‘ମନ କି ବାତ୍’ରେ ଓଡିଆ ପୁଅଙ୍କ ପ୍ରଶଂସାରେ ଶତମୁଖ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦ

ପୁରୀ: ଆଜି ‘ମନ କି ବାତ୍’ରେ ଓଡିଆ ପୁଅଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୮୭ ତମ ମନ କି ବାତ୍ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଉ ଜଣେ ଓଡିଆ ପୁଅଙ୍କ ପ୍ରଶଂସା କରିଛନ୍ତି । ସେ ହେଉଛନ୍ତି ପୁରୀର ରାହୁଲ ମହାରଣା । ରାହୁଲ ହେଉଛନ୍ତି ଜଣେ ପରିବେଶ ପ୍ରେମୀ । ଆଜିକାଲି ପ୍ଲାଷ୍ଟିକ କବଳରେ ଯେପରି ଆମ ପରିବେଶ ଯେପରି ଅଣନିଃଶ୍ୱାସୀ ହୋଇପଡୁଛି ସେନେଇ ଚିନ୍ତିତ ରାହୁଲ । […]

Continue Reading

ଓଡ଼ିଆ ସାହିତ୍ୟରେ କବିତାର ପ୍ରଭାବ ସୁଦୂରପ୍ରସାରୀ : ରଜୀତ୍ ଦାସ

ଭୁବନେଶ୍ୱର: ଓଡ଼ିଆ ସାହିତ୍ୟ ଜଗତର ଜଣେ ପ୍ରବୀଣ ଶିଳ୍ପୀ ରଜୀତ୍ ଦାସ। ତାଙ୍କର ପ୍ରତ୍ୟେକ ସୃଷ୍ଟିରେ ଥାଏ ଜୀବନ ଦର୍ଶନର ନିଖୁଣ ଛାପ । ଲେଖନୀ ଚାଳନାରେ ସେ ଫୁଟେଇ ପାରନ୍ତି ଜୀବନ୍ତ ବୃତ୍ତାନ୍ତ । ତାଙ୍କ ସାଧନାର କ୍ଷେତ୍ର ଦିଗରୁ ଦିଗନ୍ତ ଯାଏଁ ପରିବ୍ୟାପ୍ତ । ସେଇ ଗାଁକୁ ନେଇଯା, ଶ୍ଵେତପଦ୍ମା, ପିଲାବେଳ ଧୂଳିଖେଳ, ତନୁପ୍ରିୟା ସେଇ ଝିଅର ନାଁ ଆଦି ପୁସ୍ତକ ସହ ଅନେକ କବିତାର ସେ ସ୍ରଷ୍ଟା। ନିଜର ଅନବଦ୍ୟ ସାହିତ୍ୟ ସାଧନା […]

Continue Reading

ପୁରୀର ବହୁ ଚର୍ଚ୍ଚିତ କୃଷ୍ଣ ପ୍ରତିହାରୀ ମାମଲା: ୨ ଅଭିଯୁକ୍ତଙ୍କ ସିନ୍ ରିକ୍ରିଏସନ୍

ପୁରୀ: ପୁରୀର ବହୁ ଚର୍ଚ୍ଚିତ କୃଷ୍ଣ ପ୍ରତିହାରୀ ମାମଲାରେ ଅହୁରି ଖୋଳତାଡ କରୁଛି ପୋଲିସ୍ । ଆଜି ଆଉ ଅଭିଯୁକ୍ତଙ୍କୁ ନେଇ ଘଟଣାସ୍ଥଳକୁ ନେଇ ସିନ୍ ରିକ୍ରିଏନ୍ କରାଯାଇଛି । ଗତକାଲି ଘଟଣାର ମୁଖ୍ୟ ଅଭିଯୁକ୍ତ କୁନମୁନ୍ ଓ ଟୁଟୁକୁ ନେଇ ସିନ୍ ରିକ୍ରିଏସନ୍ କରାଯାଇଥିବାବେଳେ ଆଉ ଆଉ ୨ ଅଭିଯୁକ୍ତ ବାବା ମହାପାତ୍ର ଓ ହରି ପଣ୍ଡାକୁ ନେଇ ସିନ୍ ରିକ୍ରିଏସନ୍ କରାଇଛନ୍ତି ଆଡିସନାଲ ଏସପି । ପୁରୀ ବାରବାଟି ପଡିଆ ପାଖରେ କିପରି ଘଟଣା […]

