ଚିନ୍ତା ବଢାଇଲା ଓମିକ୍ରନ: ଦକ୍ଷିଣ ଆଫ୍ରିକା ଫେରନ୍ତା ୬ ଜଣ କରୋନା ଆକ୍ରାନ୍ତ

ମୁମ୍ବାଇ: ଦକ୍ଷିଣ ଆଫ୍ରିକାରୁ ଫେରିଥିବା ବ୍ୟକ୍ତିଙ୍କ ମଧ୍ୟରୁ ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଡୋମ୍ବିଭଲି ଥାନେରୁ ପ୍ରଥମ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସଂସ୍ପର୍ଶରେ ଆସିଥିବା ୬ ଜଣଙ୍କ ରିପୋର୍ଟ ମଧ୍ୟ ପଜିଟିଭ୍ ଆସିଛି । ସମସ୍ତଙ୍କ ନିକଟରେ କରୋନାର ସାମାନ୍ୟ ଲକ୍ଷଣ ରହିଥିବା ବେଳେ ଏହା ଓମିକ୍ର୍ରନ କି ନାହିଁ ତାହା ଏଯାଏଁ ସ୍ପଷ୍ଟ ହୋଇନାହିଁ । ଚିହ୍ନଟ ହୋଇଥିବା ବ୍ୟକ୍ତି ଜଣକ ନଭେମ୍ବର ୨୪ ତାରିଖରେ ଦକ୍ଷିଣ ଆଫ୍ରିକାରୁ ଫେରିଥିଲେ […]

Continue Reading

ଡିସେମ୍ବର ପାଇଁ ଆସିଲା କରୋନା Guideline: ହେବନି ଜିରୋ ନାଇଟ୍ ସେଲିବ୍ରେସନ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପକ୍ଷରୁ ମଙ୍ଗଳବାର ଡିସେମ୍ବର ପାଇଁ କରୋନା ଗାଇଡଲାଇନ ପ୍ରକାଶ ପାଇଛି । ଏହି ଗାଇଡ ଲାଇନ ଅନୁସାରେ ପୂର୍ବପରି ନାଇଟ କର୍ଫ୍ୟୁ ବଳବତ୍ତର ରହିବ । ଡିସେମ୍ବର ୧ରୁ ୩୧ ତାରିଖ ପର୍ଯ୍ୟନ୍ତ ଏହି ଗାଇଡ ଲାଇନ କାର୍ଯ୍ୟକାରୀ ହେବ । ନୂଆବର୍ଷ ଅବସରରେ ଜିରୋ ନାଇଟ ସେଲିବ୍ରେସନ ଉପରେ ବାରଣ କରାଯାଇଛି । ସଂକ୍ରମଣ ବୃଦ୍ଧି ଆଶଙ୍କାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି କଟକଣା ରଖାଯାଇଛି । ହୋଟେଲ, ରେଷ୍ଟୁରାଣ୍ଟ, କ୍ଲବ […]

Continue Reading

ପୁଣି ଚର୍ଚ୍ଚାରେ ଅମିଷା ପଟେଲ, ଏଥର ଗିରଫ ହୋଇପାରନ୍ତି !

ମୁମ୍ବାଇ: ଗିରଫ ହୋଇପାରନ୍ତି ଅଭିନେତ୍ରୀ ଅମିଷା ପଟେଲ । ଚେକ ବାଉନ୍ସ ମାମଲାରେ ତାଙ୍କୁ କୋର୍ଟରେ ହାଜର ହେବାକୁ ସୋମବାର ଭୋପାଳ କୋର୍ଟ ନୋଟିସ୍ ଜାରି କରିିଛନ୍ତି । ମିଳିଥିବା ରିପୋର୍ଟ ଅନୁଯାୟୀ ଫିଲ୍ମ ନିର୍ମାଣ କରିବା ଲାଗି ଅଭିନେତ୍ରୀ ଅମିଷା ୟୁଟିଏଫ୍ ଟେଲିଫିଲ୍ମସ୍ ପ୍ରାଇଭେଟ୍ ଲିମିଟେଡ୍ ନାମକ ଏକ କମ୍ପାନୀରୁ ମୋଟା ଅଙ୍କର ଅର୍ଥ ଉଦ୍ଧାର ଆଣିଥିଲେ । ହେଲେ ଟଙ୍କା ପଇଠ କରିବା ସମୟରେ ଅମିଷାଙ୍କର ୩୨.୨୫ ଲକ୍ଷ ଟଙ୍କାର ଚେକ୍ ବାଉନ୍ସ ହୋଇଥିଲା […]

