ଟାଟା ଷ୍ଟିଲ ପ୍ଲାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ : ୩ ଗୁରୁତର
ଝାଡ଼ଖଣ୍ଡ : ଝାଡ଼ଖଣ୍ଡ ଜାମସେଦପୁରର ଟାଟା ଷ୍ଟିଲ ପ୍ଲାଣ୍ଟରେ ବଡ଼ ଧରଣର ବିସ୍ଫୋରଣ । ଫଳରେ ପ୍ଲାଣ୍ଟରେ ଭୟଙ୍କର ନିଆଁ ଲାଗିଯାଇଛି । ଏହି ଘଟଣାରେ ୩ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଆହତଙ୍କ ତୁରନ୍ତ ଚିକିତ୍ସା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍ । ତେବେ କୋଲ୍ ୟୁନିଟରେ ନିଆଁ କେମିତି ଲାଗିଲା ସେ ସମ୍ପର୍କରେ ଏବେ ଯାଏଁ ସ୍ପଷ୍ଟ ସୂଚନା ମିଳିପାରିନି । ଅଗ୍ନିକାଣ୍ଡ ଘଟଣାକୁ ନେଇ […]
Continue Reading
