ଆସିଲା ନଭେମ୍ବର ଗାଇଡଲାଇନ: ବଳବତ୍ତର ରହିବ ନାଇଟ କର୍ଫ୍ୟୁ
ଭୁବନେଶ୍ୱର: ଆସିଲା ନଭେମ୍ବର ଗାଇଡଲାଇନ । ନଭେମ୍ବର ମାସ ପାଇଁ ଗାଇଡଲାଇନ ଜାରି କଲେ ରାଜ୍ୟ ସରକାର । ନଭେମ୍ବର ୧ରୁ ଡିସେମ୍ବର ଡିସେମ୍ବର ୧ ଯାଏଁ ବଳବତ୍ତର ରହିବ ଗାଇଡଲାଇନ । ପୌରାଞ୍ଚଳରେ ବଳବତ୍ତର ରହିବ ନାଇଟ କର୍ଫ୍ୟୁ । ରାତି ୧୦ରୁ ସକାଳ ୫ଟା ଯାଏଁ ରହିବ କର୍ଫ୍ୟୁ । ରାଜ୍ୟରେ କୌଣସି ସ୍ଥାନରେ ସପ୍ତାହାନ୍ତ ସଟଡାଉନ ଲାଗୁ ହେବ ନାହିଁ । ସକାଳ ୫ଟାରୁ ରାତି ୧୦ଟା ଯାଏଁ ସବୁ ଖୋଲା ରହିବ […]
Continue Reading