କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟା ମାମଲା : ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର : କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲା ।ଏହି ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ କରିବା ପାଇଁ ପୋଲିସ ଡିଜି ନିର୍ଦ୍ଦେଶ ଦେଇଛନ୍ତି । ତଦନ୍ତ ପାଇଁ ଦୁଇଟି ଟିମ୍ ଗଠନ କରିଛି କ୍ରାଇମବ୍ରାଞ୍ଚ । କ୍ରାଇମବ୍ରାଞ୍ଚ୍ ଟିମ୍ ଭଦ୍ରକ ଚାନ୍ଦବାଲି ଯିବ । ଶର୍ମିଷ୍ଠାଙ୍କୁ ଧରିବା ପାଇଁ ଧରିବା ପାଇଁ ଏହି ଟିମ ଗଠନ କରାଯାଇଛି ।ଏନେଇ କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା ସୂଚନା ଦେଇଛନ୍ତି । ଆଜି ପୋଲିସ ଡିଜି ସୁନୀଲ ବଂଶଲ ମଧ୍ୟ […]

Continue Reading

ଭୀମସାରରେ କରୋନା ରୋଗୀ ମୃତ୍ୟୁ ପ୍ରସଙ୍ଗ : ମୃତକଙ୍କ ପରିବାରକୁ କ୍ଷତି ପୁରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ : ଚିକିତ୍ସା ଅଭାବରୁ ଭୀମସାରରେ କରୋନା ରୋଗୀ ମୃତ୍ୟୁ ପ୍ରସଙ୍ଗ । ମୃତ ରୋଗୀଙ୍କ ପରିବାରକୁ କ୍ଷତି ପୁରଣ ଦେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ୧୩ ଟି ପରିବାରକୁ କ୍ଷତି ପୁରଣ ଦେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ୨ ଟି ପରିବାରକୁ ୫ ଲକ୍ଷ ଲେଖାଏଁ ଓ ଅନ୍ୟ ୧୧ ଟି ପରିବାରକୁ ୫୦ ହଜାର ଲେଖାଏଁ କ୍ଷତି ପୁରଣ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ମେ ଦୁଇ ତାରିଖ ସୁଦ୍ଧା […]

Continue Reading

ପୌର ନିର୍ବାଚନ : ଆସନ୍ତାକାଲି ସକାଳ ୮ଟାରୁ ମତଦାନ

ଭୁବନେଶ୍ୱର : ପୌର ନିର୍ବାଚନ ପାଇଁ ରାଜ୍ୟରେ ସରିଲା ପ୍ରଚାର । ୨୪ ତାରିଖ ଗୁରୁବାର ଭୋଟ ଗ୍ରହଣ ହେବ । ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ଅନୁସାରେ ସମସ୍ତ ପ୍ରାର୍ଥୀମାନେ ସନ୍ଧ୍ୟା ୫ଟି ସୁଦ୍ଧା ପ୍ରଚାର ଶେଷ କରିଛନ୍ତି ।ରାଜ୍ୟରେ ୫୯ଟି ବିଜ୍ଞପିତ ପରିଷଦ , ୪୭ଟି ପୌର ପରିଷଦ ଏବଂ ୩ଟି ମହାନଗର ନିଗମରେ କାଲି ଭୋଟ ଗ୍ରହଣ ହେବ । ୪ ହଜାର ୩୭୩ବୁଥରେ ମୋଟ୪୦ ଲକ୍ଷ ୫୫ ହଜାର ଭୋଟର ନିଜର ମତଦାନ […]

Continue Reading

ପୌର ନିର୍ବାଚନକୁ ହିଂସାମୁକ୍ତ କରିବା ନେଇ କମିଶନରେଟ ପୋଲିସର ପ୍ରସ୍ତୁତି

ଭୁବନେଶ୍ୱର  : ସରିଲା ପ୍ରଚାର ।  କାଲି ପୌର ନିର୍ବାଚନ ପାଇଁ  ଭୋଟ ହେବ। ଭୋଟିଂକୁ ଅବାଧ ହିଂସାମୁକ୍ତ କରିବାକୁ କମିଶନରେଟ ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପ୍ରସ୍ତୁତି ଜୋରସୋରରେ କରିଛି । ସମସ୍ତ ପୋଲିସ ଅଧିକାରୀଙ୍କୁ ନେଇ ରିହାଲର୍ସଲ କରାଯାଇଛି । ଚଳିତ ପୌର ନିର୍ବାଚନରେ ୫୦ ପ୍ଲାଟୁନ ଫୋର୍ସ ଓ ୧୫୦ କର୍ମଚାରୀ ସୁରକ୍ଷା ଦାୟିତ୍ୱରେ ରହିବେ ବୋଲି ସୂଚନା ମିଳିଛି । ସୁରକ୍ଷା ଦାୟିତ୍ୱରେ ମୋଟ ୫୫ ପ୍ଲୁଟୁନ୍ ସଶସ୍ତ୍ର ମୋବାଇଲ ପାର୍ଟି ମୃତୟନ […]

