ଫେବ୍ରୁଆରୀ ୧ରୁ ଖୋଲିବ ଶ୍ରୀମନ୍ଦିର
ପୁରୀ : ଦୂର ହେଲା ଶ୍ରୀଜଗନ୍ନାଥ ଶ୍ରଦ୍ଧାଳୁଙ୍କ ଚିନ୍ତା । ଭକ୍ତଙ୍କ ଲାଗି ଖୁସି ଖବର । କାରଣ ଫେବ୍ରୁଆରୀ ପହିଲାରୁ ଖୋଲିବ ଶ୍ରୀମନ୍ଦିର । କୋଭିଡ ଗାଇଡଲାଇନ୍ ଅନୁସାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିପାରିବେ ଭକ୍ତ । ଆଜି ବସିଥିବା ଛତିଶା ନିଯୋଗ ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି । ବୈଠକ ପରେ ଏ ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା । ମନ୍ଦିର ଖୋଲାଯିବ କି ନାହିଁ ସେନେଇ ଆଜି […]
Continue Reading