ରାଜନୈତିକ ହିଂସା ପ୍ରସଙ୍ଗରେ ବିଜେଡିର ଜବାବ୍ ଅତ୍ୟନ୍ତ ହାସ୍ୟସ୍ପଦ : ସମୀର ମହାନ୍ତି
ଭୁବନେଶ୍ୱର : ଶାସକ ବିଜେଡି ଉପରେ ବର୍ଷିଲା ବିଜେପି । ବିଜେଡି ଶାସନରେ ଗଣତନ୍ତ୍ର ବିପଦରେ ବୋଲି ବିଜେପି ପକ୍ଷରୁ କୁହାଯାଇଛି । ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ପ୍ରଥମ ପର୍ଯ୍ୟାୟ ମତଦାନ ଗତକାଲି ଶେଷ ହୋଇଛି ।ଗତ୨୦୧୭ ପଞ୍ଚାୟତ ନିର୍ବାଚନ ସମୟରେ ବିଜେଡି ରାଜନୈତିକ ହିଂସାରେ ଆମ ଦଳର ୧୩ ଜଣ କାର୍ଯ୍ୟ କର୍ତ୍ତାଙ୍କ ମୁଣ୍ଡ ଗଡିଥିବା ବେଳେ ମାହାଙ୍ଗା ଡବଲ ମର୍ଡର ଏବଂ ଭଦ୍ରକରେ ଜଣଙ୍କର ମୃତ୍ୟୁ ପ୍ରସଙ୍ଗରେ ଏପର୍ଯ୍ୟନ୍ତ ବି ମୁହଁ ଖୋଲି […]
Continue Reading
