ଭିଜିଲାନ୍ସ ଜାଲରେ କେ. ନୂଆଗାଁ ଫରେଷ୍ଟ ରେଞ୍ଜ ଅଫିସର
ଫୁଲବାଣୀ: ଭିଜିଲାନ୍ସ ଜାଲରେ କନ୍ଧମାଳ ଜିଲ୍ଲା କେ. ନୂଆଗାଁ ଫରେଷ୍ଟ ରେଞ୍ଜ ଅଫିସର । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଫରେଷ୍ଟ ରେଞ୍ଜ ଅଫିସର ବୈରାଗୀ ଚରଣ ବେହେରାଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ । ଏକକାଳୀନ ଗଞ୍ଜାମ, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାର ୭ଟି ସ୍ଥାନରେ ଚଢ଼ାଉ ଜାରି ରହିଛି । ଭିଜିଲାନ୍ସର ୪ଜଣ ଡିଏସପି, ୭ ଜଣ ଇନିସପେକ୍ଟର ଓ ଅନ୍ୟ କର୍ମଚାରୀ ଚଢ଼ାଉରେ ସାମିଲ ଅଛନ୍ତି । କେ. ନୂଆଗାଁରେ ଥିବା ସରକାରୀ […]
Continue Reading
