ଇନ୍ଦିରା ଗାନ୍ଧିଙ୍କ ବିରୋଧରେ ମାନହାନିକର ମନ୍ତବ୍ୟ ଦେଇ ପୁଣି ଅଡୁଆରେ କଙ୍ଗନା

ନୂଆଦିଲ୍ଲୀ : ପୁଣି ବିବାଦରେ କଙ୍ଗନା ରାଣାଓ୍ବତ । ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧିଙ୍କ ବିରୋଧରେ ନକରାତ୍ମକ ମନ୍ତବ୍ୟ ଦେଇ ବିବାଦ ଘେରକୁ ଆସିଛନ୍ତି କଙ୍ଗନା । ସେ କହିଛନ୍ତି, ଇନ୍ଦିରା ନିଜ ଜୋତାରେ ମଶାଙ୍କୁ ଦଳିବା ପରି ଶିଖମାନଙ୍କୁ ଦଳି ଦେଇଥିଲେ । ଆଉ ଆଜି ସରକାରଙ୍କ ଉପରେ ଖଲିସ୍ତାନୀ ଆତଙ୍କବାଦୀମାନେ ଚାପ ପ୍ରୟୋଗ କରୁଛନ୍ତି । ନିଜ ଇଚ୍ଛାନୁସାରେ ପରିଚାଳିତ କରିବାକୁ ଚାହୁଁଛନ୍ତି । ମାତ୍ର ଆମେ ଜଣେ ମହିଳାଙ୍କୁ ଭୁଲି ଯିବା ଉଚିତ […]

Continue Reading

ପଟିଆଲାରୁ ଲଢ଼ିବେ କ୍ୟାପ୍ଟେନ ଅମରିନ୍ଦର

ଅମୃତସର: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପ୍ଟେନ ଅମରିନ୍ଦର ସିଂ ଆଗାମୀ ବିଧାନସଭା ନିର୍ବାଚନରେ ପଟିଆଲାରୁ ଲଢ଼ିବେ ବୋଲି ଘୋଷଣା କରିଛନ୍ତି । କ୍ୟାପ୍ଟେନଙ୍କ ଗଡ ଭାବେ ପରିଚିତ ପଟିଆଲାରେ ସେ ୪ଥର ବିଜୟ ହାସଲ କରିଛନ୍ତି । ୪୦୦ ବର୍ଷ ହେଲା ଏହା ଆମ ପରିବାର ସହିତ ରହିଛି । ଆଉ ନବଜୋତ ସିଂ ସିଦ୍ଧୁଙ୍କ ପାଇଁ ମୁଁ ଏହାକୁ ଛାଡି ପାରିବି ନାହିଁ । ୨୦୧୭ରେ ଅମରିନ୍ଦରଙ୍କ ନେତୃତ୍ୱରେ କଂଗ୍ରେସ ପଞ୍ଜାବ ବିଧାନସଭା ନିର୍ବାଚନ ଜିତିଥିଲା […]

Continue Reading

ଏସଟିଏଫ୍ ପଞ୍ଝାରେ ବାଘଛାଲ ବେପାରୀ

ବୌଦ୍ଧ : ଏସଟିଏଫ୍ ପଞ୍ଝାରେ ବାଘଛାଲ ବେପାରୀ। ବୌଦ୍ଧ ଜିଲ୍ଲା କଣ୍ଟାମାଳ ରେଞ୍ଜ ଅଞ୍ଚଳରୁ କଲରାପତରିଆ ବାଘ ଛାଲ ଜବତ ହୋଇଛି। ଏହା ସହ ଜଣେ ଅଭିଯୁକ୍ତ ଗିରଫ ହୋଇଛି। ଗିରଫ ହୋଇଥିବା ଅଭିଯୁକ୍ତ ହେଲେ ତରୁଘାଟ ଅଞ୍ଚଳର ସଚିତନ୍ ନାଏକ। ବୌଦ୍ଧ କନ୍ଧମାଳ ସୀମାନ୍ତରେ ବାଘଛାଲ ବିକ୍ରି ପାଇଁ ଡିଲ ଚାଲିଥିବା ସମୟରେ ଏସଟିଏଫ ଏବଂ ବନ ବିଭାଗ ପକ୍ଷରୁ କୌଣସି ଏକ ସୂତ୍ରରୁ ଖବର ପାଇ ଚଢ଼ାଉ କରାଯାଇଥିଲା। ସଚିତନକୁ ଅଟକ ରଖି ପଚରାଉଚରା […]

