ଦେଶ ଗଠନରେ ଶିକ୍ଷାର ଭୂମିକା ଗୁରୁତ୍ବପୂର୍ଣ୍ଣ, ଶିକ୍ଷକ ହେଉଛନ୍ତି ରାଷ୍ଟ୍ରର ନିର୍ମାତା : ବିଚାରପତି ଡ.ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ
ଭୁବନେଶ୍ବର: ଦେଶ ଗଠନରେ ଶିକ୍ଷାର ଭୂମିକା ଗୁରୁତ୍ବପୂର୍ଣ୍ଣ ଓ ଶିକ୍ଷକ ହେଉଛନ୍ତି ରାଷ୍ଟ୍ରର ନିର୍ମାତା। ସେମାନଙ୍କ ଜ୍ଞାନ, W * Q ତ୍ୟାଗ ଓ ଉତ୍ସର୍ଗିକୃତ ମନୋଭାବ ଛାତ୍ରଛାତ୍ରୀଙ୍କୁ ପ୍ରେରଣା ଯୋଗାଇଥାଏ। ଶିକ୍ଷାର ଅର୍ଥ ହେଉଛି ଆହ୍ୱାନକୁ ସମ୍ମୁଖୀନ ହେବା। ଯଦି ପ୍ରତିଟି ଆହ୍ଵାନକୁ ସଫଳତାର ସହ ମୁକାବିଲା କରାଯାଇପାରିବ ତାହେଲେ ସବୁ ସମସ୍ୟାର ସମାଧାନ ହୋଇପାରିବ । ଫଳରେ ଜଣେ ନିଜର ରୁଚି ଥିବା କ୍ଷେତ୍ରରେ ପାରଦର୍ଶିତା ହାସଲ ସହ ପ୍ରତିଭା ଓ ଦକ୍ଷତା ପ୍ରଦର୍ଶନ […]
Continue Reading