ଡାଇନୋସରଙ୍କୁ ବି ଥଣ୍ଡା, କାଶ ହେଉଥିଲା !

ନୂଆଦିଲ୍ଲୀ: ବିଲୁପ୍ତ ପ୍ରାଣୀ ଡାଇନୋସର ନେଇ ବିଭିନ୍ନ ତଥ୍ୟ ଗବେଷକମାନେ ପ୍ରଦାନ କରିବାରେ ଲାଗିଛନ୍ତି । ପୂର୍ବରୁ ଜୀବାଶ୍ମରୁ ହାଡଜନିତ ସମସ୍ୟା ଏବଂ କର୍କଟ ରୋଗ ହେଉଥିବା ଜଣାପଡିଥିଲା । ସାଇଟିଂଫିକ ଜର୍ଣ୍ଣାଲରେ ପ୍ରକାଶିତ ଖବର ଅନୁସାରେ ଡଲି ନାମକ ଡାଇନୋସର ଥଣ୍ଡାରେ ସଂକ୍ରମିତ ହୋଇଥିଲା । ଥଣ୍ଡା, କାଶ ଏବଂ କଫରେ ସଂକ୍ରମିତ ହୋଇ ସେ ମରିଥିଲା । ୧୫ କୋଟି ବର୍ଷ ତଳର ସାରୋପୋଡସ ଜାତୀୟ ଏହି ଡାଇନୋସେର ୧୮ ମିଟର ଲମ୍ବା ଥିଲା […]

Continue Reading

ଗିରଫ ହେଲେ ସୁନ୍ଦରଗଡ଼ର କୋଟିପତି ଏଡିଏମ୍ ବିଶ୍ୱଜିତ ମହାପାତ୍ର

ସୁନ୍ଦରଗଡ଼: ଅତିରିକ୍ତ ଜିଲ୍ଲାପାଳଙ୍କୁ ମହଙ୍ଗା ପଡ଼ିଲା ଆୟଠୁ ଅଧିକ ସମ୍ପତ୍ତି ଠୁଳ । ସୁନ୍ଦରଗଡ଼ର ଅତିରିକ୍ତ ଜିଲ୍ଲାପାଳ ବିଶ୍ୱଜିତ ମହାପାତ୍ରଙ୍କୁ ଗିରଫ କରିଛି ଭିଜିଲାନ୍ସ । ଦୁଇ ଦିନର ମାରାଥନ୍ ରେଡ୍ ଓ ଜେରା ପରେ ତାଙ୍କୁ ଗିରଫ କରାଯାଇଛି । କୋଟିପତି ଏଡିଏମ୍ ଓ ତାଙ୍କ ପତ୍ନୀଙ୍କ ନାଁରେ ବିପୁଳ ସମ୍ପତ୍ତି ଠାବ ହୋଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶୁକ୍ରବାର ସୁନ୍ଦରଗଡ଼ ଏଡିଏମ୍ ବିଶ୍ୱଜିତ୍ ମହାପାତ୍ରଙ୍କ ଘର ସମେତ ଏକକାଳୀନ ୭ଟି ସ୍ଥାନରେ […]

Continue Reading

ଭାରତକୁ ଆମେରିକାର ଚେତାବନୀ, ଏଲଏସିରେ ଆକ୍ରମଣ କରିପାରେ ଚୀନ୍

ନୂଆଦିଲ୍ଲୀ : ଭାରତକୁ ଆମେରିକାର ଚେତାବନୀ । ଚୀନ ପଟୁ ମାଡି ଆସିପାରେ ବିପଦ । ଏନେଇ ଭାରତକୁ ସତର୍କ କରାଇଛି ଆମେରିକା । ବିଶେଷ କରି ପ୍ରକୃତ ନିୟନ୍ତ୍ରଣ ରେଖା ନିକଟରେ ଚୀନ ନିଜର ଦବଦବା ଜାହିର କରିବା ସହ ଭାରତ ଉପରେ ଆକ୍ରମଣ କରିପାରେ ବୋଲି କହିଛି ଆମେରିକା । ହ୍ବାଇଟ ହାଉସ ପକ୍ଷରୁ କୁହାଯାଇଛି ଯେ, ଭାରତ-ପ୍ରଶାନ୍ତ ଅଞ୍ଚଳରେ ସ୍ଥିରତା ବଜାୟ ରଖିବା ଆମେରିକା ଚାହେଁ । ଦକ୍ଷିଣ ଏସିଆରେ ସ୍ଥିରତା ବଜାୟ […]

