରେ ଦୁଇଟି ଆକ୍ରମଣ କରାଯାଇଥିବା ବେଳେ ମଧ୍ୟରାତ୍ରରେ ଆଉ ଏକ ଆକ୍ରମଣ କରାଯାଇଥିଲା । […]

Continue Reading

ବ୍ଲୁ ଫ୍ଲାଗ୍ ବିଚ୍ କୁ ସୁର ରାଉତରାୟଙ୍କ ବିରୋଧ

ପୁରୀ: ପୁରୀ ସମୁଦ୍ର କୁଳ ବ୍ଲୁ ଫ୍ଲାଗ୍ ବିଚ୍ କୁ ବିରୋଧ କରିଛନ୍ତି ଜଟଣୀ ବିଧାୟକ ସୁର ରାଉତରାୟ। ସେ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ବେଳାଭୂମି ସୁରକ୍ଷା ସମିତି ବୈଠକରେ ଯୋଗଦେଇଥିଲେ। ସେଠାରେ ସେ ରାଜ୍ୟ ସରକାରଙ୍କ ପୁରୀ ସମୁଦ୍ରକୂଳ ବ୍ଲୁ ଫ୍ଲାଗ୍ ବିଚ୍ ଯୋଜନାକୁ ସମାଲୋଚନା କରିଥିଲେ। ବ୍ୟବସାୟୀ ମାନେ ସମୁଦ୍ର ଉପରେ ନିର୍ଭର କରି ଚଳନ୍ତି। ହେଲେ ବ୍ଲୁ ଫ୍ଲାଗ୍ ବିଚ୍ ହେବା ଦ୍ୱାରା ସମୁଦ୍ରକୂଳରେ ବେପାର କରୁଥିବା ହଜାର ହଜାର ବ୍ୟବସାୟୀ […]

Continue Reading

ସୋଆକୁ “ୱାନ୍ ଡିଷ୍ଟ୍ରିକ୍ଟ ୱାନ୍ ଗ୍ରୀନ୍ ଚାମ୍ପିଅନ୍”ସମ୍ମାନ

ଭୁବନେଶ୍ୱର: ସୋଆକୁ “ୱାନ୍ ଡିଷ୍ଟ୍ରିକ୍ଟ ୱାନ୍ ଗ୍ରୀନ୍ ଚାମ୍ପିଅନ୍” ସମ୍ମାନ । ସ୍ୱଚ୍ଛତା ଆକ୍ସନ୍ ପ୍ଲାନ୍ କାର୍ଯ୍ୟକ୍ରମରେ ଉତ୍ତମ ପାରଦର୍ଶିତା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)କୁ “ୱାନ୍ ଡିଷ୍ଟ୍ରିକ୍ଟ ୱାନ୍ ଗ୍ରୀନ୍ ଚାମ୍ପିଅନ୍” ପୁରସ୍କାର ପ୍ରଦାନ କରାଯାଇଛି। ଶିକ୍ଷା ମନ୍ତ୍ରଣାଳୟ ଅଧିନସ୍ଥ ମହାତ୍ମା ଗାନ୍ଧି ନାସନାଲ କାଉନ୍ସିଲ୍ ଅଫ୍ ରୁରାଲ୍ ଏଜୁକେସନ୍ ପକ୍ଷରୁ ପୁରସ୍କାର ଦିଆଯାଇଛି। ଖୋର୍ଦ୍ଧାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସୋଆ ଏନ୍ଏସ୍ଏସ୍ ସଂଯୋଜକ ଏବଂ ୟୁନିଭର୍ସିଟି ଆଉଟ୍ ରିଚ୍ ପ୍ରୋଗ୍ରାମ୍ ନିର୍ଦ୍ଦେଶକ ପ୍ରଫେସର […]

