ଓଡ଼ିଶା ପୋଲିସ ପାଇଁ ପ୍ରଥମ: ଦୁଇ ଓଡ଼ିଆଙ୍କୁ ମରଣୋତ୍ତର ଶୌର୍ଯ୍ୟ ଚକ୍ର ପ୍ରଦାନ କଲେ ରାଷ୍ଟ୍ରପତି
ଭୁବନେଶ୍ୱର: ଓଡ଼ିଶା ପାଇଁ ଏକ ଗର୍ବର କଥା । ଦୁଇ ଜଣ ଓଡ଼ିଆ ପୁଅଙ୍କୁ ମରଣୋତ୍ତର ଶୌର୍ଯ୍ୟ ଚକ୍ର ପୁରସ୍କାର ପ୍ରଦାନ କରାଯାଇଛି । ସହିଦ କମାଣ୍ଡର ଦେବାଶିଷ ସେଠୀ ଓ ସୁଧୀର ଟୁଡୁ ଏହି ସମ୍ମାନରେ ସମ୍ମାନିତ ହୋଇଛନ୍ତି । ଆଜି ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଠାରୁ ଏହି ଦୁଇ ବୀରଙ୍କ ପରିବାରବର୍ଗ ଉକ୍ତ ସମ୍ମାନ ଗ୍ରହଣ କରିଛନ୍ତି । ପ୍ରଥମ ଥର ପାଇଁ ଓଡ଼ିଶା ପୋଲିସର ଦୁଇଜଣ ବୀରଙ୍କୁ ଶୌର୍ଯ୍ୟ ଚକ୍ର ପ୍ରଦାନ କରାଯାଇଛି […]
Continue Reading