Continue Reading

ଯେକୌଣସି ମୁହୂର୍ତ୍ତରେ ୟୁକ୍ରେନ୍ ଉପରେ ଆକ୍ରମଣ କରିପାରେ ଋଷ

ଓ୍ବାସିଙ୍ଗଟନ୍ : ଦିନକୁ ଦିନ ତୀବ୍ର ହେଉଛି ଋଷ ଓ ୟୁକ୍ରେନ୍ ମଧ୍ୟରେ ବିବାଦ । ଯେକୌଣସି ମୁହୂର୍ତ୍ତରେ ୟୁକ୍ରେନ୍ ଉପରେ ଆକ୍ରମଣ କରିପାରେ ଋଷ । ଏନେଇ ସତର୍କ କରିଛି ଆମେରିକା । ଏହାସହ ଯେତେଶୀଘ୍ର ୟୁକ୍ରେନ୍ ଛାଡିବାକୁ ଆମେରିକୀୟଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହ୍ବାଇଟ୍ ହାଉସ ଜାତୀୟ ନିରାପତ୍ତା ପରାମର୍ଶଦାତା ଜେକ୍ ସୁଲିଭାନ । ୟୁକ୍ରେନ୍ ଉପରେ ଋଷ ସିରିଜ ବୋମାମାଡ ଓ କ୍ଷେପଣାସ୍ତ୍ର ମାଡ଼ କରିବ ବୋଲି ସେ ଚେତାବନୀ ଦେଇଛନ୍ତି । ଏହି […]

Continue Reading

ପରିବାର ଲୋକେ ସ୍କୁଲ ଯିବାକୁ ବାଧ୍ୟ କରିବା ହେଲା କାଳ, ବିଷ ପିଇଦେଲେ ଦଶମ ଶ୍ରେଣୀ ଛାତ୍ରୀ

ମାଲକାନଗିରି :ସ୍କୁଲ ଯିବାକୁ ବାଧ୍ୟ କରିବା ହେଲା କାଳ । ପରିବାର ଲୋକ ସ୍କୁଲ ଯିବାକୁ ବାଧ୍ୟ କରିବାରୁ ଜଣେ ଦଶମ ଶ୍ରେଣୀ ଛାତ୍ରୀ ବିଷପିଇ ଆତ୍ମହତ୍ୟା କରିଛନ୍ତି । ମାଲକାନଗିରି ଜିଲ୍ଲା ଭୀମାରାଙ୍ଗୀନ ଗାଁରେ ଏପରି ଦୁଃଖ ଦାୟକ ଘଟଣା ଘଟିଛି । ଛାତ୍ରୀ ଜଣଙ୍କ ସତୀଗୁଡ଼ା ହାଇସ୍କୁଲରେ ଦଶମ ଶ୍ରେଣୀରେ ପାଠ ପଢୁଥିଲେ । ରାଜ୍ୟରେ ସଂକ୍ରମଣ ହ୍ରାସ ପାଇବା ପରେ ୭ ତାରିଖ ଦିନ ଅଷ୍ଟମ କ୍ଲାସରୁ ଉପକୁ ସମସ୍ତ ଶ୍ରେଣି ଖୋଲିଥିଲା […]

Continue Reading

ପଞ୍ଚାୟତ ନିର୍ବାଚନ ପୂର୍ବରୁ ଚୂଡାନ୍ତ ପ୍ରସ୍ତୁତି, ସମ୍ବେଦନଶୀଳ ବୁଥ୍ ଉପରେ କଡ଼ା ନଜର

ଭୁବନେଶ୍ବର : ପାଖଉଛି ପଞ୍ଚାୟତ ନିର୍ବାଚନ ତାରିଖ । ଦିନ ଯେତିକି କମି କମି ଆସୁଛି ସେତିକି ସରଗରମ ହେଉଛି ମାହୋଲ । ଏହାରି ଭିତରେ ପଞ୍ଚାୟତ ନିର୍ବାଚନକୁ ନେଇ ଚୂଡାନ୍ତ ପ୍ରସ୍ତୁତି କରିଛନ୍ତି ରାଜ୍ୟ ନିର୍ବାଚନ କମିଶନର । ସବିଶେଷ ସୂଚନା ଅନୁସାରେ, ପଞ୍ଚାୟତ ନିର୍ବାଚନର ୩୬ ଘଣ୍ଟା ପୂର୍ବରୁ ସରିବ ପ୍ରଚାର । ପ୍ରଚାର ସମୟ ସରିବା ପରେ କୌଣସି ରାଜନେତା ଗାଁରେ ରହିପାରିବେ ନାହିଁ । କଟକଣା ଅବଧି ପରେ ସାଧାରଣ ସଭା, […]

Continue Reading

ବିଧାନ ପରିଷଦ ଗଠନ ପ୍ରସଙ୍ଗ : କେନ୍ଦ୍ରକୁ ୨ଟି ଚିଠି ଲେଖିବେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର

