କୋଭିଡ଼ କଟକଣାରେ ଚାଲିବ ବିଧାନସଭା ଶୀତ ଅଧିବେଶନ
ଭୁବନେଶ୍ୱର: କୋଭିଡ଼ କଟକଣା ଭିତରେ ଚାଲିବ ବିଧାନସଭା । ଆସନ୍ତା ୧ତାରିଖରୁ ରାଜ୍ୟ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବାକୁ ଥିବାବେଳେ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ କଟକଣା ଦୃଷ୍ଟିରୁ ପୂର୍ବ ଅଧିବେଶନ ପରି କଟକଣା ଜାରି ରହିବ । ବିଧାନସଭା ସଦସ୍ୟମାନେ ଗୃହରେ ବସିବା ସହ ବାଚସ୍ପତି ଗ୍ୟାଲେରୀ, ପବ୍ଲିକ ଗ୍ୟାଲେରୀ, ଲୋକସେବା ଭବନରୁ ଯୋଗଦେଇପାରିବେ । ଏନେଇ ଆଜି ବିଧାନସଭା ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୂଚନା ଦେଇଛନ୍ତି । ଅଧିବେଶନ ପୂର୍ବରୁ ସମସ୍ତ […]
Continue Reading
