ବାଇକ ଓ ସ୍କୁଟି ମୁହାଁମୁହିଁ ଧକ୍କା, ଯୁବତୀ ମୃତ
କୋରାପୁଟ : ବୋରିଗୁମ୍ମା ଥାନା ଅନ୍ତର୍ଗତ ୨୬ ନମ୍ବର ଜାତୀୟ ରଜପଥ ପାର୍ଲି ନିକଟରେ ସଡ଼କ ଦୁର୍ଘଟଣା । ବାଇକ ଓ ସ୍କୁଟି ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣାରେ ସ୍କୁଟି ଚଲାଉଥିବା ଯୁବତୀଙ୍କ ମୃତ୍ୟୁ ହୋଇଛି । ମୃତ ଯୁବତୀ ଜଣକ ହେଲେ ଜୟପୁର ନୂଆସାହିର କାଜଲ ଖୋର । ସେ ଆଜି ନିଜ ସମ୍ପର୍କୀୟ ଭଉଣୀ ସଞ୍ଜନାଙ୍କ ସହ ସ୍କୁଟିରେ ଖୁପିଆରୁ ଜୟପୁର ଅଭିମୁଖେ ଯାଉଥିବା ବେଳେ ପାର୍ଲି ନିକଟରେ ବିପରୀତ ଦିଗରୁ ଆସୁଥିବା […]
Continue Reading