ଭୁବନେଶ୍ୱର :ବିଧାନ ପରିଷଦ ସଙ୍କଳ୍ପ ପ୍ରସଙ୍ଗ । କେନ୍ଦ୍ରକୁ ୨ ଟି ଚିଠି ଲେଖିବେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ଏହି ଚିଠିରେ ଆଇନ ବିଭାଗ କାହିଁକି ଭୁଲ ତଥ୍ୟ ଦେଇଛି । ସେକଥା ବାଚସ୍ପତି ଲେଖିବେ । ବିଧାନ ପରିଷଦ ଗଠନ ପାଇଁ ଓଡିଶା ସରକାରଙ୍କ ଠାରୁ କୌଣସି ପ୍ରସ୍ତାବ ଆସିନାହିଁ କେନ୍ଦ୍ର କହିବା ପରେ ରାଜନୀତି ମହଲରେ କମ୍ପନ ସୃଷ୍ଟି ହୋଥିଲା । ବିଜେଡି ସାଂସଦ ପସନ୍ନ ଆଚାର୍ଯ୍ୟଙ୍କ ଉତ୍ତରରେ କେନ୍ଦ୍ର ଆଇନ […]

Continue Reading

କାମ ନହେଲେ ଭୋଟ୍ ବର୍ଜନ, ଜିଦରେ ଗାଁର ଲୋକେ

ନବରଙ୍ଗପୁର: ଅଭାବ ଅନଟନ ଭିତରେ ବିତୁଛି ଜୀବନ । ମାଳ ମାଳ ଫମ୍ପା ପ୍ରତିଶ୍ରୁତି ଭିତରେ ନୟାନ୍ତ ଗାଁର ଲୋକେ । ଏବେ ପୁଣି ସେହି ଭୋଟ ନେବାକୁ ପ୍ରାର୍ଥୀଙ୍କ ଭିଡ଼ । ହେଲେ ଏବେ କିନ୍ତୁ ଲୋକେ କିନ୍ତୁ ନିଜ ଜିଦ୍ ରେ ଅଟଳ। କାମ ନାହିଁ ତ ଭୋଟ ନାହିଁ। ଚଳିତ ଥର ଭୋଟ୍ ବର୍ଜନ କରିଛନ୍ତି ନବରଙ୍ଗପୁରର ଲଦିପଦର ଓ ବରଡାଯୋଡି ଗାଁର ଲୋକ । ବଣ ପାହାଡ ଘେରା ୧୬୮ ଭୋଟର […]

Continue Reading

ସୁନ୍ଦରଗଡ଼ ADM ବିଶ୍ୱଜିତ୍‌ ମହାପାତ୍ରଙ୍କ କୋଟି କୋଟି ଟଙ୍କାର ସମ୍ପତ୍ତି

ସୁନ୍ଦରଗଡ଼: ସୁନ୍ଦରଗଡ଼ ADM ବିଶ୍ୱଜିତ୍‌ ମହାପାତ୍ରଙ୍କ କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ । ଭିଜିଲାନ୍ସ ଜାଲରେ ରାଜ୍ୟ ସରକାରଙ୍କ ଆଉ ଜଣେ କୁବେର ବାବୁ ADM ବିଶ୍ୱଜିତ୍‌ ମହାପାତ୍ର । ଭିଜିଲାନ୍ସ ସୁନ୍ଦରଗଡ଼ ADM ବିଶ୍ୱଜିତଙ୍କ କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ କରିଛି । ଆଜି ତାଙ୍କୁ ସୁନ୍ଦରଗଡରେ ଜେରା କରାଯାଇଛି । ଆଉ ମାତ୍ର ଦିନ କେଇଟା ପରେ ସେ ଚାକିରିରୁ ଅବସର ନେଇଥାନ୍ତେ ADM । ଭୁବନେଶ୍ୱର ଉପକଣ୍ଠ ନହରକଣ୍ଟାରେ ୮୯ […]

Continue Reading

ବଜାଜ କମ୍ପାନୀର ପୂର୍ବତନ ଚେୟାରମ୍ୟାନ ରାହୁଲ ବଜାଜଙ୍କ ପରଲୋକ

ନୂଆଦିଲ୍ଲୀ: ଦେଶର ଉଦ୍ୟୋଗପତି ବାଜାଜ ଅଟୋ କମ୍ପାନୀର ପୂର୍ବତନ ଚେୟାରମ୍ୟାନ ରାହୁଲ ବଜାଜଙ୍କ ପରଲୋକ ହୋଇଯାଇଛି । ୮୩ ବର୍ଷ ବୟସରେ ପୁଣେରେ ତାଙ୍କର ଦେହାନ୍ତ ହୋଇଛି । ବାଜଜ ଗ୍ରୁଫ୍ ପକ୍ଷରୁ ସୂଚନା ମିଳିଛି ,ଶନିବାର ଦିନ ୨.୩୦ ମନିଟରେ ପରିବାର ବର୍ଗଙ୍କ ଉପସ୍ଥିତିରେ ତାଙ୍କର ଦେହାନ୍ତ ହୋଇଯାଇଛି । ସେ ବହୁତ ଦିନ ହେଲା ଅସୁସ୍ଥ ହୋଇପଡିଥିଲେ । ରାହୁଲ ବଜାଜା ଜଣେ ସଫଳ ବ୍ୟବସାୟୀ ଭାବେ ପ୍ରସିଦ୍ଧ । ୧୯୬୫ରେ ସେ ବଜାଜ […]

Continue Reading