କାଲି ମହାପ୍ରଭୁଙ୍କ ନବଯୌବନ ଦର୍ଶନ, ଜାଣନ୍ତୁ ନୀତି ନିର୍ଘଣ୍ଟ
ପୁରୀ: ଆସନ୍ତାକାଲି ମହାପ୍ରଭୁଙ୍କ ନବଯୌବନ ଦର୍ଶନ । ନବଯୌବନ ଦର୍ଶନ ପାଇଁ ନୀତି ନିର୍ଘଣ୍ଟ ଜାରି କରିଛି ଶ୍ରୀମନ୍ଦିର ପ୍ରଶାସନ । ସକାଳ ୮ଟାରେ ତାଟି ଫିଟିବା ପରେ ପ୍ରଥମ ୧ ଘଣ୍ଟା ପରିମାଣିକ ଦର୍ଶନ ହେବ । ପରେ ସକାଳ ୯ଟାରୁ ୧୦ଟା ୩୦ ଯାଏ ସର୍ବସାଧାରଣ ଦର୍ଶନ କରିପାରିବେ । ସେହିପରି ଦିନ ୨ଟାରୁ ୩ଟା, ସନ୍ଧ୍ୟା ୬ଟାରୁ ୬ଟା ୩୦ ଯାଏ ଏବଂ ରାତି ୯ଟାରୁ ୧୦ଟା ୩୦ ଓ ରାତି ସାଢ଼େ […]
Continue Reading