Continue Reading

ବାଇଡେନଙ୍କ ବୟାନ, ଖୁବଶୀଘ୍ର ହେବ ନୂଆ ଓ୍ୱାର୍ଲଡ ଅର୍ଡର

ନ୍ୟୁୟର୍କ: ପୋଲାଣ୍ଡ ଗସ୍ତ ପୂର୍ବରୁ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ବୟାନ ସାରା ବିଶ୍ୱକୁ ସ୍ତବ୍ଧ କରି ଦେଇଛି ।  ଆମେରିକାର ଏହି ୪୬ ତମ ରାଷ୍ଟ୍ରପତି କହିଛନ୍ତି ଯେ ଖୁବ୍ ଶୀଘ୍ର ଏକ ନୂଆ ୱାର୍ଲ୍ଡ ଅର୍ଡର ଗଠନ ହେବ । ଆଉ ଏହାର ନେତୃତ୍ୱ ନେବ ଆମେରିକା । ଏଥିପାଇଁ ଆମେରିକା ବିଶ୍ୱର ସମସ୍ତ ଦେଶ (ଡୋମାକ୍ରାଟିକ ବା ଗଣତନ୍ତ୍ର)କୁ ଏକଜୁଟ କରାଇବ। ସୋମବାର ହ୍ୱାଇଟ ହାଉସରେ ଏକ ବୈଠକ ବସିଥିଲା । ଏହି […]

Continue Reading

ପୌର ନିର୍ବାଚନ ପାଇଁ ଖୋର୍ଦ୍ଧାରେ ୨ ଦିନ ଶିକ୍ଷାନୁଷ୍ଠାନ ବନ୍ଦ

ଖୋର୍ଦ୍ଧା  : ଆସନ୍ତାକାଲି ପୌର ନିର୍ବାଚନ ପାଇଁ ବନ୍ଦ ରହିବ ଖୋର୍ଦ୍ଧା ଜିଲ୍ଲାର ଶିକ୍ଷାନୁଷ୍ଠାନ । ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା କରାଯାଇଛି । ଆଜି ଓ ଆସନ୍ତାକାଲି ସ୍କୁଲ ଏବଂ କଲେଜ ବନ୍ଦ ରହିବ । ଏନେଇ ନିର୍ଦ୍ଦେଶ ଦେଇଛନ୍ତି ଖୋର୍ଦ୍ଧା ଜିଲ୍ଲାପାଳ । ଆସନ୍ତାକାଲି ପୌର ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ହେବ । ଏହା ପୂର୍ବରୁ ଜିଲ୍ଲାରେ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା କରିଛନ୍ତି ଜିଲ୍ଲାପାଳ । ତେବେ ପୌର ନିର୍ବାଚନ ପାଇଁ […]

Continue Reading

ହାଇଦ୍ରାବାଦର ଏକ କବାଡିଆ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ, ୧୧ ଜୀବନ୍ତ ଦଗ୍ଧ

ହାଇଦ୍ରାବାଦ: ହାଇଦ୍ରାବାଦର ଏକ କବାଡିଆ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ । ଏହି ଅଗ୍ନିକାଣ୍ଡରେ ୧୧ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ସେଠାରୁ ଜଣେ ବ୍ୟକ୍ତିଙ୍କୁ ଆହତ ଅବସ୍ଥାରେ ଉଦ୍ଧାର କରାଯାଇଛି । ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏହି ଘଟଣା ପରେ ଚାରିଆଡେ ଆତଙ୍କ ଖେଳିଯାଇଥିଲା । ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ନିଆଁ ଏତେ ଭୟଙ୍କର ଥିଲା ଯେ ବର୍ତ୍ତମାନ […]