Continue Reading

ବଡ଼ ପରଦାରେ, ବଡ଼ ଲଢ଼େଇ: କଶ୍ମୀର ଫାଇଲ୍ସ ବନାମ ଆରଆରଆର

ମୁମ୍ବାଇ: ଚାଲିଛି ବଡ଼ ପରଦାରେ ବଡ଼ ଲଢେଇ । ଇତିହାସର ଘଟଣା ବନାମ କାଳ୍ପନିକ ସିନେମାକୁ ନେଇ ଦର୍ଶକଙ୍କ ମଧ୍ୟରେ ବଢୁଛି ଉତ୍ସୁକତା । ତିନି ସପ୍ତାହରେ ‘ଦ କାଶ୍ମୀର ଫାଇଲ୍ସ’ ବକ୍ସ ଅଫିସରେ ଏଯାବତ ୨୧୯ କୋଟିରୁ ଅଧିକ ଆୟ କରିଥିବା ବେଳେ ଆରଆରଆର ଗୋଟିଏ ଦିନରେ ଦୁଇ ଶହ କୋଟିରୁ ଅଧିକ ବ୍ୟବସାୟ କରିଛି। ଫିଲ୍ନ ସମୀକ୍ଷକ ତରୁଣ ଆଦର୍ଶଙ୍କ କହିଛନ୍ତି, ‘ଦ କଶ୍ମୀର ଫାଇଲ୍ସ’ ବକ୍ସ ଅଫିସରେ ପ୍ରଥମ ୩ ଦିନରେ ୭.୨୫ […]

Continue Reading

ଚିତ୍ତୋରରେ ଭୟଙ୍କର ବସ୍ ଦୁର୍ଘଟଣା : ଖାଲରେ ପଡ଼ି ୭ ମୃତ, ୪୫ ଗୁରୁତର

ଆନ୍ଧ୍ରପ୍ରଦେଶ  : ଆନ୍ଧ୍ରପ୍ରଦେଶ ଚିତ୍ତୋରରେ ଶନିବାର ମଧ୍ୟରାତିରେ ଭୟଙ୍କର ସଡକ ଦୁର୍ଘଟଣା ଘଟିଛି । ଏକ ବସ୍ ଗଭୀର ଖାଲ ମଧ୍ୟକୁ ଖସିପଡିବାରୁ ୭ଜଣଙ୍କର ମୃତ୍ୟୁ ହେବା ସହ ୪୦ରୁ ଅଧିକ ଯାତ୍ରୀ ଗୁରୁତର ହୋଇଛନ୍ତି ।ଏମାନଙ୍କ ମଧ୍ୟରେ କିଛି ଯାତ୍ରୀଙ୍କ ଅବସ୍ଥା ଅତି ସଙ୍କଟାପନ୍ନ ଥିବା ଜଣାପଡିଛି । ଏହି ଦୁର୍ଘଟଣା ତିରୁପତି ଠାରୁ ୨୫ କିଲୋମିଟର ଦୂର ବାକପେଟା ନିକଟରେ ଘଟିଛି । ଆହତଙ୍କୁ ତିରୁପତି ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇି । ଏହି […]

Continue Reading

ବ୍ରହ୍ମପୁରରେ ବିଜେଡିର ବାଜିମାତ୍ : ବିଜେଡି ପ୍ରାର୍ଥୀନୀ ସଂଘମିତ୍ରା ଦଳେଇ ମେୟର ଭାବେ ନିର୍ବାଚିତ

ବ୍ରହ୍ମପୁର  : ବ୍ରହ୍ମପୁରରେ ବାଜି ମାରିନେଲା ବିଜେଡି । ବିଜେଡି ମେୟର ପ୍ରାର୍ଥୀନୀ ସଂଘମିତ୍ରା ଦଳେଇ ବିଜୟୀ ହୋଇଛନ୍ତି । ବିଜେଡି ପ୍ରାର୍ଥୀନୀ ସଂଘମିତ୍ରା ଦଳେଇ ୨୦,୨୮୬ ଅଧିକ ଭୋଟ ପାଇଁ ବିଜୟୀ ହୋଇଛନ୍ତି । ସଙ୍ଘମିତ୍ରାଙ୍କୁ ୬୬ ହଜାର ୬୮ ଖଣ୍ଡ ଭୋଟ ମିଳିଛି ।ତାଙ୍କ ନିକଟ ତମ ପ୍ରତିଦ୍ୱନ୍ଦି ସବିତା ସୁଆରଙ୍କୁ ୪୫ ହଜାର ୭ଶହ ୮୨ ଖଣ୍ଡ ଭୋଟ ମିଳିଛି । ସେହପରି ତୃତୀୟ ସ୍ଥାନରେ ରହିଛି ଆମ ଆଦମୀ ପାର୍ଟି । […]