Continue Reading

କଙ୍ଗନାଙ୍କୁ ପୁଣି ହତ୍ୟା ଧମକ

ମୁମ୍ବାଇ : ବଲିଉଡର ପଙ୍ଗା କୁଇନଙ୍କ ପିଛା ଛାଡୁନି ବିବାଦ । ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତଙ୍କୁ ହତ୍ୟା କରିବା ନେଇ ଧମକ ମିଳୁଥିବାରୁ ଏନେଇ ଥାନାରେ ଅଭିଯୋଗ କରିଛନ୍ତି କଙ୍ଗନା । ଏହି ଅଭିଯୋଗର କପି ମଧ୍ୟ ସୋସିଆଲ ମିଡିଆରେ ସେୟାର କରିଛନ୍ତି କଙ୍ଗନା । କଙ୍ଗନା ତାଙ୍କ ଇଷ୍ଟାଗ୍ରାମ ପୋଷ୍ଟରେ ଲେଖିଛନ୍ତି ଯେ ମୁମ୍ବାଇରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ସହିଦ ହୋଇଥିବା ଯବାନମାନଙ୍କୁ ମୁଁ ଲେଖିଥିଲି କି ଦେଶଦୋହୀ ଆତଙ୍କବାଦୀଙ୍କୁ କେତେବେଳେ କ୍ଷମା କରାଯାଇପାରିବ […]

Continue Reading

ସ୍ୱାସ୍ଥ୍ୟଭିତ୍ତିଭୂମିକୁ ସୁଦୃଢ଼ କରିବାକୁ ପରାମର୍ଶ: ବୈଠକ ପରେ ଡ଼ାକ୍ତର ରମାରମଣ ମହାନ୍ତିଙ୍କ ପ୍ରତିକ୍ରିୟା

ଭୁବନେଶ୍ୱର: ନୂଆ ଭ୍ୟାରିଆଣ୍ଟ ଓମିକ୍ରନକୁ ନେଇ ସତର୍କ କଲେ କେନ୍ଦ୍ର ସରକାର । ଆଜି କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କ ସହିତ ଓମିକ୍ରନ ପ୍ରସଙ୍ଗରେ ବୈଠକ କରିଛନ୍ତି । ବୈଠକ ପରେ ଡ଼ିଏମଇଟି ରମାରମଣ ମହାନ୍ତି କହିଛନ୍ତି, ଯେଉଁମାନେ ଓମିକ୍ରନ ସଂକ୍ରମିତ ଦେଶରୁ ଆସିଛନ୍ତି ସେମାନଙ୍କ ଆରଟିପିସିଆର ଟେଷ୍ଟ ହେବ । ନେଗେଟିଭ ବାହାରୁଥିବା ବ୍ୟକ୍ତିଙ୍କୁ ସାତଦିନ ଆଇସୋଲେସନରେ ରଖାଯିବ । ସାତଦିନ ପରେ ଆରଟିପିସିଆର ଟେଷ୍ଟ କରାଯିବ । ଯେଉଁମାନେ ପଜିଟିଭ ବାହାରିଥିବେ ସେମାନଙ୍କ କଣ୍ଟ୍ରାକ୍ଟ […]

Continue Reading

ପୁନର୍ବାର ଘୁଂଚିଲା ରଣବୀର-ଆଲିୟାଙ୍କ ବିବାହ

ମୁମ୍ବାଇ: ବଲିଉଡ ଅଭିନେତା ରଣବୀର କାପୁର ଓ ଆଲିୟା ଭଟ୍ଟଙ୍କ ବିବାହ ତାରିଖ ବାରମ୍ବାର ପରିବର୍ତନ ହେବାରେ ଲାଗିଛି । ରିପୋର୍ଟ ମୁତାବକ ଏବେ ଏହାକୁ ଡିସେମ୍ବର ୨୦୨୨କୁ ଘୁଂଚାଇ ଦିଆଯାଇଛି । ପ୍ରଥମେ ଏହି ଚର୍ଚ୍ଚିତ ଯୋଡି ଡିସେମ୍ବର ୨୦୨୧ରେ ବିବାହ କରିବେ ବୋଲି ସ୍ଥିର ହୋଇଥିଲା । ଏହା ପରେ ସେପ୍ଟେମ୍ବର ୨୦୨୧କୁ ଘୁଂଚା ଯାଇଥିଲା । ଉଭୟଙ୍କ ପାଖରେ ଏବେ ଅନେକ କାମ ଥିବାରୁ ସେମାନଙ୍କ ନିକଟରେ ସମୟର ଅଭାବ ରହିଛି । […]

Continue Reading

ଆଇପିଏଲ ୨୦୨୨: ୭ଟି ଟିମ ଷ୍ଟାର ଖେଳାଳିଙ୍କୁ ବଜାୟ ରଖିଲେ !