Continue Reading

ଭାରସାମ୍ୟ ହରାଇ ଓଲଟିଲା ବସ୍ , ୩୦ ଆହତ

ଢେଙ୍କାନାଳ : ଭାରସାମ୍ୟ ହରାଇ ଓଲଟି ପଡିଲା ବସ୍ । ଢେଙ୍କାନାଳ ଜିଲ୍ଲାର ବଣସିଂହ ନିକଟସ୍ଥ ମା’ ପାଟରାଣୀଙ୍କ ମନ୍ଦିର ପାଖରେ ସମଲେଇ ନାମକ ଯାତ୍ରୀବାହୀ ବସ୍ ଓଲଟି ପଡିଛି । ଏହି ଦୁର୍ଘଟଣାରେ ୩୦ ରୁ ଅଧିକ ଛାତ୍ରଛାତ୍ରୀ ଓ ଯାତ୍ରୀ ଆହତ ହୋଇଛନ୍ତି । ଗୁରୁତର ଅବସ୍ଥାରେ ସେମାନଙ୍କୁ ଆମ୍ବୁଲାନ୍ସ ଯୋଗେ ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ତେବେ ଗାଡି ଚାଳକ କୁଆଡେ ଫେରାର ହୋଇଯାଇଛନ୍ତି ।ଏହି ବସଟି ଛାତ୍ରଛାତ୍ରୀ ଓ […]

Continue Reading

ସମ୍ ହସ୍ପିଟାଲରେ ‘ଛ’ ମାସର ଶିଶୁର ହୃଦ୍ ସମସ୍ୟାର ସଫଳ ଅସ୍ତ୍ରୋପଚାର

ଭୁବନେଶ୍ୱର : ସମ୍ ହସ୍ପିଟାଲରେ ‘ଛ’ ମାସର ଶିଶୁର ସଫଳ ହୃଦ୍ ଅସ୍ତ୍ରୋପଚାର ।  ଶିଶୁର ଶରୀରରେ ଥିବା ଜଟିଳ ହୃଦ ସମସ୍ୟାର ସଫଳ ଅସ୍ତ୍ରୋପଚାର ସମ୍ଭବ ହୋଇପାରିଛି । ନୟାଗଡ ଜିଲ୍ଲା ଦଶପଲ୍ଲା ଅଞ୍ଚଳର ସୁବାସ ଚନ୍ଦ୍ର ବେହେରାଙ୍କ  ଛ’ମାସର ଶିଶୁ ପୁତ୍ରଟି ହୃଦ୍ ପଲମୁନାରୀ ଓ ଲାଇଭ୍ ଷ୍ଟେନୋସିସ୍  ପୀଡିତ ଥିବା ବେଳେ ଅସ୍ତ୍ରୋପଚାର ଜରିଆରେ ତାକୁ ସମ୍ପୂର୍ଣ୍ଣ ସୁସ୍ଥ କରିପାରିଛନ୍ତି ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଓ ସମ୍ ଅଲ୍ଟିମେଟ୍ ମେଡିକେୟାରର ଡାକ୍ତରୀ ଟିମ୍ […]

Continue Reading

କୃଷ୍ଣ ପ୍ରତିହାରୀ ହତ୍ୟାକାଣ୍ଡ: ଫେରାର ଅନ୍ୟ ୩ ଅଭିଯୁକ୍ତଙ୍କୁ ଧରିଲା ପୁରୀ ପୁଲିସ

ପୁରୀ: କୃଷ୍ଣ ପ୍ରତିହାରୀ ହତ୍ୟାକାଣ୍ଡ । ଫେରାର ଅନ୍ୟ ୩ ଅଭିଯୁକ୍ତଙ୍କୁ ଧରିଲା ପୁରୀ ପୁଲିସପୁରୀର ବରିଷ୍ଠ ସେବାୟତ କୃଷ୍ଣ ପ୍ରତିହାରୀ ହତ୍ୟାକାଣ୍ଡ ମାମଲାରେ ଫେରାର ଥିବା ଅନ୍ୟ ୩ ଅଭିଯୁକ୍ତଙ୍କୁ ଧରିବାରେ ପୁରୀ ପୁଲିସ ସଫଳ ହୋଇଛି। ଏହି କୁନମୁନ ସୁଆର, ହରି ପଣ୍ଡା ଓ ଟୁଟୁ ମହାପାତ୍ର।ଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଥିବା ନେଇ ପୁରୀ ଆରକ୍ଷୀ ଅଧୀକ୍ଷକ କନୱର ବିଶାଲ ସିଂହ ସୂଚନା ଦେଇଛନ୍ତି। ମୃତ କୃଷ୍ଣ ପ୍ରତିହାରୀ କୁନମୁନକୁ ୧୫ […]

Continue Reading