Continue Reading

ବୀରଭୂମି ହିଂସା : ୨୧ଜଣଙ୍କ ବିରୋଧରେ ଏଫଆଇଆର ରୁଜୁ କଲା ସିବିଆଇ

ବୀରଭୂମି: ବୀରଭୂମି ହିଂସା ସାରା ଦେଶରେ ଏବେ ଆଲୋଡନ ସୃଷ୍ଟି କରିଛି । ଏହି ମାମଲାର ତଦନ୍ତ କରୁଥିବା ସିବିଆଇ ଶନିବାର ୨୧ଜଣଙ୍କ ବିରୋଧରେ ଏଫଆଇଆର ରୁଜୁ କରିଛି । ଏହି ଏଫଆଇଆରରେ ସ୍ପଷ୍ଟ ଭାବେ ଉଲ୍ଲେଖ ରହିଛି ଯେ, ୭୦ ରୁ୮୦ ଲୋକ ପୀଡିତାଙ୍କ ଘରେ ପଶି ଭଙ୍ଗାରୁଜା କରିବା ସହ ପରିବାର ସଦସ୍ୟଙ୍କୁ ହତ୍ୟା କରିବା ଉଦ୍ଦେଶ୍ୟରେ ଆକ୍ରମଣ କରିଥିଲେ । ଏହା ପରେ ବାହାରପଟୁ ଘରେ ତାଲା ପକାଇ ନିଆଁ ଲଗାଇ ଦେଇଥିଲେ […]

Continue Reading

ପୌର ନିର୍ବାଚନ ଫଳାଫଳ: ପିପିଲି ଏନଏସିରେ ବିଜେଡି ଅଧ୍ୟକ୍ଷ ପ୍ରାର୍ଥୀ ଶେଖ ବାବୁ ବିଜୟୀ

ପିପିଲି : ପୌର ନିର୍ବାଚନ ଫଳାଫଳରେ ବିଜେଡିର ବାଜିମାତ୍ । ପିପିଲି ଏନଏସିରେ ବିଜେଡି ପ୍ରାର୍ଥୀ ବିଜୟୀ ହୋଇଛନ୍ତି । ବିଜେପି ପ୍ରାର୍ଥୀଙ୍କୁ ବିପୁଳ ଭୋଟରେ ହରାଇ ବିଜେଡି ପ୍ରାର୍ଥୀ ଶେଖ ବାବୁ ବିଜୟୀ ହୋଇଛନ୍ତି । । ବର୍ଷ ବର୍ଷ ଧରି ପିପିଲି ଏନଏସିରେ ରାଜ କରୁଥିବା କଂଗ୍ରେସ ତଳକୁ ଖସିଛି । ନିର୍ବାଚନ ଫଳାଫଳ ଜଣାପଡିବା ପରେ ବିଜେଡି ୧୩ ଟି ୱାର୍ଡ ହାତେଇଥିବା ବେଳେ ବିଜେପି ୨ଟି ଓ ସ୍ୱାଧିନ ଗୋଟିଏ ୱାର୍ଡରେ […]

Continue Reading

ବକ୍ସ ଅଫିସ କଲେକ୍ସନରେ ରେକର୍ଡ କଲା ଆରଆରଆର

ମୁମ୍ବାଇ: ବକ୍ସ ଅଫିସ କଲେକ୍ସନରେ ରେକର୍ଡ କରିଛି ଏସଏସ ରାଜମୌଲୀଙ୍କ ଆରଆରଆର । ପ୍ରଥମ ଦିନ ଏହି ଫିଲ୍ମ ୨୫୭ କୋଟି ଟଙ୍କା ଆୟ କରି ବାହୁବଳୀ ରେକର୍ଡ ଭଙ୍ଗ କରିଛି । ବାହୁବଳୀ ୨ ଫିଲ୍ମ ୨୧୭କୋଟି ଟଙ୍କା ଆୟ କରିଥିଲା । ଭାରତୀୟ ଫିଲ୍ମ ଇତିହାସରେ ଏହା ସର୍ବାଧିକ ଓପନିଂ ଡେ କଲେକ୍ସନ । ମନୋବାଲା ବିଜୟବାଲନ ଏହି ଖୁସି ଖବର ସୋସିଆଲ ସାଇଟରେ ଶେୟାର କରିଛନ୍ତି । ରାମଚରଣ, ଜୁନିୟର ଏନଟିଆର ଓ […]

Continue Reading

ପୌର ନିର୍ବାଚନ : ଭଦ୍ରକରେ ବିଜେଡିକୁ ଝଟକା ଚେୟାରମ୍ୟାନ ଭାବେ ସ୍ୱାଧୀନ ପ୍ରାର୍ଥୀ ଗୁଲମୁକି ହବିବ ବିଜୟୀ

ଭଦ୍ରକ : ପୌର ନିର୍ବାଚନ : ଭଦ୍ରକରେ ପଛରେ ପଡିଲା ବିଜେଡି । ବାଜି ମାରିନେଲେ ସ୍ୱାଧୀନ ପ୍ରାର୍ଥୀ । ଭଦ୍ରକ ପୌର ପାଳିକାରେ ନୂତନ ଚେୟାରମ୍ୟାନ ଭାବେ ଗୁଲମୁକି ହବିବ ବିଜୟୀ ହୋଇଛନ୍ତି ।ସେ ବିଜେଡି ଠାରୁ ୩୨୫୬ ଖଣ୍ଡ ଭୋଟର ଆଗରେ ରହି ବିଜୟ ହାସଲ କରିଛନ୍ତି ।

Continue Reading