ଜିଓ ଉନ୍ମୋଚନ କଲା ‘ମେକିଂ ଅଫ୍ ଜିଓଫୋନ୍ ନେକ୍ସଟ୍’ ଭିଡିଓ
ନୂଆଦିଲ୍ଲୀ: ଦୀପାବଳୀ ପୂର୍ବରୁ ରିଲାଏନ୍ସ ଜିଓ ପକ୍ଷରୁ ‘ମେକିଂ ଅଫ୍ ଜିଓଫୋନ ନେକ୍ସଟ’ ଭିଡିଓ ରିଲିଜ୍ କରାଯାଇଛି । ଏହି କ୍ଷୁଦ୍ର ଭିଡିଓରେ ଚଳିତ ସମୟର ଅନ୍ୟତମ ସର୍ବାଧିକ ପ୍ରତୀକ୍ଷିତ ଫୋନ ‘ଜିଓଫୋନ ନେକ୍ସଟ୍’ ପ୍ରଚଳନ କରିବାର ଲକ୍ଷ୍ୟ ବିଷୟରେ ଜଣାଯାଇଛି। ପ୍ରତ୍ୟେକ ଭାରତୀୟଙ୍କୁ ଡିଜିଟାଲ ସଂଯୋଗ ଯୋଗାଇବାକୁ ନିଜର ସୁଦୂର ପ୍ରସାରୀ ଲକ୍ଷ୍ୟକୁ ଦୋହରାଇଲା ଜିଓ। ମାତ୍ର ୫ ବର୍ଷ ମଧ୍ୟରେ ଜିଓ ଭାରତରେ ଘରେ ଘରେ ପରିଚିତ ଏକ ନାମ ହୋଇପାରିଛି । ୪୩୦ […]
Continue Reading
