ବିଧାନସଭାର ବଜେଟ୍ ଅଧିବେଶନ : ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଅଭିଭାଷଣ
ଭୁବନେଶ୍ୱର: ବିଧାନସଭାର ବଜେଟ୍ ଅଧିବେଶନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଅଭିଭାଷଣ । ବିଧାନସଭାର ବଜେଟ୍ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି । ପୂର୍ବାହ୍ନ ୧୧ଟାରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କ ଅଭିଭାଷଣ ରଖିଛନ୍ତି । ସିଡିଏସ୍ ବିପିନ ରାୱତଙ୍କ ସହ ଦିବଙ୍ଗତ ବିଧାନସଭାର ସଦସ୍ୟ ତଥା ପୂର୍ବତନ ବାଚସ୍ପତି କିଶୋର ମହାନ୍ତି, ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ବାଳଙ୍କ ସମେତ ୯ ଜଣ ପୂର୍ବତନ ବିଧାୟକ ଓ କୋଭିଡ୍ ଯୋଦ୍ଧାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ। ଏଥିସହ ସେ […]
Continue Reading
