‘ଆୟୁଷ୍ମାନ୍ ଭାରତ ଡିଜିଟାଲ୍ ମିଶନ୍’ର ଶୁଭାରମ୍ଭ, ପ୍ରତି ନାଗରିକଙ୍କୁ ମିଳିବ ID
ନୂଆଦିଲ୍ଲୀ: ସାରା ଦେଶରେ ଡିଜିଟାଲ ସ୍ୱାସ୍ଥ୍ୟ ମିଶନ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆୟୁଷ୍ମାନ ଭାରତ ଡିଜିଟାଲ ମିଶନ ଆରମ୍ଭ କରିଛନ୍ତି । ସରକାର ଏହି ମିଶନକୁ ଐତିହାସିକ ବୋଲି କହିଛନ୍ତି । ଏହା ଅଧୀନରେ ପ୍ରତ୍ୟେକ ନାଗରିକଙ୍କର ସ୍ୱାସ୍ଥ୍ୟ ପରିଚୟ ରହିବ । ଏହି କାର୍ଡ ସଂପୂର୍ଣ୍ଣ ଡିଜିଟାଲ୍ ହେବ ଯାହା ଆଧାର କାର୍ଡ ପରି ଦେଖାଯିବ । ୨୦୨୦ ଅଗଷ୍ଟ ୧୫ ତାରିଖରେ ଲାଲ୍ କିଲ୍ଲା ପ୍ରାଚୀର […]
Continue Reading