Continue Reading

ପ୍ରଶଂସକଙ୍କୁ ଆଲର୍ଟ କଲେ ଗୋବିନ୍ଦା, ଲକ୍ଷ୍ନୌ କାର୍ଯ୍ୟକ୍ରମ ସମ୍ପୂର୍ଣ୍ଣ ମିଛ

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦା ତାଙ୍କ ନାମରେ ପ୍ରକାଶିତ ଏକ ବିଜ୍ଞାପନ ଦେଖି ଚକିତ ହୋଇ ପଡିଥିଲେ । ଏହି ବିଜ୍ଞାପନରେ ୨୦ ଡିସେମ୍ବରରେ ଗୋବିନ୍ଦାଙ୍କୁ ପ୍ରଶଂସକ ସାକ୍ଷାତ କରିପାରିବେ ଉଲ୍ଲେଖ ରହିଥିଲା । ଏହା ଜାଣିବା ମାତ୍ରେ ସେ ସଙ୍ଗେ ସଙ୍ଗେ ସୋସିଆଲ ସାଇଟରେ ଏ ନେଇ ସମସ୍ତଙ୍କୁ ସତର୍କ କରାଇ ଦେଇଥିଲେ । ମୁଁ ଏ ଭଳି କୌଣସି ଇଭେଂଟରେ ଯୋଗ ଦେଉନି । ଏହା ସମ୍ପୂର୍ଣ୍ଣ ମିଥ୍ୟା ଖବର । ଆପଣମାନେ ଏଥିରେ […]

Continue Reading

ମମିତା ମେହେର ହତ୍ୟାକାଣ୍ଡ ମାମଲା ,ଗୋବିନ୍ଦ ସାହୁର ହ୍ୟାଣ୍ଡରାଇଟିଂ ଯାଞ୍ଚ ଆବେଦନ ଶୁଣାଣି ଘୁଞ୍ଚିଲା

କଳାହାଣ୍ଡି : କଳାହାଣ୍ଡି ମହାଲିଙ୍ଗ ସ୍କୁଲ୍ ଶିକ୍ଷୟତ୍ରୀ ମମିତା ମେହେର ହତ୍ୟା ମାମଲାକୁ ନେଇ ନୂଆ ନୂଆ ଘଟଣା ସାମ୍ନାକୁ ଆସୁଛି ।ଏହି ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁର ଦସ୍ତଖତ ପରୀକ୍ଷା ଲାଗି ବଙ୍ଗୋମୁଣ୍ଡା ଜେଏମଏଫସି କୋର୍ଟରେ ଆଦେବନ କରାଯାଇଥିଲା ।ଏହାର ଶୁଣାଣି ପାଇଁ ଜେଏମଏଫସି କୋର୍ଟ ୨୪ ତାରିଖକୁ ଧାର୍ଯ୍ୟ କରିଛନ୍ତି । କଳାହାଣ୍ଡି ଜିଲ୍ଲା ଗୋଲମୁଣ୍ଡା ବ୍ଲକ ଅନ୍ତର୍ଗତ ମହାଲିଙ୍ଗସ୍ଥିତ ସନସାଇନ ପବ୍ଲିକ ସ୍କୁଲର ଗୋବିନ୍ଦ ସାହୁ ବଲାଙ୍ଗୀର ପୋଲିସ ବଙ୍ଗୋମୁଣ୍ଡା […]

Continue Reading

ଭାରତ-ପାକ ସୀମାରୁ ମିଳିଲା ୩.୧୫ କୋଟି ଟଙ୍କାର ହେରୋଇନ

ଅଟାରୀ: ଭାରତ-ପାକିସ୍ତାନ ଅଟାରୀ ଇଂଟିଗ୍ରେଟେଡ ଚେକପୋଷ୍ଟ ନିକଟରେ ୩.୧୫ କୋଟି ଟଙ୍କାର ହେରୋଇନ ଜବତ ହୋଇଛି । ନିୟମିତ ଚେକିଂ ବେଳେ ସ୍ନିଫର କୁକୁର ଏକ କଳା ପ୍ୟାକେଟ ପାଇଥିଲା । ଏହାକୁ ଶୁଂଘିବା ପରେ ସେ ତାର ହ୍ୟାଣ୍ଡଲରକୁ ଦେଖି ଭୁକିବାକୁ ଲାଗିଥିଲା । ସିନିୟର ଅଧିକାରୀମାନେ ଆସି ଏହାର ତଦନ୍ତ କରିବା ପରେ ହେରୋଇନ ଥିବା ଜଣାପଡିଥିଲା । ଆଇସିପି ପରି ଗୁରୁତ୍ୱପୂର୍ଣ୍ଣ ସ୍ଥାନକୁ କିପରି ଏହି ପ୍ୟାକେଟ ଆସିଲା ସେ ନେଇ ତନଘନା […]

Continue Reading

ଭାରତୀୟ ନୌସେନାରେ ସାମିଲ ହେଲା ଆଇଏନ୍‌ଏସ୍‌ ବିଶାଖାପାଟନମ୍

ବିଶାଖାପାଟଣା : ଭାରତୀୟ ନୌସେନାରେ ସାମିଲ ହେଲା ଆଇଏନ୍‌ଏସ୍‌ ବିଶାଖାପାଟନମ୍ । ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏହାକୁ ଦେଶବାସୀଙ୍କୁ ସମର୍ପିତ କରିଛନ୍ତି । ମୁମ୍ବାଇସ୍ଥିତ ନୌସେନା ଡକ୍ୟାର୍ଡରେ ଆଇଏନ୍‌ଏସ୍‌ ସାମିଲ କରାଯିବ । ଆୟୋଜିତ ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ନୌସେନା ମୁଖ୍ୟ ଆଡମିରାଲ କରମବୀର ସିଂ ମଧ୍ୟ ଉପସ୍ଥିତ ଥିଲେ । ଆଇଏନଏସ ବିଶାଖାପାଟାଣମ୍ ନୌସେନାରେ ସାମିଲ ହେବା ପରେ ରକ୍ଷା କ୍ଷେତ୍ରରେ ଏକ ନୂଆ କ୍ଷେତ୍ରରେ ଏକ ନୂଆ ଇତିହାସ ସୃଷ୍ଟି ହୋଇଛି । […]

