କୋରାପୁଟ ଗସ୍ତରେ ପୋଲିସ ଡିଜି ସୁନୀଲ ବଂଶଲ , ମାଓ ଗତିବିଧି ଓ ନିର୍ବାଚନ ସୁପରିଚାଳନା ନେଇ ଆଲୋଚନା
କୋରାପୁଟ : କୋରାପୁଟ ଗସ୍ତରେ ପୋଲିସ ଡିଜି ସୁନୀଲ ବଂଶଲ । କୋରାପୁଟ ବିଏସଏଫ୍ ସେକ୍ଟରରେ ଅବତରଣ କରିବା ପରେ ଦକ୍ଷୀଣ ପଶ୍ଚିମ ଡିଆଇଜିଙ୍କ ସହ ଆଜି ନିର୍ବାଚନୀ ସମୀକ୍ଷା ମାଓ ଅପରେସନ ଓ ଆଇନଶୃଙ୍ଖଳା ପରିସ୍ଥିତି ଉପରେ ଆଲୋଚନା କରିଥିଲେ । ପରେ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ପୋଲିସ ଡିଜି । ବିଏସଏଫ୍ ସେକ୍ଟର ହେଲିପ୍ୟାଡରୁ ଓଏସଏପି ତୃତୀୟ ବାଟାଲିୟନ୍ ପରିଦର୍ଶନ କରିଥିଲେ । ପରେ ଏସଓଜି ଓ ପୋଲିସ ରିଜର୍ଭ […]
Continue Reading
