ମିଶନାରିଜ୍ ଅଫ ଚାରିଟୀର ଅନ୍ତେବାସୀ ଯେପରି ଅସୁବିଧାରେ ନପଡ଼ନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର : ଓଡିଶାର ମିଶନାରିଜ୍ ଅଫ ଚାରିଟୀର ଅନ୍ତେବାସୀ ଯେପରି କୌଣସି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଲେ। ଓଡିଶାରେ ମିଶନାରିଜ୍ ଅଫ ଚାରିଟୀ ଦ୍ବାରା ପରିଚାଳିତ ବିଭିନ୍ନ ସଂସ୍ଥା ଯଥା କୁଷ୍ଠାଶ୍ରମ ଓ ଅନାଥାଶ୍ରମ ମାନଙ୍କରେ ଥିବା ଅନ୍ତେବାସୀମାନେ ଯେପରି କୌଣସି ସମସ୍ୟା ବିଶେଷ କରି ଖାଦ୍ୟ ନିରାପତ୍ତା ତଥା ସ୍ବାସ୍ଥ୍ୟ ସଂପର୍କୀତ ସମସ୍ୟାର ସମ୍ମୁଖୀନ ନ ହୁଅନ୍ତି, ତାକୁ ଦୃଷ୍ଟିରେ ରଖି ଆଗୁଆ ପଦକ୍ଷେପ ନେବା ପାଇଁ […]
Continue Reading