ମାର୍ଚ୍ଚ ୨୫ରୁ ୩୧ ଯାଏଁ ବଜେଟ ଅଧିବେଶନ
ଭୁବନେଶ୍ୱର: ଖୁବଶୀଘ୍ର ବସିବ ବିଧାନସଭାର ବଜେଟ ଅଧିବେଶନ । ମାର୍ଚ୍ଚ ୨୫ ତାରିଖରୁ ବିଧାନସଭା ବଜେଟ୍ ଅଧିବେଶନ ଆରମ୍ଭ ହେବ । ୨୫ରୁ ୩୧ ପର୍ଯ୍ୟନ୍ତ ଚାଲିବ ବିଧାନସଭା ବଜେଟ୍ ଅଧିବେଶନ । ୨୫ରେ ବିଧାନସଭାରେ ରାଜ୍ୟପାଳ ଅଭିଭାଷଣ ଦେବେ । ପରେ ମାର୍ଚ୍ଚ ୩୦ ତାରିଖରେ ୨୦୨୨- ୨୩ ପାଇଁ କାମଚଳା ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ। ମାର୍ଚ୍ଚ ୩୧ ତାରିଖରେ ବ୍ୟୟ ମଞ୍ଜୁରୀ ବିଲ ପରିତ ହେବ । ଗୃହ ପରିଚାଳନା […]
Continue Reading