ମୁମ୍ବାଇ: ୨୦୨୨ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । କ୍ରିକଇନଫୋରେ ପ୍ରକାଶିତ ଖବର ଅନୁସାରେ ୭ଟି ଟିମ ସେମାନଙ୍କ ଷ୍ଟାର ଖେଳାଳିଙ୍କୁ ବଜାୟ ରଖିଛନ୍ତି । ତେବେ ଏଥିନେଇ ସେମାନେ ବିଧିବଦ୍ଧ କୌଣସି ଘୋଷଣା କରି ନାହାନ୍ତି ।ଚେନ୍ନାଇ ସୁପର କିଙ୍ଗସ: ରବୀନ୍ଦ୍ର ଜାଡେଜା, ମହେନ୍ଦ୍ର ସିଂ ଧୋନୀ, ଋତୁରାଜ ଗାଏକ୍ୱାଡ, ମୋଇନ ଅଲୀ ।କୋଲକାତା ନାଇଟ ରାଇଡର୍ସ: ସୁନୀଲ ନାରିନ, ଆନ୍ଦ୍ରେ ରସେଲ, ବରୁଣ ଚକ୍ରବର୍ତି, ଭେଙ୍କେଟେଶ ଆୟାର ।ସନରାଇଜର୍ସ ହାଇଦ୍ରାବାଦ: କେନ […]

Continue Reading

ମାମୁଁ ଘର କୂଅରେ ବୁଡି ଭଣଜାର ଜୀବନ ଗଲା

ନରସିଂହପୁର : କୂଅରେ ବୁଡି ନାବାଳକର ଜୀବନ ଗଲା । ମାମୁଁ ଘରକୁ ବୁଲିବାକୁ ଯାଇଥିଲା ଭଣଜା । ହେଲେ କାଳ ହୋଇ ବସିଥିଲା ଯମ । ନରସିଂହପୁର କାନପୁର ଥାନା ଅନ୍ତର୍ଗତ ଗୋଡିବନ୍ଧ ଗାଁ ର ଶ୍ରୀକାନ୍ତ ବେହେରାଙ୍କ ପୁଅ ଜ୍ଞାନରଞ୍ଜନ ବେହେରା । ତାଙ୍କୁ ବୟସ ୮ ବର୍ଷ ହେବ । ଜ୍ଞାନ ନରସିଂହପୁର ଥାନା ଅନ୍ତର୍ଗତ ପାଇକପଡାପାଟଣା ଗାଁରେ ଥିବା ନିଜ ମାମୁଁ ମାଧବାନନ୍ଦ ବେହେରାଙ୍କ ଘରକୁ ବୁଲିବା ପାଇଁ ଆସିଥିଲୋ ହେଲେ […]

Continue Reading

ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖ ସକାଳେ ଓଡିଶା ଉପକୂଳକୁ ଛୁଇଁବ

ଭୁବନେଶ୍ୱର : ଆସୁଛି ବାତ୍ୟା ‘ଜଓ୍ୱାଦ’ । ଏନେଇ ସ୍ପଷ୍ଟ କରଛି ପାଣିପାଗ କେନ୍ଦ୍ର । ୧୨ ଘଣ୍ଟାରେ ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଲଘୁଚାପ । ଏହାପରେ ଦୁଇ ତାରିଖ ସୁଦ୍ଧା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ଏହା ଅବପାତର ରୂପ ନେବ । ଏହାପରେ ୨୪ ଘଣ୍ଟାରେ ଆହୁରୀ ଘନିଭୂତ ହୋଇ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ସାମୁଦ୍ରିକ ଝଡରେ ପରିଣତ ହେବ । ୪ ତାରିଖ ସକାଳ ସୁଦ୍ଧା ବାତ୍ୟା ଆନ୍ଧ୍ର […]

Continue Reading

ଜାନୁଆରୀ ୫ ତାରିଖକୁ ଘୁଞ୍ଚିଲା ଦଶମ ଶ୍ରେଣୀର ସମେଟିଭ୍ ୧ ପରୀକ୍ଷା

ଭୁବନେଶ୍ୱର : ଘୁଞ୍ଚିଲା ଦଶମ ଶ୍ରେଣୀ ସମେଟିଭ୍ -୧ ପରୀକ୍ଷା । ଜାନୁଆରୀ ୫ ତାରିଖକୁ ଘୁଞ୍ଚିଲା ଦଶମ ଶ୍ରେଣୀର ସମେଟିଭ୍ ୧ ପରୀକ୍ଷା । ଏନେଇ ମାଧ୍ୟମିକ ଶିକ୍ଷା ପରିଷଶଦ ପକ୍ଷରୁ ସୂଚନା ମିଳିଛି । ଜାନୁଆରୀ ୫ ରୁ ୮ ଯାଏ ଚାଲିବ ବୋଲି ଜଣାପଡିଛି । ମାଧ୍ୟମିକ ଶିକ୍ଷା ପରିଷଦ ଓଡିଶାର ଉପସଭାପତି ନିହାର ରଞ୍ଜନ ମହାନ୍ତିଙ୍କ ସୂଚନା ଅନୁସାରେ ପରୀକ୍ଷା ପାଇଁ ଡାଟାବେସ୍ ପ୍ରସ୍ତୁତି ଚାଲିଛି । ଏଥିପାଇଁ ଫର୍ମ ଫିଲପ […]

Continue Reading