Continue Reading

ପରଲୋକରେ ଇଂଲଣ୍ଡର ମହାନ କ୍ରିକେଟର ଟେଡ ଡେକ୍ସଟର

ଲଣ୍ଡନ: ଇଂଲଣ୍ଡ କ୍ରିକେଟର ମହାନ ଖେଳାଳି ଟେଡ ଡେକ୍ଟଟରଙ୍କୁ ଆଜି ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ଇଂଲଣ୍ଡର ଏହି ପୂର୍ବତନ ଅଧିନାୟକଙ୍କ ବୟସ ୮୬ ବର୍ଷ ହୋଇଥିଲା । ଏହି ଅଲରାଉଣ୍ଡରଜଣକ ୧୯୫୮ ଆନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିବା ସହ ଓଭରାଲ ୬୨ଟି ଟେଷ୍ଟ ମ୍ୟାଚ ଖେଳିଥିଲେ । ୧୯୬୧-୬୨ ମଧ୍ୟରେ ଇଂଲଣ୍ଡର ଅଧିନାୟକ ଦାୟିତ୍ୱ ତୁଲାଇଥିଲେ । ରାଜନୀତିରେ ଯୋଗ ଦେବା ପାଇଁ ସେ କ୍ରିକେଟରୁ ଦୂରେଇ ଯାଇଥିଲେ । ତାଙ୍କ ବିୟୋଗରେ ଆଇସିସି […]

Continue Reading

ପତ୍ନୀଙ୍କ ସହ ବଳପୂର୍ବକ ଶାରୀରିକ ସମ୍ପର୍କ ଦୁଷ୍କର୍ମ ନୁହେଁ: ହାଇକୋର୍ଟ

ରାୟପୁର: ପତ୍ନୀଙ୍କ ସହ ବଳପୂର୍ବକ ଶାରୀରିକ ସମ୍ପର୍କ ଦୁଷ୍କର୍ମ ନୁହେଁ ବୋଲି ଛତିଶଗଡ ହାଇକୋର୍ଟ କହିଛନ୍ତି । ଦାମ୍ପତ୍ୟ ଦୁଷ୍କର୍ମ ଅଭିଯୋଗ ମାମଲାର ଏକ ଶୁଣାଣୀ କରି ମାନ୍ୟବର କୋର୍ଟ ଏହି ରାୟ ଶୁଣାଇବା ସହ ଅଭିଯୁକ୍ତ ବ୍ୟକ୍ତିଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି । ଆଇନଗତ ଉପାୟରେ ବିବାହ ହୋଇଥିବ ଏବଂ ପତ୍ନୀଙ୍କ ବୟସ ୧୮ ବର୍ଷରୁ ଊର୍ଦ୍ଧ୍ୱ ହୋଇଥିଲେ ସ୍ୱାମୀଙ୍କ ବଳପୂର୍ବକ ସମ୍ପର୍କକୁ ଦୁଷ୍କର୍ମ ବିବେଚନା କରାଯିବ ନାହିଁ । ଉପରୋକ୍ତ ବ୍ୟକ୍ତିଜଣଙ୍କୁ ଦୁଷ୍କର୍ମ ମାମଲାରେ […]

Continue Reading

ଯୁବକଙ୍କ ମୃତଦେହ ଉଦ୍ଧାର

ଯାଜପୁର: ଜାମ୍ମୁକୋଳି ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ବିଂଝାରପୁର ଥାନା ଶିଶିରଣା ଗାଁ ନିକଟରେ ଥିବା ଜାମ୍ମୁ କୋଳି ଗଛରେ ମୃତଦେହ ଝୁଲୁଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ମୃତ ଯୁବକ ଜଣକ ହେଇଛନ୍ତି ରାମ ମଲ୍ଲିକଙ୍କ ପୁଅ ଅଞ୍ଜନ ମଲ୍ଲିକ। ପାରିବାରିକ କଳହ କାରଣରୁ ଯୁବକଙ୍କ ମୃତ୍ୟୁ ହୋଇଥାଇପାରେ ବୋଲି ସନ୍ଦେହ କରାଯାଉଛି।ସୂଚନା ଅନୁସାରେ ଅଞ୍ଜନ ଆନ୍ଦ୍ରପ୍ରଦେଶର ଏକ ଘରୋଇ କମ୍ପାନୀରେ କାମ କରୁଥିଲ। କିଛି ମାସ ତଳେ ସେ ବିବାହ […]

Continue Reading