Continue Reading

୪ ବଲରେ ୪ ଉଇକେଟ ନେଲେ ନାଲକାଣ୍ଡେ

ନୂଆଦିଲ୍ଲୀ: ସୟେଦ ମୁସ୍ତାକ ଅଲି ଟି୨୦ କ୍ରିକେଟ ଟୁର୍ଣ୍ଣାମେଂଟରେ ବିଦର୍ଭ ପେସ ବୋଲର ଦର୍ଶନ ନାଲକାଣ୍ଡେ କୀର୍ତିମାନ ସ୍ଥାପନ କରିଛନ୍ତି । ସେ ସେମିଫାଇନାଲରେ କର୍ଣ୍ଣାଟକ ବିପକ୍ଷରେ ନାଲକାଣ୍ଡେ ୨୦ ତମ ଓଭରରେ କ୍ରମାଗତ ୪ଟି ବଲରେ ଅନିରୁଦ୍ଧ ଯୋଶୀ, ବି.ଶରଥ. ଜେ ସୁଚିଥ ଓ ଅଭିନବ ମନୋହରଙ୍କ ଉଇକେଟ ନେଇଥିଲେ । ଟି୨୦ରେ ଏହା ତାଙ୍କର ଦ୍ୱିତୀୟ ହ୍ୟାଟ୍ରିକ । ଅଭିମନ୍ୟୁ ମିଥୁନଙ୍କ ପରେ ୪ଟି ବଲରେ ୪ଟି ଉଇକେଟ ନେବାରେ ସେ ଭାରତର ଦ୍ୱିତୀୟ […]

Continue Reading

ଟାଇମ୍ସ ରାଙ୍କିଙ୍ଗ : ପୂର୍ବ ଭାରତରେ ସମ୍ ହସପିଟାଲ ତୃତୀୟ, ଭୁବନେଶ୍ବରରେ ଶ୍ରେଷ୍ଠ

ଭୁବନେଶ୍ବର : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଶୁକ୍ରବାର ପ୍ରକାଶିତ ଟାଇମ୍‌ସ ଅଲ୍ ଇଣ୍ଡିଆ ମଲ୍ଟି ସ୍ପେଶିଆଲିଟି ହସ୍ପିଟାଲ୍ ରାଙ୍କିଙ୍ଗ୍‌ରେ ପୂର୍ବାଞ୍ଚଳରେ ତୃତୀୟ ସ୍ଥାନରେ ସ୍ଥାନୀତ ହୋଇଛି । ଏହି ରାଙ୍କିଙ୍ଗରେ ଭୁବନେଶ୍ୱରର ହସ୍ପିଟାଲ୍‌ଗୁଡ଼ିକ ମଧ୍ୟରେ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ପ୍ରଥମ ସ୍ଥାନ ହାସଲ କରିଥିବା ବେଳେ ପୂର୍ବାଂଚଳରେ ସମ୍ ହସ୍ପିଟାଲ୍ ଉପରେ କୋଲକାତାର ଆପୋଲୋ ଗ୍ଲିନିଆଗଲସ୍ ହସ୍ପିଟାଲ୍ ଏବଂ ଫୋର୍ଟିସ୍ ହସ୍ପିଟାଲ୍ ଯଥାକ୍ରମେ […]

Continue Reading

୨ଟି ନୂତନ ଟିମ ସହ ୨୦୨୨ ଆଇପିଏଲ ଭାରତରେ ହେବ

ମୁମ୍ବାଇ: ଆଇପିଏଲର ୧୫ତମ ସଂସ୍କରଣ ଭାରତରେ ହେବ ବୋଲି ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ ସେକ୍ରେଟାରୀ ସଚିବ ଜୟ ଶାହା କହିଛନ୍ତି । ୨ଟି ନୂଆ ଟିମ ସହ ରୋମାଂଚଭରା ଆଇପିଏଲ ଭାରତୀୟ ଦର୍ଶକ ଘରୋଇ ପରିବେଶରେ ଏଥର ଉପଭୋଗ କରିବେ ବୋଲି ସେ ଦି ଚାମ୍ପିୟନ୍ସ କଲ କାର୍ଯ୍ୟକ୍ରମରେ ଯୋଗ ଦେଇ କହିଛନ୍ତି । ଆଗକୁ ନିଲାମ ପ୍ରକ୍ରିୟା ମଧ୍ୟ ବଡ ଧରଣର ହେବ ବୋଲି ଶାହ କହିଛନ୍ତି । ସୂଚନାଯୋଗ୍ୟ, ୨୦୨୧ ସଂସ୍କରଣ କରୋନା […]

Continue Reading